Home Left

୩୮ ଡାକ୍ତର ବଦଳରେ ୮

ପଟ୍ଟାମୁଣ୍ଡାଇ,୨୧ା୧(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀକୁ ସୀମା ପୁନଃ ନିର୍ଦ୍ଧାରଣ ବେଳେ ଭାଗ ଭାଗ କରି ରାଜନଗର, କେନ୍ଦ୍ରାପଡ଼ା ଓ ଆଳି ବିଧାନସଭା ଆସନରେ ମିଶାଇ ଦିଆଯାଇଛି। ଫଳରେ ପଟ୍ଟାମୁଣ୍ଡାଇ ତା’ର ସତ୍ତା ହରାଇ ସବୁକ୍ଷେତ୍ରରେ ଅବହେଳିତ ହୋଇପଡିଥିବା ବେଳେ ସ୍ବାସ୍ଥ୍ୟସେବା…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ)କଟ୍‌ନୀ ଛଟ୍‌ନୀ ଓ ଅନ୍ୟ ସମସ୍ୟାକୁ ନେଇ କେନ୍ଦ୍ରାପଡ଼ା ଜିଲା କୃଷକ ସଙ୍ଗଠନ ଗତ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଣଧାରଣା ଦେଇଥିଲେ। ଖରିଫ ଧାନର ଅଭାବ ବିକ୍ରି ଠାରୁ ଆରମ୍ଭ କରି ଶସ୍ୟ ସଂରକ୍ଷଣ ସମସ୍ୟା ଉତ୍‌ଥାପନ କରି ଜିଲାପାଳଙ୍କୁ…

ସଜେଇ ହେଉଛି ଫତେଗଡ଼ ଶ୍ରୀରାମ ମନ୍ଦିର

ନୟାଗଡ଼/ଭାପୁର,୨୧।୧(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ଅଯୋଧ୍ୟାରେ ରାମଲାଲା ମନ୍ଦିର ପ୍ରାଣ ପ୍ରତିଷ୍ଠା ଦିବସ ଜାନୁଆରୀ ୨୨ରେ ନୟାଗଡ଼ ଜିଲା ଭାପୁର ବ୍ଲକ ଅଧୀନ ଫତେଗଡ ଗିରି ଗୋବର୍ଦ୍ଧନ ପାହାଡ଼ର ଶୀର୍ଷରେ ନବ ନିର୍ମିତ ଶ୍ରୀରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ଏଥିପାଇଁ…

ସୋଏବଙ୍କ ତୃତୀୟ, ସନାଙ୍କ ଦ୍ୱିତୀୟ ବିବାହ, ଜାଣନ୍ତୁ ପ୍ରଥମେ କାହା ସହ ହୋଇଥିଲା ସୋଏବଙ୍କ ବିବାହ

କରାଚୀ,୨୦ା୧(ପି.ଟି.): ଭାରତୀୟ ଟେନିସ୍‌ ସୁପରଷ୍ଟାର ସାନିଆ ମିର୍ଜାଙ୍କ ସହ ୧୩ ବର୍ଷର ସମ୍ପର୍କ ଛିନ୍ନ କରି ତୃତୀୟ ଥର ବିବାହ କରିଛନ୍ତି ପାକିସ୍ତାନୀ କ୍ରିକେଟର ସୋଏବ ମଲିକ। ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦ୍‌ଙ୍କ ସହ ସୋଏବ ବିବାହର ଫଟୋ ନିଜ ସୋସିଆଲ…

ଭର୍ତ୍ତୃହରିଙ୍କ ଗତିବିଧିକୁ ନେଇ ଚର୍ଚ୍ଚା

କଟକ,୨୦ା୧(ଶିଳ୍ପା ପ୍ରିୟଦର୍ଶିନୀ)-ସାଧାରଣ ନିର୍ବାଚନ ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ଗତିବିଧିକୁ ନେଇ ଚର୍ଚ୍ଚା ଚାଲିଛି। ବିଜେଡିର ଏହି ବରିଷ୍ଠ ନେତା ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବାର ଫଟୋ ଭାଇରାଲ ହେବା ପରଠାରୁ ସେ ଭାଜପା ଆଡ଼କୁ ଢଳୁଛନ୍ତି…

ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କଲେ ଲାଇସେନ୍ସ ରଦ୍ଦ

ଭୁବନେଶ୍ୱର, ୨୦।୧(ଅସମାପିକା ସାହୁ)- ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କରି ଧରା ପଡ଼ିଲେ ମେଡିସିନ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହେବ। ରାଜ୍ୟ ସରକାର ଏଭଳି କଡ଼ା ଚେତାବନୀ ଦେଇଛନ୍ତି। ଆଣ୍ଟିବାୟୋଟିକର ଅତ୍ୟଧିକ ବ୍ୟବହାର ରୋକିବାକୁ କେନ୍ଦ୍ର ସରକାର ନୂଆ ଗାଇଡ଼ଲାଇନ୍‌ ଆଣିବା…

ଟ୍ରକ୍‌କୁ ଧକ୍କା ଦେଇ ପୁଣି ପିକ୍‌ଅପ୍‌ରେ ପିଟିହେଲେ ବାଇକ୍‌ ଚାଳକ, ଚାଲିଗଲା ଜୀବନ

ବାଲିଗୁଡ଼ା,୨୦ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗଦ୍ରଙ୍ଗିଆ ନିକଟ ୫୯ ନଂ ଜାତୀୟ ରାଜପଥରେ ଶନିବାର ଟ୍ରକ୍‌ ସହ ଏକ ମୋଟରସାଇକେଲ ପିଟି ହେବାରୁ ମୋଟରସାଇକେଲ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ଜଣକ ତୁମୁଡ଼ିବନ୍ଧ ଥାନା…

ବିଜୟ ସହିତ ୧୯ ବର୍ଷରୁ କମ୍ ବିଶ୍ୱକପ ଅଭିଯାନ ଆରମ୍ଭ କଲା ଭାରତ

ନୂଆଦିଲ୍ଲୀ,୨୦।୧: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ପୁରୁଷ ବିଶ୍ୱକପରେ ବାଂଲାଦେଶ ବିପକ୍ଷରେ ବିଜୟ ସହିତ ଭାରତ ଏହାର ଅଭିଯାନ ଆରମ୍ଭ କରିଛି। ଟସ୍ ଜିତି ଭାରତ ବାଂଲାଦେଶ ଟିମ୍ ଭାରତକୁ ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପ୍ରାରମ୍ଭିକ…

ପିକ୍‌ନିକ୍‌ ଯାଉଛି କହି ଫେରି ନ ଥିଲେ ଘରକୁ, ଆଜି ପୋଲରେ ଝୁଲିଥିଲା ମୃତଦେହ

ବଡ଼ବିଲ,୨୦ା୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ କାରୋନଦୀ ପୋଲରୁ ଶନିବାର ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ ଯୋଡ଼ା ଅଞ୍ଚଳରେ ରହୁଥିବା ଝାଡ଼େଶ୍ୱର ସାହୁ(୬୨)। ସୂଚନା ଅନୁଯାୟୀ, ଝାଡ଼େଶ୍ୱର ଟାଟା ଷ୍ଟିଲ କମ୍ପାନୀରୁ…

ନାବାଳିକା ବଳାତ୍କାରୀଙ୍କୁ ୫ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୨୦ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଆସାମୀ ଶରତ ପାତ୍ର(୫୦)ଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଏବଂ…

ଇପିଏଫଓକୁ ଫେରିଲେ ୧୦ ଲକ୍ଷ ଲୋକେ, ସାମିଲ ହେଲେ ୭ ଲକ୍ଷ ନୂତନ କର୍ମଜୀବୀ

ନୂଆଦିଲ୍ଲୀ,୨୦।୧: କର୍ମଚାରୀ ଭବିଷ୍ୟ ନିଧି ପାଣ୍ଠି(ଇପିଏଫଓ)ରେ ନଭେମ୍ବର ୨୦୨୩ରେ ପ୍ରାୟ ୧୩ ଲକ୍ଷ ଲୋକେ ଯୋଡି ହୋଇଛନ୍ତି। ଏଥିରେ ୭.୩୬ ଲକ୍ଷ ଯୁବକ ରହିଛନ୍ତି। ଶନିବାର ଦିନ ଇପିଏଫଓ ​​ଦ୍ୱାରା ପ୍ରକାଶିତ ତଥ୍ୟ ଦର୍ଶାଇଛି ଯେ ଚଳିତ ଆର୍ଥିକ ବର୍ଷରେ ଇପିଏଫଓ…

କାର୍‌-ଅଟୋ ଧକ୍କାରେ ମୃତ୍ୟୁ: ରାଜପଥରେ ମୃତଦେହ ରଖି ବିକ୍ଷୋଭ କଲେ ଗ୍ରାମବାସୀ

ହିଞ୍ଜିଳିକାଟୁ,୨୦ା୧(ଦ୍ୱିତୀକୃଷ୍ଣ ପଣ୍ଡା): ବ୍ରହ୍ମପୁର ସଦର ଥାନା କୁକୁଡ଼ାଖଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଏକ କାର୍‌ (ଓଡି୦୭ଏଜେ ୬୯୧୭)ସହ ଯାତ୍ରୀବାହୀ ଅଟୋ (ଓଡି୦୭ଏ ୫୭୧୮)ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଅଟୋ ଯାତ୍ରୀ ହିଞ୍ଜିଳି ଥାନା ଚୈତନ୍ୟପଡ଼ା ଗ୍ରାମର ପବନା ଦାସ(୨୬)ଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?