ସୁର୍ଯ୍ୟକୁମାରଙ୍କ ଉପରେ ଅଛି ଟିମ ଇଣ୍ଡିଆର ପୂରା ଭରସା, ପ୍ରଥମ ୨ଟି ଦିନିକିଆରେ ମିଳିବ ସୁଯୋଗ
ନୂଆଦିଲ୍ଲୀ,୨୧।୯: ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଶୁକ୍ରବାର ଖେଳାଯିବ। ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଏହି ସିରିଜର ପ୍ରଥମ ମ୍ୟାଚରେ ରହିବେ ନାହିଁ। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଉଇକେଟ୍ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଭାରତୀୟ ଦଳର ନେତୃତ୍ୱ…
ମନୁଷ୍ୟ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ଏପରି କହିଛନ୍ତି ଚାଣକ୍ୟ
ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା ମଣିଷ ଜୀବନରେ ସଫଳତା ପାଇଥାଏ। ଏହି କ୍ରମରେ ଚାଣକ୍ୟ ଶତ୍ରୁଙ୍କୁ ମିତ୍ର କରିବାର ଦୁଇଟି…
କୁଲି ସାଜିଲେ ରାହୁଲ
ନୂଆଦିଲ୍ଲୀ,୨୧।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦିଲ୍ଲୀର ଆନନ୍ଦ ବିହାର ରେଳ ଷ୍ଟେଶନରେ ପହଞ୍ଚି ସେଠାରେ କୁଲିମାନଙ୍କୁ ଭେଟିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ମଧ୍ୟ କୁଲି ପୋଷାକ ପିନ୍ଧିଥିବାର ନଜର ଆସିଛନ୍ତି। ନାଲି ସାର୍ଟ, ମୁଣ୍ଡରେ ଠେକା ଓ…
ଚାଷୀଙ୍କୁ ମିଳିନି ଫସଲ ବୀମା ରାଶି, ଘେରିଲେ ସମବାୟ ସମିତି କାର୍ଯ୍ୟାଳୟ
ସିଂହପୁର,୨୧ା୯(ଅନଙ୍ଗ ଉଦୟ ବେଉରା): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି କୃଷିସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଶହଶହ ଚାଷୀ ଦୀର୍ଘ ୩ ଘଣ୍ଟା କାଳ ଘେରି ରହିଥିଲେ। ସୂଚନାଯୋଗ୍ୟ, ୨୦୨୩ ଖରିଫ ଋତୁ ଫସଲ କ୍ଷତି ବାବଦ…
ଉଡାଣ ସମୟରେ ଜରୁରୀକାଳୀନ ଫାଟକ ଖୋଲିବାକୁ ଚେଷ୍ଟା କରୁଥିଲେ ବ୍ୟକ୍ତି, ବିମାନବନ୍ଦରରେ କରାଗଲା ଗିରଫ
ଅଗରତାଲା,୨୧।୯: ଇଣ୍ଡିଗୋ ବିମାନର ଜଣେ ଯାତ୍ରୀଙ୍କୁ ଗୁରୁବାର ଅଗରତାଲା ବିମାନବନ୍ଦରରେ ଉଡାଣ ସମୟରେ ବିମାନ ଜରୁରୀକାଳୀନ ଫାଟକ ଖୋଲିବାକୁ ଚେଷ୍ଟା କରିବା ସହ କ୍ରୁ ସଦସ୍ୟଙ୍କ ସହ ଅସଦାଚରଣ ଅଭିଯୋଗରେ ଗିରଫ କରାଯାଇଛି। ତ୍ରିପୁରା ପୋଲିସର ମୁଖପାତ୍ର ଜ୍ୟୋତିସ୍ମାନ ଦାସ ଚୌଧୁରୀ…
୧୨ ବର୍ଷ ପରେ ଫେରୁଛି ଏହି ଶୋ’, ସଲମାନଙ୍କୁ ଦେବ ଟକ୍କର
ମୁମ୍ବାଇ: ସଲମାନ ଖାନ୍ଙ୍କ ଶୋ’ ବିଗ ବସ୍ ସିଜନ-୧୭କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଅଙ୍କିତା ଲୋଖଣ୍ଡେ ଏବଂ ୟୁଟ୍ୟୁବର୍ ଅରମାନ ମଲିକଙ୍କ ନାମ ଏହି ଶୋ’ରେ ଫାଇନାଲ ପ୍ରତିଯୋଗୀ ଭାବରେ ନାମ ପ୍ରାୟ ଚୂଡ଼ାନ୍ତ ବୋଲି କୁହାଯାଉଛି। ବର୍ତ୍ତମାନ…
ବକେୟା ଦରମା ପ୍ରଦାନ ଦାବିରେ ଓଏଭି କର୍ମଚାରୀଙ୍କ ଧାରଣା
କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୯ଟି ବ୍ଲକରେ ଥିବା ୯ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀମାନେ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେବ ସେମାନଙ୍କର ବକେୟା ଦରମା ଦେଉ ନ ଥିବା ଓ ଅଭିଯୋଗ କଲେ ମଧ୍ୟ…
ଗୋଟିଏ ବର୍ଷରେ ୧୦୦୦ କୋଟିରୁ ଅଧିକ ଆୟ କରିଥିବା ଦ୍ୱିତୀୟ ଅଭିନେତା ହେଲେ ଶାହାରୁଖ
ମୁମ୍ବାଇ: ଶାହାରୁଖ ଖାଁଙ୍କ ଫିଲ୍ମ ଯବାନ ପ୍ରତିଦିନ ବକ୍ସ ଅଫିସରେ ନୂଆ ରେକର୍ଡ କରି ଚାଲିଛି। ଏହି ମୁଭିଟି ବର୍ତ୍ତମାନ ଓ୍ବାର୍ଲଡ ଓ୍ବାଇଡ ୧୦୦୦ କୋଟି ଟଙ୍କା କ୍ଲବରେ ଯୋଗଦେବା ପାଇଁ ଅତି ନିକଟତର ହୋଇଛି। ଏହି ଫିଲ୍ମ ଘରୋଇ ବକ୍ସ…
ନ୍ୟାୟ ପାଇଁ ଆନ୍ଦୋଳନ
କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାରଠାରୁ ସଦର ଥାନା ଅନ୍ତର୍ଗତ ଗୋହାଲଡିହି ରେଲେଓ ସାଇଡିଂରେ ଗୋହାଲଡିହି ରେଲଓ୍ବେ ସାଇଡିଂ କଲ୍ୟାଣ ପରିଷଦ ପକ୍ଷରୁ କ୍ଷତିଗ୍ରସ୍ତ ପ୍ରଜାଙ୍କ ଗଣଧାରଣା ଆରମ୍ଭ ହୋଇଛି। ଗୋହାଲଡିହିର ଗାଁ ମୁଣ୍ଡ ଓ ରେଲଓ୍ବେ ସାଇଡିଂ ମୁଖ୍ୟ ରାସ୍ତା ଉପରେ…
ବେକାରୀ, ମୁଦ୍ରାସ୍ଫୀତିକୁ ନେଇ କେନ୍ଦ୍ର ଉପରେ ବର୍ଷିଲେ ପ୍ରିୟଙ୍କା
ରାୟପୁର,୨୧।୯: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଛତିଶଗଡର ଭିଲାଇ ଗସ୍ତ କରିଛନ୍ତି। ଏଠାରେ ସେ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲଙ୍କ ସହ ମହିଳା ସମୃଦ୍ଧି ସମ୍ମିଳନୀରେ ୩୦୯.୫୬ କୋଟି ଟଙ୍କା ମୂଲ୍ୟର ବିକାଶ କାର୍ଯ୍ୟର ଉଦ୍ଘାଟନ ଏବଂ ଭୂମି ପୂଜନ କରିଛନ୍ତି। ଏହି…
ଭାରତରେ ଆବଶ୍ୟକତାଠାରୁ ଅଧିକ କାନାଡା କୂଟନୀତିଜ୍ଞ ଅଛନ୍ତି: ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୧।୯: ଖାଲିସ୍ତାନୀ ନେତାଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ କୂଟନୀତିଜ୍ଞଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ଗୁରୁବାର ସରକାର ଏହାର ଜବାବ ଦେଇଛନ୍ତି। ଭାରତରେ କାନାଡାର କୂଟନୀତିଜ୍ଞଙ୍କୁ ମିଳିଥିବା ଧମକପୂର୍ଣ୍ଣ ରିପୋର୍ଟ ଉପରେ ବୈଦେଶିକ…
ରାଜନୀତି କରୁଛି କାନାଡା, ସେଠାରେ ଭାରତୀୟ କୁଟନିତୀଜ୍ଞମାନେ ସୁରକ୍ଷିତ ନୁହନ୍ତି: ଏମ୍ଇଏ
ନୂଆଦିଲ୍ଲୀ, ୨୧। ୯: ଭାରତ ଏବଂ କାନାଡା ମଧ୍ଯରେ ତିକ୍ତତା ଦିନକୁ ଦିନ ବଢୁଥିବା ବେଳେ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ବୟାନ ଜାରି କରାଯାଇଛି। କାନାଡା ପୁରା ଘଟଣାକୁ ନେଇ ରାଜନୀତି କରୁଛି। ସେଠାରେ ଭାରତୀୟ କୁଟନିତୀଜ୍ଞମାନେ ସୁରକ୍ଷିତ ନୁହନ୍ତି।…
Archives


