ମୁସଲମାନଙ୍କୁ ଦୁର୍ବ୍ୟବହାର କରିବା ଭାଜପା ପାଇଁ ନୂଆ କଥା ନୁହେଁ: ଓଓ୍ବାଇସି
ନୂଆଦିଲ୍ଲୀ,୨୨।୯: ଲୋକ ସଭାରେ ବିଏସପି ଏମ୍ପି କୁନଓ୍ବାର ଡାନିଶ ଅଲିଙ୍କୁ ଭାଜପା ଏମ୍ପି ରମେଶ ବିଧୁରୀ ଦୁର୍ବ୍ୟବହାର କରିବା ପ୍ରସଙ୍ଗରେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଭାଜପାକୁ ଟାର୍ଗେଟ୍ କରିଛନ୍ତି। ଓୱାଇସି କହିଛନ୍ତି ଯେ, ମୁସଲମାନଙ୍କୁ ଦୁର୍ବ୍ୟବହାର କରିବା ଭାଜପା ପାଇଁ…
ମଣିପୁରରେ ଅସ୍ତ୍ରଶସ୍ତ୍ର ପୁନରୁଦ୍ଧାର ସମ୍ପର୍କରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲେ ସରକାର
ଇମ୍ଫାଲ,୨୨।୯: ମଣିପୁର ସରକାର ରାଜ୍ୟରେ ଅସ୍ତ୍ରଶସ୍ତ୍ର ପୁନରୁଦ୍ଧାର ସ୍ଥିତି ସମ୍ପର୍କରେ ସୁପ୍ରିମକୋର୍ଟରେ ଏକ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛନ୍ତି। ଏହି ରିପୋର୍ଟରେ ସମସ୍ତ ଅଞ୍ଚଳରୁ ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ବିଷୟରେ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ସେପ୍ଟେମ୍ବର ୬ରେ ସୁପ୍ରିମକୋର୍ଟ ମଣିପୁର ସରକାର…
କ୍ଷମା ମାଗିଲେ ରାଜନାଥ ସିଂ
ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲୋକ ସଭାରେ ଭାଜପା ଏମ୍ପି ରମେଶ ବିଧୁରୀଙ୍କ ଅଶ୍ଲୀଳ ଭାଷା ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ଚନ୍ଦ୍ରୟାନ-୩ ମିଶନ ଉପରେ ଆଲୋଚନା ବେଳେ ରମେଶ ବିଧୁରୀ ବିଏସପି ଏମ୍ପି କୁନୱାର ଡାନିଶ ଅଲିଙ୍କ…
ବିମାନରେ ଅଭିନେତ୍ରୀଙ୍କ ଚଷମା ଚୋରି
ବିମାନରେ ଅଭିନେତ୍ରୀ ଗୌହର ଖାନଙ୍କ ଚଷମା ଚୋରି ହୋଇଯାଇଛି। ଏହି ପ୍ରସଙ୍ଗରେ ଦୃଷ୍ଟି ଦେବାକୁ ସେ ଏକ୍ସ ଜରିଆରେ ଏୟାରଲାଇନ୍ସକୁ ମଧ୍ୟ ଅନୁରୋଧ କରିଛନ୍ତି। ଗୌହର ଦୁବାଇରୁ ମୁମ୍ବାଇ ଫେରୁଥିବାବେଳେ ଏହି ଘଟଣା ଘଟିଛି। ସେ ଏକ୍ସରେ ଏୟାରଲାଇନ୍ସକୁ ଟ୍ୟାଗ କରି…
ମା’ ଆଖି ସାମ୍ନାରେ ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ
ପଟାଙ୍ଗି,୨୨ା୯(ଶରତ ଧଳ): ମା’ ସହ ଚାଷଜମିକୁ ଯାଉଥିବା ସମୟରେ ଗୋଡ଼ ଖସି ଏକ ଗାତରେ ପଡ଼ି ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅକୁ ହରାଇ ପରିବାରବର୍ଗ ଭାଙ୍ଗି ପଡିଥିବା ଦୃଶ୍ୟ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଏହିପରି ଅଭାବନୀୟ ଘଟଣା…
ଉଦୟପୁରରେ ପରିଣିତି-ରାଘବଙ୍କର ହେବ ଗ୍ରାଣ୍ଡ ଓ୍ବେଲକମ, ସ୍ବାଗତ ପାଇଁ ଲାଗିଲା ବଡ ପୋଷ୍ଟର
ମୁମ୍ବାଇ: ବଲିଉଡ ବିୟୁଟି ପରିଣିତି ଚୋପ୍ରା ଏବଂ ଏଏପି ନେତା ରାଘବ ଚଢାଙ୍କ ବିବାହକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ କିଛି ଦିନ ମଧ୍ୟରେ ଏହି ଦମ୍ପତି ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପାରିଣିତି…
ଉଦୟନିଧିଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ
ନୂଆଦିଲ୍ଲୀ,୨୨।୯: ‘ସନାତନ ଧର୍ମ’ ଉପରେ ଦେଇଥିବା ମନ୍ତବ୍ୟ ମାମଲାରେ ସୁପ୍ରିମକୋର୍ଟ ତାମିଲନାଡୁ ସରକାରୀରେ ମନ୍ତ୍ରୀ ତଥା ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ନୋଟିସ ଜାରି କରିଛନ୍ତି। ଆବେଦନରେ ସନାତନ ଧର୍ମର ସମାପ୍ତି ସମ୍ପର୍କରେ ଦେଇଥିବା ବିବୃତ୍ତି ପାଇଁ ଉଦୟାନିଧି ଷ୍ଟାଲିନଙ୍କ ବିରୋଧରେ…
ସଞ୍ଜୟ ଦତ୍ତଙ୍କ ସହ ନଜର ଆସିବେ ଟାଇଗର
ମୁମ୍ବାଇ: ‘ହେରା ଫେରି’, ‘ଆୱାରା ପାଗଲ ଦିୱାନା’, ‘ଓ୍ବେଲକମ ଫ୍ରାଞ୍ଚାଇଜ’ ଭଳି ହିଟ ଫିଲ୍ମ ନିର୍ମାଣ କରିଥିବା ଫିରୋଜ ଏ ନାଡିଆଡୱାଲା ପୁଣି ଥରେ ଦର୍ଶକଙ୍କ ମନୋରଞ୍ଜନ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି। ନିକଟରେ ନିର୍ମାତା ଏକ ଧମାକାଦାର ଘୋଷଣା କରିଛନ୍ତି।…
‘ଧ୍ୟାନ ହଟାଉଛନ୍ତି ମୋଦି ସରକାର, ବିଲ ଲାଗୁ କରିବାର ଅଛି ତ ଏବେ କରନ୍ତୁ’, ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୨।୯: ମହିଳା ସଂରକ୍ଷଣ ବିଲ ସମ୍ପର୍କରେ କଂଗ୍ରେସ ଏମପି ରାହୁଲ ଗାନ୍ଧୀ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ଖୁବ ବର୍ଷିବା ସହ କହିଛନ୍ତି ସରକାର ଧ୍ୟାନ ଆକର୍ଷଣ କରିବାକୁ ଚେଷ୍ଟା କରୁଛନ୍ତି। ଯଦି ସରକାରଙ୍କୁ ଏହି ବିଲ କାର୍ଯ୍ୟକାରୀ କରିବାକୁ ପଡିବ…
ମହିଳାଙ୍କ ଛାତିରେ ଅଟୋଗ୍ରାଫ ଦେଲେ ଟ୍ରମ୍ଫ, ଭିଡିଓ ଭାଇରାଲ ପରେ ଉଠିଲା ବିବାଦ
ଓ୍ବାଶିଂଟନ,୨୨।୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଏବେ କିଛି ନା କିଛି କାରଣକୁ ନେଇ ରହୁଛନ୍ତି ଚର୍ଚ୍ଚାରେ। ଏଥର ବି ସେ ଏମିତି କିଛି କରିଛନ୍ତି ଯାହା ବିବାଦ ସୃଷ୍ଟି କରିଛି। ସୂଚନା ଅନୁସାରେ ଟ୍ରମ୍ପ ଆମେରିକାର ଲୋଭାରେ ନିଜର ନିର୍ବାଚନ ପ୍ରଚାର…
ନିର୍ଦ୍ଦେଶ ସତ୍ତ୍ୱେ ସକ୍ରିୟ ଥିଲା ଇଣ୍ଟରନେଟ୍ ସେବା, କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ସରକାର
ଇମ୍ଫାଲ,୨୨।୯: ମଣିପୁର ସରକାର ଏକ ଘରୋଇ ଟେଲିକମ କମ୍ପାନୀକୁ କାରଣ ଦର୍ଶାଅ ନୋଟିସ ପଠାଇଛନ୍ତି। ଏଜେନ୍ସି ଅନୁଯାୟୀ, ଇଣ୍ଟରନେଟ୍ ସେବା ଉପରେ ପ୍ରତିବନ୍ଧକ ଥିବା ସତ୍ତ୍ୱେ ସେପ୍ଟେମ୍ବର ୨୦ରେ ଚୁରଚାନ୍ଦପୁର ଏବଂ ବିଷ୍ଣୁପୁର ଜିଲାର କେତେକ ଅଞ୍ଚଳରେ ଇଣ୍ଟରନେଟ୍ ଡାଟା ସେବା…
ଭାଜପାର ପରିବର୍ତ୍ତନ ଯାତ୍ରାରେ ସାମିଲ ହେଲେ ନାହିଁ ବସୁନ୍ଧରା, ମୋଦିଙ୍କ ରାଲିରେ ସାମିଲ ହେବାକୁ ନେଇ ସସପେନ୍ସ
ଜ୍ରପୁର,୨୨।୯: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଦଳର ପରିବର୍ତ୍ତନ ଯାତ୍ରାରେ ଅନୁପସ୍ଥିତ ଥିଲେ। ଏଭଳି ପରିସ୍ଥିତିରେ ଦଳର କର୍ମୀ ତଥା ଅନ୍ୟମାନଙ୍କ ମନରେ ଏକ ପ୍ରଶ୍ନ ଉଙ୍କି ମାରୁଛି ଯେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଗାମୀ…
Archives


