Home Left

ଅରୁନ୍ଧତୀର ୬ଷ୍ଠ ବାର୍ଷିକ ମହୋସତ୍ବ

ଭୁବନେଶ୍ୱର ,୨୩।୯: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଆଉଟ୍‌ଲେଟ୍‌ (ଶୋ’ରୁମ୍‌)ର ୬ଷ୍ଠ ବାର୍ଷିକ ମହୋସତ୍ବ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ୬ଷ୍ଠ ବାର୍ଷିକ ସଫଳ…

୩ ଦିନିଆ ପର୍ଯ୍ୟଟନ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର, ୨୩।୯: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବ୍ଲୁ ଆଇ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଏକ ୩ଦିନିଆ ‘ପର୍ଯ୍ୟଟନ ମେଳା’ ଭୁବନେଶ୍ୱରର ହୋଟେଲ ପାଲ୍‌ ହାଇଟ୍ସ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟୁରିଜମ୍‌ ଆଣ୍ଡ…

ମାଷ୍ଟର କ୍ୟାଣ୍ଟିନରେ ଖୋଲିବ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍‌

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍‌ ରବିବାର ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହେବାକୁ ଯାଉଛି। ଏ ନେଇ କଲ୍ୟାଣ ଜୁଏଲର୍ସ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ ସହ ଓଡ଼ିଶା ବଜାରରେ କାରବାର ସମ୍ପ୍ରସାରଣ…

୫.୪ ଲକ୍ଷ କୋଟି ହରାଇଲେ ନିବେଶକ

ଭୁବନେଶ୍ୱର, ୨୩।୯: ଗତ ୨ ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଫଳରେ ଶେୟାର ବଜାରର ନିବେଶକମାନେ ଆଶା ଆଶଙ୍କାରେ କାରବାର କରୁଛନ୍ତି। ଏପରିକି କ୍ରମାଗତ ୩ୟ ଦିନ ଲାଗି ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ବିଶେଷକରି…

ଗାଁ ମୁହଁରେ ଆଣ୍ଠୁଏ କାଦୁଅ

ଢେଙ୍କିକୋଟ,୨୩ା୯(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଢେଙ୍କିକୋଟ ଗ୍ରାମର ଦଳେଇସାହିସ୍ଥିତ ହାଇସ୍କୁଲ ପୋଖରୀହୁଡ଼ା ସାହି ଏବଂ ଢେଙ୍କିକୋଟ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଆଣ୍ଠୁଏ କାଦୁଅ ହୋଇଛି। ଅସରାଏ ବର୍ଷା ହେଲେ ରାସ୍ତାରେ ଯାତାୟାତ ସମ୍ଭବ ହେଉନାହିଁ। ଯଦି…

ଆଲୁମିନିୟମ କାରଖାନାରେ ବିସ୍ଫୋରଣ: ୨ ମୃତ

ହଜାରିବାଗ,୨୩ା୯: ଝାଡ଼ଖଣ୍ଡର ହଜାରିବାଗ ଜିଲାରେ ଥିବା ଏକ ଆଲୁମିନିୟମ କାରଖାନାର ବଏଲରରେ ଶୁକ୍ରବାର ବିସ୍ଫୋରଣ ଘଟି ୨ ଜଣଙ୍କ ଜୀବନ ଯାଇଛି। ଅପରାହ୍ନ ୧ଟା ପରେ ଏହି ବିସ୍ଫୋରଣ ଘଟିଥିବାବେଳେ ଏହାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଏହାର ତଦନ୍ତ ଚାଲିଥିବା…

ଆଇଏସ୍‌ଏଲ୍‌: କଳିଙ୍ଗରେ ଆଜି ଓଡ଼ିଶା ଏଫ୍‌ସି-ଚେନ୍ନାଇନ୍‌

ଭୁବନେଶ୍ୱର, ୨୩।୯(ତପନ ସ୍ବାଇଁ): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ୧୦ମ ସଂସ୍କରଣରେ ଓଡ଼ିଶା ଏଫ୍‌ସିର ଅଭିଯାନ ଶନିବାର ଆରମ୍ଭ ହେବ। ଘରୋଇ ପରିବେଶରେ କଳିଙ୍ଗ ଷ୍ଟାଡିୟମରେ ଏହି ଦଳ ଚେନ୍ନାଇନ୍‌ ଏଫ୍‌ସିକୁ ଭେଟିବ। ଗତ ସିଜନରେ ଓଡ଼ିଶା ଏଫ୍‌ସି ଚମତ୍କାର ପ୍ରଦର୍ଶନ…

୨ ମାସରେ ଧରିଲେଣି ୨୦୦ ସାପ

କେନ୍ଦୁଝର,୨୩ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ଢେଙ୍କିକୋଟ ମୁସଲିମ ସାହିର ସାପ ଧରାଳି ଅବଦୁଲ ନାଦିର ଅନ୍‌ସାରୀ(୨୪)। ଅଞ୍ଚଳରେ ସାପ ମଣିଷ ଭାବେ ପରିଚୟ ଲାଭ କରିଥିବା ଏହି ଯୁବକ ଗତ ୨ ମାସ ମଧ୍ୟରେ ୨ ଶହରୁ…

ବିଜେତାକୁ ୪ ନିୟୁତ ଡଲାର

ଦୁବାଇ, ୨୩ା୯ (ପି.ଟି.): ଆଗାମୀ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ବିଜେତାକୁ ମିଳିବ ୪ ନିୟୁତ ଆମେରିକୀୟ ଡଲାର (ପ୍ରାୟ ୩୩ କୋଟି ଟଙ୍କା) ଏବଂ ରନରଅପ୍‌ ପାଇବ ୨ ନିୟୁତ ଡଲାର (ପ୍ରାୟ ୧୬ କୋଟି ଟଙ୍କା)। ଅନ୍ତର୍ଜାତୀୟ କ୍ରିକେଟ…

ଶୋଷ ମେଣ୍ଟାଉଛି ଚୁଆପାଣି

ଯୋଡ଼ା,୨୩ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି କ୍ଷେତ୍ରରେ ବିଭିନ୍ନ ଖଣି ଓ ଶିଳ୍ପ ସଂସ୍ଥା ରହିଛି। ଏଠାରେ ଥିବା ଖଣିରୁ ରାଜ୍ୟ ସରକାର ଅନେକ କୋଟି ଟଙ୍କା ରାଜସ୍ବ ପାଉଛନ୍ତି। ଏହା ସହ ଜିଲା ଖଣିଜ ପାଣ୍ଠିରେ ଅଜସ୍ର ଟଙ୍କା…

ଆସାମ ଚାମ୍ପିୟନ, ଝାଡ଼ଖଣ୍ଡ ରନରଅପ୍‌

ଭୁବନେଶ୍ୱର, ୨୩ା୯(ବିଜୟ ରଣା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଭୈରବ ଚନ୍ଦ୍ର ମହାନ୍ତି ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ୨୦୨୩ରେ ଆସାମ ଚାମ୍ପିୟନ ହୋଇଛି। ଶୁକ୍ରବାର କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଫାଇନାଲରେ ଦଳ ୫୩ ରନରେ ଝାଡ଼ଖଣ୍ଡକୁ…

ଟାଇଟଲରେ ଅଷ୍ଟ୍ରେଲିଆର ହ୍ୟାଟ୍ରିକ

ଆଇସିସି କ୍ରିକେଟ ବିଶ୍ୱକପର ୯ମ ସଂସ୍କରଣ ଓ୍ବେଷ୍ଟଇଣ୍ଡିଜରେ ୨୦୦୭ ମାର୍ଚ୍ଚ ୧୩ରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ମୋଟ ୫୧ଟି ମ୍ୟାଚ ଖେଳାଯାଇଥିଲା। ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ଅଷ୍ଟ୍ରେଲିଆ ଚାମ୍ପିୟନ ହୋଇଥିଲା। ଏହାକୁ ମିଶାଇ ଅଷ୍ଟ୍ରେଲିଆ କ୍ରମାଗତ ୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri