Home Left

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ ପାଇଁ ତାଙ୍କ ସ୍ବାମୀଙ୍କୁ ଛାଡ଼ି ୨ ଲକ୍ଷ ଟଙ୍କା ନଗଦ ଏବଂ ସମସ୍ତ ଅଳଙ୍କାର…

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି ପଡିବାରୁ ଧାନ ପୁଞ୍ଜି (ଗଦା) ଜଳିଯାଇଛି । ୪ ଜଣ ଚାଷୀଙ୍କର ୩ ଲକ୍ଷ…

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ ସମୟରେ, ଟ୍ରମ୍ପ ମଜାକ୍‌ କରି କହିଛନ୍ତି ଯେ “ଟାରିଫ୍‌” ପୂର୍ବରୁ ତାଙ୍କର ପ୍ରିୟ ଶବ୍ଦ…

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ୬୯ ବର୍ଷ ବୟସରେ କୋଚିରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ସେ କୁନୁରର…

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ ୫୭୫ ରନରେ ସେମାନଙ୍କର ପ୍ରଥମ ଇନିଂସ ଘୋଷଣା କରିଛି। ଡେଭନ କନୱେ ଏବଂ ଟମ…

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ ସାଜସଜ୍ଜାରେ ବ୍ୟସ୍ତ ଅଛନ୍ତି। ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଡ଼ଦିନକୁ ଶାନ୍ତିଶୃଙ୍ଖଳାର…

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଅଭିଯୋଗରେ ୨ ଜଣ ଆନ୍ତରାଜ୍ୟ ମାଫିଆକୁ ଗିରଫ ପୋଲିସ କରିଛି। ଗିରଫ…

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଥିବା ଜଣାପଡିଛି । ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ…

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ ବା ସିଚୁଏଶନରେ କେଉଁ ବୃକ୍ଷ ଲଗାଇବା ଦ୍ୱାରା ମାତ୍ରାଧିକ ଲାଭପ୍ରାପ୍ତି ହେବ, ସେ ବିଷୟରେ…

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡିଛି। ଜାଡ଼ରେ ଥରୁଛି ଦମ୍ପୂର୍ଣ୍ଣ ଅଞ୍ଚଳ ଦାରିଙ୍ଗବାଡି ସମେତ ସିମନବାଡି,…

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ ଓ ଉତ୍‌ପ୍ରେରିତ କରେ। ଆଶା ହିଁ ଏକ ମାତ୍ର ମହୌଷଧି ଯାହା ବର୍ତ୍ତମାନର ଅନ୍ଧକାରକୁ…

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା ଏକ ଯୋଜନାବଦ୍ଧ ସଙ୍କେତ। ଅନେକ ବର୍ଷ ହେଲା ମରିସସ୍‌ ଏନ୍‌ଏସ୍‌ଏ ପଦବୀ ସାଧାରଣତଃ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri