Home Left

ମା’ ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ସକାଳୁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ,…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର ଅଫ୍‌ ହାଇ ପର୍‌ଫର୍ମାନ୍ସ ଗ୍ରାହାମ ଓ୍ବେଷ୍ଟ ଏହା ସ୍ପଷ୍ଟ କରିଛନ୍ତି। ଏଥିସହିତ ପଲ…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ ନେଇଛି। ଏପରିକି ରାସ୍ତାକଡ଼ ଗଛ ଓ ଇଲେକ୍ଟ୍ରି ପୋଲ ଭାଙ୍ଗି ତଳେ ପଡିଛି…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ମାର୍ଚ୍ଚ ୨୮ରୁ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଥିବା ବେଳେ ଗତ ୨୪ ଘଣ୍ଟା…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ ମାଓବାଦୀ କମାଣ୍ଡରଙ୍କୁ ଗିରଫ କରି ଏକ ବଡ଼ ସଫଳତା ହାସଲ କରିଥିଲେ। ଗିରଫ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଥିଲେ ସୁଦ୍ଧା ଆନ୍ତର୍ଜାତୀୟ ବଜାରର ପ୍ରଭାବ ଯୋଗୁ ଉଭୟ ଧାତୁର ମୂଲ୍ୟ ଅନେକ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ ହୁତୁହୁତୁ ହୋଇ ଜଳି ଯାଇଥିବା ବେଳେ ଘରର ବିଦ୍ୟୁତ ଉପକରଣ ପୋଡ଼ିଯାଇଛି। ଘଟଗଁା…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ ୧୫ରେ ନିର୍ବାଚନ କରାଯାଇଥିଲା। ଏଥିରେ କିମ୍‌ଙ୍କ ଓ୍ବାର୍କର ପାର୍ଟି ଅଫ୍‌ କୋରିଆ ଏବଂ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର ୩୦ରୁ ନଭେମ୍ବର ୪ ପର୍ଯ୍ୟନ୍ତ ୬ଦିନ ଆକ୍‌ଶନରେ ଭରପୁର କ୍ରୀଡ଼ା କାର୍ଯ୍ୟକ୍ରମ ହେବ।…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’ ପାଇଁ ମନୋନୀତ ହୋଇଛନ୍ତି। ୨୦୨୫-୨୬ ବର୍ଷ ପାଇଁ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର କିଙ୍ଗସ (CSK)କୁ ଏକ ବଡ଼ ଝଟକା ଲାଗିଛି। ଟୁର୍ନାମେଣ୍ଟ ଆରମ୍ଭ ହେବାର ମାତ୍ର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା ମାଥିଲି ବ୍ଲକର ବିଭିନ୍ନ ମଣ୍ଡିରେ ପଡିଥିବା ଚାଷୀଙ୍କ ଧାନ ଭିଜିଯାଇଥିବା ଅଭିଯୋଗ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri