କେରଳ-ବେଙ୍ଗାଲୁରୁ ଉଦ୍ଘାଟନୀ ମୁକାବିଲା
କୋଚି, ୨୧।୯: ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ର ୧୦ମ ସଂସ୍କରଣ ଗୁରୁବାରଠାରୁ ଏଠାରେ ଆରମ୍ଭ ହେବ। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ କେରଳ ବ୍ଲାଷ୍ଟର୍ସ ଓ ବେଙ୍ଗାଲୁରୁ ଏଫ୍ସି ଉଦ୍ଘାଟନୀ ମ୍ୟାଚରେ ପରସ୍ପରକୁ ଭେଟିବେ। ୨୦୨୩-୨୪ ସିଜନ ପାଇଁ ବେଙ୍ଗାଲୁରୁ ଏଫ୍ସି…
ସୋନିର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୨୧।୯: ସୋନି ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ର ନୂତନ ଉତ୍ପାଦ ‘ସୋନି ଜେଡ୍ଭି-୧-୨ କ୍ୟାମେରା’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ବ୍ରାଣ୍ଡର ଭ୍ଲଗ୍ କ୍ୟାମେରା ସିରିଜ୍ରେ ଜେଡ୍ଭି-୧ର ସମ୍ପୂର୍ଣ୍ଣ ନୂଆ ତଥା ୨ୟ ପିଢ଼ିର ସୋନି ଜେଡ୍ଭି-୧-୨ କ୍ୟାମେରାକୁ କମ୍ପାନୀ ବୁଧବାର…
ଜିଲାରେ ଚକ୍ରାକାର ଧଳାମାଛି ଆତଙ୍କ
କେନ୍ଦ୍ରାପଡ଼ା, ୨୧ା୯(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଧଳା ମାଛି ଓ ଗଛରେ ଧଳା ଫିମ୍ପି ଚାଷୀଙ୍କ ପାଇଁ ଆଶଙ୍କାର କାରଣ ସାଜିଛି। ପ୍ରଥମେ ନଡ଼ିଆ ଗଛ ପତ୍ରରେ ଧଳା ଫିମ୍ପି ଦେଖାଦେଉଥିଲା। ଏବେ କଦଳୀ ଗଛଠାରୁ ଆରମ୍ଭକରି ପନିପରିବା ଗଛରେ ଏହି ରୋଗ…
କୃଷିଋଣ ପୋର୍ଟାଲ ଲୋକାର୍ପିତ
ଭୁବନେଶ୍ୱର,୨୧।୯: କୃଷକଙ୍କ ବିକାଶ ସମେତ କୃଷିକ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ପାଇଁ ନିକଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ମିଳିତ ଭାବେ କୃଷି ଋଣ ପୋର୍ଟାଲକୁ ଲୋକାର୍ପିତ କରିଛନ୍ତି। ଏହି ପରିପ୍ରେକ୍ଷୀରେ…
ଓଡ଼ିଶା ବଜାରରେ ଅନର୯୦ ୫ଜି
ଭୁବନେଶ୍ୱର,୨୧।୯: ଏଚ୍ଟେକ୍ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅନର ୯୦ ୫ଜିର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର କମ୍ପାନୀର ବରିଷ୍ଠ ଅଧିକାରୀ ଓ ପାର୍ଟନରଙ୍କ ଉପସ୍ଥିତିରେ ଅନର ୯୦ ୫ଜି ଆନୁଷ୍ଠାନିକ ଭାବେ ଓଡ଼ିଶା…
ବିଲୁପ୍ତର ଦ୍ୱାରଦେଶରେ ଭାଗବତ ମୁଣ୍ଡିଆ
ଖଣ୍ଡପଡ଼ା,୨୧ା୯(ଅଜୟ କୁମାର ମହାରଣା): ବିଲୁପ୍ତର ଦ୍ୱାରଦେଶରେ ପହଞ୍ଚିଥିବା ଭାଗବତ ମୁଣ୍ଡିଆର ସୁରକ୍ଷା ଦିଗରେ ପ୍ରଶାସନ ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ପରିବେଶବିତ୍ ତଥା ଗଛସାର ଭାବେ ପରିଚିତ ଅନ୍ତର୍ଯ୍ୟାମୀ ସାହୁ ନୟାଗଡ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। …
ଜନପଥରେ ମିଆ ବାୟ ତନିସ୍କର ଏକ୍ସକ୍ଳୁସିଭ ଷ୍ଟୋର
ଭୁବନେଶ୍ୱର,୨୧।୯ (ଅୟଭ ଦାଶ): ଦେଶର ପ୍ରମୁଖ ଫ୍ୟାଶନେବଲ୍ ଗହଣା ବ୍ରାଣ୍ଡ୍ ‘ମିଆ ବାୟ ତନିସ୍କ’ର ଏକ୍ସକ୍ଳୁସିଭ ଷ୍ଟୋର ୟୁନିଟ୍-୩ ଜନପଥ ରୋଡ୍ସ୍ଥିତ ନନ୍ଦିଘୋଷ ହାଇଟ୍ସଠାରେ ଉଦ୍ଘାଟିତ ହୋଇଯାଇଛି। ଏପରିକି ଉକ୍ତ ଷ୍ଟୋରର ନାଁ ‘ମିଆ ବାୟ ତନିସ୍କ ବୁଟିକ୍’ ରହିଛି। ଏହି…
ୟୁସିସିସିର ନୂତନ କର୍ମକର୍ତ୍ତା ଚୟନକୁ ନେଇ ବିବାଦ
ଭୁବନେଶ୍ୱର,୨୧।୯(ଶର୍ମିଷ୍ଠା ପାଣିଗ୍ରାହୀ)ଉତ୍କଳ ସିନେ ଚାମ୍ବର୍ସ ଅଫ୍ କମର୍ସ(ୟୁସିସିସି)କୁ ନେଇ ପ୍ରଯୋଜକଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଥମିବାରେ ନଁା ନେଉନି। ୟୁସିସି ନୂଆ କର୍ମକର୍ତ୍ତା ପାଇଥିବା ଗୋଟିଏ ଗୋଷ୍ଠୀ ବୁଧବାର ଖବରଦାତା ସମ୍ମିଳନୀ କରି ସ୍ପଷ୍ଟ କରିଥିବାବେଳେ ଅପରଗୋଷ୍ଠୀ ଏହାକୁ ବିରୋଧ…
‘ସାମାଜିକ ଗଣମାଧ୍ୟମରେ ମୋତେ ବଦନାମ କରାଯାଉଛି’
ମଙ୍ଗୁଳି-ଜଗତପୁର/ ଖୁଣ୍ଟୁଣୀ,୨୧।୯(ମାନସ ସାମଲ/ ସଚ୍ଚିଦାନନ୍ଦ ପଣ୍ଡା)ବିଜେବି କଲେଜ ଛାତ୍ରୀ ରୁଚିକାଙ୍କ ମୃତ୍ୟୁ ଘଟଣାରେ ସାମାଜିକ ଗଣମାଧ୍ୟମରେ ବଦନାମ କରାଯାଉଛି ବୋଲି ମା’ ବିଦ୍ୟୁତ୍ଲତା ମହାନ୍ତି ବୁଧବାର ଅଭିଯୋଗ କରିଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନ କଖଡି ଗ୍ରାମ ମଙ୍ଗଳା ସାହିସ୍ଥିତ ବାସଭବନରେ ସେ…
କୋରାପୁଟ: ପ୍ରବଳ ବର୍ଷାରେ ୧୪ ଘର ଭାଙ୍ଗିଲା
କୋରାପୁଟ/ନନ୍ଦପୁର/ ଦଶମନ୍ତପୁର/ ଜୟପୁର, ୨୧ା୯(ଅମିତାଭ ବେହେରା/ ଶଙ୍କର ପୂଜାରୀ/ ଅରବିନ୍ଦ ନାୟକ/ ପବନ ପାଣିଗ୍ରାହୀ) କୋରାପୁଟ ଜିଲାରେ ବୁଧବାର ୮୦୭.୪ ମି.ମି. ବର୍ଷା ହୋଇଥିବାବେଳେ ଜିଲାର କୋରାପୁଟ ବ୍ଲକରେ ସର୍ବାଧିକ ୧୬୮ ମି.ମି.ବର୍ଷା ହୋଇଥିବା ବେଳେ କୋଟପାଡ ବ୍ଲକରେ ସର୍ବନିମ୍ନ ୪…
ଗଣେଶ ପୂଜା ବାସି ଭୋଗ ଖାଇ ୫୮ ଜଣ ଅସୁସ୍ଥ
ବୌଦ୍ଧ/ପୁରୁଣାକଟକ,୨୧ା୯-(ଅଜିତ କୁମାର ବାରିକ/ ସୁକାନ୍ତ କୁମାର ପଟନାୟକ ) ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତିଲେଶ୍ୱର ପଞ୍ଚାୟତର ମୁଷାଡ ଗ୍ରାମରେ ଗଣେଶ ପୂଜା ବାସି ଭୋଗ ଖାଇ ବୁଧବାର ୫୮ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଅଧିକାଂଶ ମହିଳା…
ଆଲଝିମର୍ସ: ସତର୍କତା ଜରୁରୀ
ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲଝିମର୍ସ’ ଅନ୍ୟତମ। ଆଲୋଏ ଆଲଝିମର୍ସ ନାମକ ଜଣେ ଡାକ୍ତରଙ୍କ ନାମରେ ଏହି ରୋଗଟି ନାମିତ। କାରଣ ସେ ଥିଲେ ଏହି ରୋଗର ଆବିଷ୍କର୍ତ୍ତା। ହେଲେ ୧୯୦୭ ମସିହାରେ ଆବିଷ୍କୃତ ଏହି ରୋଗଟି…
Archives


