୨୫ ସୁଦ୍ଧା ଶିକ୍ଷକ ତାଲିକା ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୦।୯(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବା ଦ୍ୱାଦଶ ପରୀକ୍ଷା ଆସନ୍ତା ୨୦୨୪ ଫେବୃୟାରୀ ୧୪ରୁ ଆରମ୍ଭ ହେବ। ଏଥିପାଇଁ ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବାବେଳେ ପରୀକ୍ଷା ପରିଚାଳନା ପାଇଁ ଶିକ୍ଷକଙ୍କ…
ଖଲିସ୍ତାନୀ ନେତା ହତ୍ୟା ମାମଲା: ଭାରତକୁ ନିନ୍ଦା କରିବାକୁ ଅନେକ ଦେଶକୁ ଦାବି କରିଥିଲା କାନାଡା, ରିପୋର୍ଟରେ ଖୁଲାସା
ଓଟାଓ୍ବା,୨୦।୯: ଖଲିସ୍ତାନୀ ନେତାଙ୍କ ହତ୍ୟାକୁ ନେଇ କାନାଡା ଏବଂ ଭାରତ ମଧ୍ୟରେ ମତଭେଦ ବଢିବାରେ ଲାଗିଛି। ଏହି ସମୟରେ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ପ୍ରକାଶ ଯେ, ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତ ବିରୋଧରେ ଅଭିଯୋଗ କରିବାର କିଛି ସପ୍ତାହ…
ମୁଖ୍ୟମନ୍ତ୍ରୀ, ବାଚସ୍ପତି, ମନ୍ତ୍ରୀଙ୍କ ସୁରକ୍ଷା ବଢ଼ିବ
ଭୁବନେଶ୍ୱର,୨୦।୯(ଅନିଲ ଦାସ): ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପବାଚସ୍ପତି ଏବଂ ମନ୍ତ୍ରୀମାନଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାଲ୍ୟାର୍ପଣ ଆଦି କାର୍ଯ୍ୟକ୍ରମରେ ସୁରକ୍ଷା ଦେବା ପାଇଁ ଏକ ଉତ୍ସର୍ଗୀକୃତ(ଡେଡିକେଟେଡ୍) ଟିମ୍ ରହିବ। ଏହି ଟିମ୍ରେ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ…
୫୦୦ କୋଟି କ୍ଲବ୍ରେ ‘ଯବାନ’
ମୁମ୍ବାଇ: ଶାହାରୁଖ ଖାନଙ୍କ ଅଭିନୀତ ଚଳଚ୍ଚିତ୍ର ‘ଯବାନ’ ବକ୍ସ ଅଫିସରେ ରେକର୍ଡ କରୁଛି। ଫିଲ୍ମର କ୍ରେଜ୍ ଦର୍ଶକଙ୍କ ମଧ୍ୟରେ ରହିଛି। ରିଲିଜ୍ ହେବାର ଦୁଇ ସପ୍ତାହ ପରେ ମଧ୍ୟ ପ୍ରେକ୍ଷାଳୟରେ ଫିଲ୍ମ ଦେଖିବା ପାଇଁ ବହୁତ ଭିଡ଼ ଜମିରହିଛି। ଏହା ସହିତ…
କଟକରୁ ବାବାଙ୍କୁ ଧରିଲା କର୍ନାଟକ ପୋଲିସ
କଟକ ଅଫିସ୍,୨୦।୯(କାର୍ତ୍ତିକ ସାହୁ): କର୍ନାଟକର ଜଣେ ଶିଳ୍ପପତିଙ୍କୁ ଭାଜପା ବିଧାୟକ ଟିକେଟ ପ୍ରଦାନ କରିବା ନାଁରେ ଦେଢ଼ କୋଟି ଟଙ୍କା ଠକେଇ ଅଭିଯୋଗରେ କର୍ନାଟକ ପୋଲିସ ସୋମବାର ରାତିରେ କଟକରୁ ଜଣେ ଫେରାର ବାବାଙ୍କୁ ଗିରଫ କରିଛି। ଗିରଫ ବାବା ଅଭିନବ…
ଲଘୁଚାପ: ୩ ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୦।୯(ଅନିଲ ଦାସ): ଉତ୍ତର-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରୁ ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିଯୋଗୁ ଆସନ୍ତା ୩…
ହୋଟେଲ, ଜାତୀୟ ରାଜପଥରେ ବନ୍ଧୁକଧାରୀଙ୍କ ଆତଙ୍କ
ବଲାଙ୍ଗୀର, ୨୦।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର-ସୋନପୁର ଜାତୀୟ ରାଜପଥର ଗିରିଗୋବର୍ଦ୍ଧନ ନିକଟରେ ଥିବା ଏକ ହୋଟେଲ ଏବଂ ଜାତୀୟ ରାଜପଥରେ ଜଣେ ଯୁବକ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ବନ୍ଧୁକ ଧରି ଆତଙ୍କ ସୃଷ୍ଟି କରିଥିଲେ। ହୋଟେଲର କାଚ, ଆସବାବପତ୍ର…
ବିଶ୍ୱକପ୍ ଦଳରେ ଅଶ୍ୱିନଙ୍କ ଏଣ୍ଟ୍ରି ନିଶ୍ଚିତ
ନୂଆଦିଲ୍ଲୀ,୨୦।୯: ଆସନ୍ତା ମାସରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପ୍ ପାଇଁ ଟିମ ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ହେବ। ଅଷ୍ଟ୍ରେଲିଆ ସିରିଜ ପରେ ବର୍ତ୍ତମାନ ଆର୍ ଅଶ୍ୱିନଙ୍କୁ ମଧ୍ୟ ବିଶ୍ୱକପ୍ ଦଳରେ ସ୍ଥାନ ମିଳିବ। ଏହା ପୂର୍ବରୁ ଅଶ୍ୱିନ ଆହତ…
ଅଟୋ-ଟ୍ରକ୍ ଧକ୍କା: ପରିବାରର ୩ ମୃତ
ଭବାନୀପାଟଣା/ଜୁନାଗଡ଼,୨୦।୯(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲାରେ ବୁଧବାର ଗଣପର୍ବ ନୂଆଁଖାଇ ପାଳନ ହେବ। ଏହାପୂର୍ବରୁ ମଙ୍ଗଳବାର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଜିଲାର ଜୁନାଗଡ ଥାନା ଅଧୀନ ଚିକିଲି ଛକ ବୁଲାଣି ନିକଟରେ ଅଟୋ ଓ ଟ୍ରକ୍ ମଧ୍ୟରେ…
ଲୋକ ସଭାରେ ଆଗତ ହେଲା ନୂଆ ବିଲ୍: ସମସ୍ତ ଶ୍ରେୟ ନବୀନଙ୍କର:ବିଜେଡି
ଭୁବନେଶ୍ୱର,୨୦।୯(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ ଯୋଗୁ ଲୋକ ସଭାରେ ମହିଳା ସଂରକ୍ଷଣ ବିଲ୍ ଆଗତ ହୋଇଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ, ୨୦୧୯ ନିର୍ବାଚନରେ ବିଜେଡି ଲୋକ ସଭା…
ନୂଆ ଭବନକୁ ପ୍ରବେଶ କରିବା ସମୟରେ ମିଳିଥିବା ସମ୍ବିଧାନର କପିରୁ ସମାଜବାଦୀ-ଧର୍ମନିରପେକ୍ଷ ଶବ୍ଦ ଗାଏବ, କଂଗ୍ରେସର ଅଭିଯୋଗ
ନୂଆଦିଲ୍ଲୀ,୨୦।୯: ବୁଧବାର ସଂସଦର ସ୍ବତନ୍ତ୍ର ଅଧିବେଶନର ତୃତୀୟ ଦିନରେ ମହିଳା ସଂରକ୍ଷଣ ବିଲ୍ ଅର୍ଥାତ୍ ନାରୀଶକ୍ତି ବନ୍ଦନ ଅଧିନିୟମ ଉପରେ ଆଲୋଚନା ହେବ। ଏହି ସମୟରେ ଉତ୍ତେଜନା ଦେଖାଦେଇପାରେ ବୋଲି ଆଶା କରାଯାଉଛି। ଅନ୍ୟପଟେ ଲୋକ ସଭାରେ ବିରୋଧୀ ଦଳର ନେତା…
ଭାରତ-କାନାଡା ସମ୍ପର୍କକୁ ନେଇ ଚିନ୍ତିତ ବାଇଡେନ
ଓ୍ବାଶିଂଟନ୍,୨୦।୯: ଭାରତ ଏବଂ କାନାଡା ମଧ୍ୟରେ ଖଲିସ୍ତାନୀ ନେତାଙ୍କ ହତ୍ୟାକୁ ନେଇ ତିକ୍ତତା ବଢୁଛି। କାନାଡାର ଅଭିଯୋଗ ପରେ ଭାରତ ପଦକ୍ଷେପ ନେଇ କାନାଡା କୂଟନୀତିଜ୍ଞଙ୍କୁ ୫ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି। ଏହି ସମୟରେ ଆମେରିକା ରାଷ୍ଟ୍ରପତି…
Archives


