Home Left

ଗୃହରେ ଉପସ୍ଥିତ ରହିବାକୁ ବିଧାୟକଙ୍କୁ ନିର୍ଦ୍ଦେଶଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୯(ସୁନିତ୍‌ ମିଶ୍ର): ବିଧାନସଭା ମୌସୁମୀ ଅଧିବେଶନରେ ବିରୋଧୀ ଦଳ ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବା ଲାଗି ରଣନୀତି ପ୍ରସ୍ତୁତ କରୁଛନ୍ତି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିଠାରୁ ଆରମ୍ଭକରି ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଆୟୁଧକରି…

ଏସିପି, ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୩।୯(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର-କଟକ କମିଶନରେଟ ପୋଲିସ୍‌ରେ ଏସିପି ଓ ଇନ୍ସପେକ୍ଟର ସ୍ତରରେ ଶୁକ୍ରବାର ଅଦଳବଦଳ ହୋଇଛି। ଜଣେ ଏସିପି ଓ ୧୪ ଜଣ ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଖଣ୍ଡଗିରି ଥାନା…

ରାଜଧାନୀରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩ା୯(ଅନୁରାଧା ମହାରଣା): ୧୦ ଦଫା ଦାବି ନେଇ ପୁଣି ରାସ୍ତାକୁ ଓହ୍ଲାଇଛନ୍ତି ଅଙ୍ଗନୱାଡ଼ି କର୍ମଚାରୀ। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍‌ ୱାର୍କର୍ସ ଆସୋସିଏଶନର ଆହ୍ବାନ କ୍ରମେ ଶୁକ୍ରବାର ହଜାର ହଜାର ଅଙ୍ଗନୱାଡ଼ି କର୍ମୀ, ମିନି…

ଭାବ ଆଦାନପ୍ରଦାନରେ ସାଙ୍କେତିକ ଭାଷାର ଗୁରୁତ୍ୱ

ଚିକିତ୍ସା ବିଜ୍ଞାନ ଅନୁସାରେ ଶୁଣି ଅନୁକରଣ କରିବା ପ୍ରତିଟି ପ୍ରାଣୀର ସହଜାତ ପ୍ରବୃତ୍ତି। ମାତ୍ର ଶ୍ରବଣ ସମସ୍ୟା ରହିଲେ ଅନୁକରଣ କରିବା ସମ୍ଭବ ହୋଇ ନ ଥାଏ। ଶ୍ରବଣ ସମସ୍ୟା ଯୋଗୁ ବାକ କ୍ଷମତା ହରାଇଥିବା ଶିଶୁ ବଡ଼ ହୋଇ କିଭଳି…

ବିର୍ଲା ଟାୟାର୍ସ ଖୋଲିବା ନେଇ ଆଶା ସଞ୍ଚାର

ବାଲେଶ୍ୱର,୨୩।୯(ମାନସ ବିଶ୍ୱାଳ): ଦୀର୍ଘ ଦିନ ହେବ ବନ୍ଦ ପଡ଼ିଥିବା ବାଲେଶ୍ୱର ଜିଲାର ବୃହତ୍‌ ଶିଳ୍ପ ବିର୍ଲା ଟାୟାର୍ସ ଚାଲୁହେବା ନେଇ ଆଶା ସଞ୍ଚାର ହୋଇଛି। ଆସନ୍ତା ଅକ୍ଟୋବର ୪ ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଟି) କୋଲକାତା ଶାଖାରେ କମ୍ପାନୀ…

ଇଷ୍ଟର୍ନ ମିଡିଆ ଆକାଉଣ୍ଟରେ ଜମା ହୋଇଛି ବିପୁଳ ଟଙ୍କା

ଭୁବନେଶ୍ୱର,୨୩।୯(ସତ୍ୟଜିତ୍‌ ରାଉତ): ଇଷ୍ଟର୍ନ ମିଡିଆ ଲିମିଟେଡ୍‌ର ଦୈନିକ ଖବରକାଗଜ ସମ୍ବାଦରେ କର୍ମଚାରୀଙ୍କ ନାମରେ ଜାଲିଆତି କରି ବ୍ୟାଙ୍କରୁ ଋଣ ଉଠାଣ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଖୋଳତାଡ଼ ଜାରି ରଖିଛି। ଗତ କିଛିବର୍ଷ ମଧ୍ୟରେ ଇଷ୍ଟର୍ନ ମିଡିଆ ଲିମିଟେଡ/ସମ୍ବାଦର…

ଚିତ୍ରଶିଳ୍ପୀ ପଦ୍ମନାଭଙ୍କ ପରଲୋକ

ସମ୍ବଲପୁର,୨୩ା୯(ବି.ଶଙ୍କର): ସାରଳା ପୁରସ୍କାରପ୍ରାପ୍ତ ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଶୁକ୍ରବାର ସକାଳେ ପରଲୋକ ହୋଇଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହୋଇଛି। ପୁତ୍ର ସିଦ୍ଧାର୍ଥ ମୁଖାଗ୍ନି ଦେଇଥିଲେ।…

ପାଇପ ଲାଇନ ବିଛା ଯୋଗୁ ରାସ୍ତା କାଦୁଅ

ନାଉଗାଁ ,୨୩ା୯ (ସୁଧା ବେହୁରା): ସରକାରଙ୍କ ବସୁଧା ଯୋଜନାରେ ନାଉଗାଁ ବ୍ଲକରେ ପ୍ରକଳ୍ପ ନିର୍ମାଣଠାରୁ ଆରମ୍ଭ କରି ପାଇପ ବିଛା କାର୍ଯ୍ୟ ଜାରି ରହିଛି। ପ୍ରତ୍ୟେକ ଗୃହକୁ ପାନୀୟ ଜଳ ଯୋଗାଇବା ପାଇଁ ପାଇପ ଲାଇନ ସଂଯୋଗ କରାଯାଉଛି। ଏହି ପାଇପ…

୫୦୦ ସିମ୍‌ରୁ ଓଟିପି ପଠାଇଛନ୍ତି ଇକ୍‌ବାଲ

ଭୁବନେଶ୍ୱର,୨୩।୯(ସତ୍ୟଜିତ୍‌ ରାଉତ): ପାକିସ୍ତାନ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସ୍‌ ଇଣ୍ଟେଲିଜେନ୍‌ସ (ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଆସାମରୁ ଗିରଫ କରିଥିବା ମହମ୍ମଦ ଇକ୍‌ବାଲ ହୁସେନ ଶୁକ୍ରବାର ଜେଲ ଯାଇଛନ୍ତି। ତାଙ୍କୁ ପଚରାଉଚରାବେଳେ ଏସ୍‌ଟିଏଫ୍‌ ବହୁ…

ଅନୁଭବ-ବର୍ଷା ମାମଲାର ପୂର୍ଣ୍ଣଚ୍ଛେଦ

କଟକ,୨୩ା୯ (କାର୍ତ୍ତିକ ସାହୁ): କଟକ ପରିବାର ଅଦାଲତରେ ଚାଲିଥିବା ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଅନୁଭବଙ୍କ ପକ୍ଷରୁ ରୁଜୁ ହୋଇଥିବା ବର୍ଷାଙ୍କଠାରୁ ଛାଡ଼ପତ୍ର ଏବଂ ବର୍ଷାଙ୍କ ପକ୍ଷରୁ…

୨୮ ହଜାର କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୩ା୯(ଅନିଲ ଦାସ): ୨୦୨୩-୨୪ ଆର୍ଥିକବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ୨୮ ହଜାର ୨୦୦କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି। ବିଧାନସଭା ଅଧିବେଶନର ପ୍ରଥମ ଦିବସରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହର ଅନୁମୋଦନ ପାଇଁ ଏହି ଅତିରିକ୍ତ ବଜେଟ…

ଗହୀରମଥାରେ ସମୁଦ୍ର ଗିଳୁଛି ଝାଉଁ ଜଙ୍ଗଲ

ମହାକାଳପଡ଼ା,୨୩ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ବିସ୍ତୀର୍ଣ୍ଣ ବାଲୁକାଶଯ୍ୟା ଅଲିଭ ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ ପାଇଁ ବିଶ୍ୱ ପ୍ରସିଦ୍ଧ ଭାବେ ପରିଚିତ। ମହାନଦୀଠାରୁ ଧାମରା ମୁହାଣ ପର୍ଯ୍ୟନ୍ତ ୧୪୨୦ ବର୍ଗ କିଲୋମିଟର ପରିଧି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri