Home Left

ସ୍କୁଲ ନଳକୂଅରୁ ବାହାରୁଛି ଗୋଳିଆ ପାଣି

ନନ୍ଦାହାଣ୍ଡି,୧୭।୮(ପ୍ରତୀପ କୁମାର ଦାଶ)ବିଦ୍ୟାଳୟରେ ପାଠପଢ଼ା ସହ ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସରକାରୀ ଯୋଜନା ହିସାବରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ସମସ୍ତ ବିଦ୍ୟାଳୟ ମଧ୍ୟରେ ପିଇବା ପାଣି ପାଇଁ ମଧ୍ୟ ସୁବିଧା କରାଯାଇଛି। କିନ୍ତୁ ନବରଙ୍ଗପୁର…

‘ଇଣ୍ଡିଆଜ୍‌ ଗେମ୍‌’ ପ୍ରାମାଣିକ ଚଳଚ୍ଚିତ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୧୭।୮(ତପନ ସ୍ବାଇଁ)ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାମାଣିକ ଚଳଚ୍ଚିତ୍ର ‘ଇଣ୍ଡିଆଜ୍‌ ଗେମ୍‌-ଏ ଷ୍ଟୋରି ଅଫ୍‌ ଏ ଟିମ୍‌ ଦ୍ୟାଟ୍‌ ୟୁନାଇଟେଡ ଦି ନେଶନ’କୁ ଉଦ୍‌ଘାଟନ କରିଛନ୍ତି। ୧୯୨୮ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ସ୍ବର୍ଣ୍ଣ ପଦକ…

୧୫ବର୍ଷ ଧରି କଣ୍ଠିଆ ସେତୁ ନିର୍ମାଣ ସରୁନି

କେନ୍ଦ୍ରାପଡ଼ା, ୧୭ା୮(ଜଗନ୍ନାଥ ଧଳ)ଚଳିତ ବ୍ରାହ୍ମଣୀ ନଦୀ ବନ୍ୟାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁା ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଠାରେ ଥିବା କଣ୍ଠିଆ ସେତୁ ନିର୍ମାଣ ଦୀର୍ଘ ୧୫ ବର୍ଷ ତଳେ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଶେଷ ହୋଇନି।…

ଶଯ୍ୟାଶାୟୀ ବୃଦ୍ଧାଙ୍କ ତଣ୍ଟିକାଟି ହତ୍ୟା

ଭୁବନେଶ୍ୱର,୧୭।୮(ସତ୍ୟଜିତ୍‌ ରାଉତ)ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରି ବାରି ବସ୍ତିରେ ମଙ୍ଗଳବାର ସ୍ବାଧୀନତା ଦିବସରେ ଏକ ହତ୍ୟାକାଣ୍ଡ ଘଟିଛି। ଶଯ୍ୟାଶାୟୀ ଥିବା ଜଣେ ବୃଦ୍ଧାଙ୍କୁ ଗଳାକାଟି ଅତି ନିର୍ମମ ଭାବେ କେହି ହତ୍ୟା କରିଛନ୍ତି। ମୃତା ବୃଦ୍ଧା ହେଲେ ଏଠାରେ ରହୁଥିବା ଗଞ୍ଜାମ…

ଯାଜପୁରରେ ସେନ୍‌କୋ ଆଉଟ୍‌ଲେଟ୍‌

ଭୁବନେଶ୍ୱର ୧୭।୮: ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସର ଯାଜପୁର ଶୋ’ରୁମ୍‌କୁ ନିକଟରେ ନବୀକରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯାଜପୁରର କେନ୍ଦ୍ର ସ୍ଥଳ ଦଳା ଛକରେ ଥିବା ଏହି ଅତ୍ୟାଧୁନିକ ଶୋ’ରୁମ୍‌କୁ ପୁନଃ ଉଦ୍‌ଘାଟନ କରାଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତ୍ରୀ ତମନ୍ନା…

ରାଷ୍ଟ୍ର ଗଠନରେ ଯୁବବର୍ଗଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୭।୮: ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ବିଶେଷକରି କମ୍ପାନୀର ଲୋକପ୍ରିୟ ବ୍ରାଣ୍ଡ୍‌ ରୂପ ମନ୍ତ୍ରା ପରିବାର ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ କମ୍ପାନୀର ଚଣ୍ଡିଗଡସ୍ଥିତ ମୁଖ୍ୟାଳୟ ପରିସରରେ ପାଳନ କରାଯାଇଥିଲା। ଏପରିକି ରୂପ…

ଫେବୃୟାରୀ ୧୪ରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୧୭।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର ଏକାଡେମିକ କ୍ୟାଲେଣ୍ଡର ପ୍ରକାଶ ପାଇଛି। ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ଦ୍ୱିତୀୟ ବର୍ଷ ବା ଦ୍ବାଦଶ ଶ୍ରେଣୀ ବାର୍ଷିକ ଥିଓରୀ ପରୀକ୍ଷା ଆସନ୍ତା ଫେବୃୟାରୀ…

ବିଓଆଇର ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୭।୮: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଆୟୋଜିତ ଏକ ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଓଆଇର ମୁମ୍ବାଇସ୍ଥିତ ମୁଖ୍ୟ କାର୍ଯ୍ୟାଳୟର ମୁଖ୍ୟ ମହାପ୍ରବନ୍ଧକ ସୁଧୀରଞ୍ଜନ ପାଢ଼ୀ ସମ୍ମାନିତ ଅତିଥି ଭାବେ ଯୋଗଦେବା…

ଆଈଙ୍କୁ କଟୁରିରେ ହାଣି ହତ୍ୟା କଲେ ନାତି

ବାଲିକୁଦା,୧୭ା୮(ତାପସ ସ୍ବାଇଁ)ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ନାଗପୁର ପଞ୍ଚାୟତ ଗଦେଇଗିରି ଗଁାରେ ବୁଧବାର ସକାଳେ ଆଈଙ୍କୁ କଟୁରିରେ ହାଣି ନାତି ହତ୍ୟା କରିଛି। ହତ୍ୟା କରିବା ପରେ ଗଁାର ୨ ଜଣ ମହିଳା ଓ ଜଣେ ୬ ବର୍ଷର ଶିଶୁକୁ ମଧ୍ୟ…

ମହିଳାଙ୍କୁ ଟାଣିନେଲା କୁମ୍ଭୀର: ମୃତଦେହ ଜବତ

ବରୀ,୧୭ା୮(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲା ବରୀ ବ୍ଲକ୍‌ ଅମଠପୁର ପଞ୍ଚାୟତ ପାଲଟପୁର ଗ୍ରାମରେ ବୁଧବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଜ୍ୟୋତ୍ସ୍ନା ଜେନା(୩୬) ବିରୂପା ନଦୀକୁ ଶୌଚ ପାଇଁ ଯାଇଥିବାବେଳେ ତାଙ୍କୁ କୁମ୍ଭୀର ଟାଣିନେଇ ମାରିଦେଇଛି। ପରେ ତାଙ୍କ ମୃତଦେହ…

ସେକେଣ୍ଡ ଓପିନିଅନ କ୍ଲିନିକ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୧୭।୮: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲ କଟକ ଏବଂ ଷ୍ଟାର ଡାଏଗ୍ନୋଷ୍ଟିକ କ୍ଲିନିକ ସହଭାଗିତାରେ ‘ସେକେଣ୍ଡ ଓପିନିଅନ କ୍ଲିନିକ’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ରାଜ୍ୟ (ସମ୍ବଲପୁର)ରେ ପ୍ରଥମ ଥର ପାଇଁ ଏଭଳି ଏକ କ୍ଲିନିକ୍‌ର…

ଏମ୍‌ଏସ୍‌ଏମ୍‌ଇ ପିସିର ଓଡ଼ିଶା କାର୍ଯ୍ୟାଳୟ

ଭୁବନେଶ୍ୱର,୧୭।୮: ଏମ୍‌ଏସ୍‌ଏମ୍‌ଇ ପ୍ରୋମୋସନ କାଉନସିଲ ଇଣ୍ଡିଆ (ଏମ୍‌ଏସ୍‌ଏମ୍‌ଇପିସିଆଇ)ର ଓଡ଼ିଶା ଶାଖା କାର୍ଯ୍ୟାଳୟ ଭୁବନେଶ୍ୱରର ଖାରବେଳନଗରସ୍ଥିତ ୟୁନିଟ୍‌-୩ ମଲ୍ଲିକ କମ୍ପ୍ଲେକ୍ସଠାରେ ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏସ୍‌ଏସ୍‌ଏମ୍‌ଇପିସିଆଇର ଜାତୀୟ ସମ୍ପାଦକ (ସେଣ୍ଟ୍ରାଲ ନୂଆଦିଲ୍ଲୀ) ଦୁଷ୍ୟନ୍ତ ଯାଦବ ସମ୍ମାନିତ ଅତିଥି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri