୫-ଟି ସ୍କୁଲର ବିକଳ ଚିତ୍ର
ସୋନପୁର,୧୪।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ଉଚ୍ଚ ବିଦ୍ୟାଳୟଗୁଡିକରେ ଶତାଧିକ ଶିକ୍ଷକ ଓ କର୍ମଚାରୀ ପଦ ଖାଲି ପଡିଛି । ସରକାର ନୂତନ ଶିକ୍ଷକ ଓ କର୍ମଚାରୀ ନିଯୁକ୍ତି ପ୍ରତି ଧ୍ୟାନ ଦେଉ ନ ଥିବାରୁ ସରକାରୀ ଉଚ୍ଚ ବିଦ୍ୟାଳୟଗୁଡିକରେ ଶିକ୍ଷା ବ୍ୟବସ୍ଥା…
ଶ୍ରାବଣରେ ବୈଶାଖ ତାତି, ଜମି ଫାଟି ଆଁ
ଗୋଲାମୁଣ୍ଡା,୧୪।୮(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ଏବେ ଶ୍ରାବଣ ମାସରେ ବୈଶାଖ ତାତି। ଏହାର ପ୍ରଭାବରେ ଜମି ଫାଟି ଥିବା ବେଳେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିବାରୁ ବ୍ଲକର ଚାଷୀ ଆଉ ଏକ ମରୁଡି ଚିନ୍ତାରେ ଅଛନ୍ତି। ଗୋଲାମୁଣ୍ଡା ବ୍ଲକ…
୬ ବର୍ଷ ହେଲା ଅନ୍ଧାରରେ ଦାନିକାପେଲ ଗାଁ
ଲାଞ୍ଜିଗଡ଼,୧୪।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବେଗାଁ ଗ୍ରାମପଞ୍ଚାୟତ ଉପାନ୍ତ ଦାନିକାପେଲ ଗ୍ରାମବାସୀ ଦୀର୍ଘ ୬ ବର୍ଷ ହେଲା ବିଦ୍ୟୁତ୍ ସେବାରୁ ବଞ୍ଚତ୍ତ। କିନ୍ତୁ ଉପଭକ୍ତାଙ୍କ ନାଁରେ ମୋଟା ଅଙ୍କର ବିଲ ଗଡୁଛି। ଗାଁକୁ ଯେବେ ବିଦ୍ୟୁତ୍…
ନୁହରେ ଚାଲୁ ହେଲା ଇଣ୍ଟରନେଟ ସେବା
ନୁହ,୧୪।୮: ହରିୟାଣାର ନୁହ ଜିଲାରେ ଦୁଇ ସପ୍ତାହ ପରେ ଇଣ୍ଟରନେଟ ସେବା ଯୋଗାଇ ଦିଆଯାଇଛି। ଜିଲାରେ ୩୧ ଜୁଲାଇରେ ଏକ ଧାର୍ମିକ ଶୋଭାଯାତ୍ରା ସମୟରେ ହିଂସା ହୋଇଥିଲା, ଏହାପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ବର୍ତ୍ତମାନ ଏହା ପୁଣି ଆରମ୍ଭ…
ପଥରଖାଦାନ ବ୍ଲାଷ୍ଟିଙ୍ଗ: ନଷ୍ଟ ହେଉଛି ଫସଲ
ସମ୍ବଲପୁର, ୧୪।୮ (ଶୁଭାଶିଷ ପାଢ଼ୀ): ରାଜସ୍ବ ଆଦାୟ କରିବା ପାଇଁ ସରକାରୀ ସ୍ତରରେ ପଥରଖାଦାନଗୁଡିକ ଲିଜ୍ ସୂତ୍ରରେ ଦିଆଯାଉଛି। ହେଲେ ଲିଜ୍ ଦେବା ପରେ ପଥରଖାଦାନ ପାର୍ଶ୍ୱରେ ଥିବା ରୟତି ଜମିଗୁଡିକ କିଭଳି ଭାବେ ନଷ୍ଟ ହୋଇଯାଉଛି ତାହାକୁ ନ ଦେଖିଲେ…
ଖୋଲୁନି ଇନ୍ଡୋର ଷ୍ଟାଡିୟମ ତାଲା
ସୁନାବେଡା,୧୪ା୮(କୃତ୍ତିବାସ ପ୍ରଧାନ): ସୁନାବେଡା ପୌର ପରିଷଦର ୫ ନଂ. ୱାର୍ଡ ଗଞ୍ଜାମ କଲୋନୀଠାରେ ନିର୍ମାଣ ହୋଇଛି ମଲ୍ଟି ପରପୋଜ ହଲ୍ ତଥା ବିଜୁ ପଟ୍ଟନାୟକ ଇନ୍ଡୋର ଷ୍ଟାଡିୟମ୍। ଏହାର ନିର୍ମାଣକୁ ବର୍ଷେରୁ ଅଧିକ ଦିନ ବିତିଲାଣି । ମାତ୍ର ଏଯାଏ ଏହି…
ବର୍ଷା ଅଭାବରୁ ଜମି ଫାଟି ଆଁ କଲାଣି
ଡାବୁଗାଁ,୧୪।୮ (ପ୍ରଜ୍ଞା ରଞ୍ଜନ ପରିଡା): ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ବିଳମ୍ବରେ ଚାଷ କାର୍ଯ୍ୟ ଆରମ୍ଭ ହେଲା। ଏବେ ଧାନ ରୁଆ ବେଉଷଣ ପରେ ବର୍ଷା ଉଭାନ ହୋଇଯାଇଛି। ସେପଟେ ପାଣି ଅଭାବରୁ ଧାନ ଜମି ଫାଟି ଆଁ କଲାଣି।…
ସାବରମତି ଏକ୍ସପ୍ରେସରେ ନିଆଁ ଲଗାଇବା ଘଟଣା: ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୪।୮: ୨୦୦୨ରେ ଗୋଧ୍ରାସ୍ଥିତ ସାବରମତି ଏକ୍ସପ୍ରେସରେ ନିଆଁ ଲଗାଇ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ଜାମିନ ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ତିନି ଦୋଷୀଙ୍କୁ ଜାମିନ ଦେବାକୁ କୋର୍ଟ ମନା କରି ଦେଇଛନ୍ତି। ଏହି ତିନିଜଣ ଦୋଷୀ ଆଜୀବନ…
ଶ୍ରାବଣରେ ବର୍ଷା ନାହିଁ, ଆଗେଇ ପାରୁନି ଚାଷ
ଝରିଗାଁ,୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଳକରେ ସ୍ବଳ୍ପ ବର୍ଷା ଯୋଗୁଁ ଚାଷୀ ଏବେ ଚିନ୍ତାରେ ପଡ଼ିଛି। ବ୍ଲକରେ ୩୩୩.୪ ହେକ୍ଟର ଜମିରେ ଧାନ ତଳି ପଡିଥିବାବେଳେ କାଦୁଅ ପାଇଁ ଆବଶ୍ୟକ ବର୍ଷା ହେଉ ନ ଥିବାରୁ ଚାଷୀ ଧାନ…
କିଆରାଙ୍କ ପସନ୍ଦ ସି ବିଚ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଏବେ ପ୍ରଫେସନାଲ ଓ ପର୍ସନାଲ ଲାଇଫ ମଧ୍ୟରେ ଖୁବସୁରତ ବାଲାନ୍ସର ଆନନ୍ଦ ନେଉଛନ୍ତି। କିଛିବର୍ଷ ହେବ ଏହି ଅଭିନେତ୍ରୀ ବଲିଉଡକୁ କିଛି ହିଟ ମୁଭି ଭେଟି ଦେଇଛନ୍ତି। ଆଉ ଏହାକୁ ନେଇ ସେ ନିକଟରେ…
ମୁଁ ଇଂରାଜୀ ବିରୋଧୀ ନୁହେଁ, କିନ୍ତୁ ଭାରତର ପିଲାମାନେ ମାତୃଭାଷା ସହିତ ହିନ୍ଦୀ ଶିଖିବା ଉଚିତ୍: ଅମିତ ଶାହା
ଅହମ୍ମଦାବାଦ,୧୪।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଶର ସ୍ଥାନୀୟ ଭାଷାଗୁଡ଼ିକୁ ସଂରକ୍ଷଣ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଗୁଜରାଟ ଗସ୍ତରେ ଅହମ୍ମଦାବାଦ୍ଠାରେ ଥିବା ଭାରତୀୟ ଶିକ୍ଷା ସଂସ୍ଥାନ(ଆଇଆଇଟିଇ) ର ଦୀକ୍ଷାନ୍ତ ସମାରୋହରେ ସ୍ନାତକୋତ୍ତର ଛାତ୍ରମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ…
ଗଣଦୌଡ଼ରେ ଭାଗନେଲେ ୧୨୭ ପ୍ରତିଯୋଗୀ
ଢେଙ୍କାନାଳ,୧୪ା୮(ରତନ ନାୟାର): ସାଧ୍ୱୀନତା ଦିବସ ପାଳନ ପୂର୍ବରୁ ସୋମବାର ଢେଙ୍କାନାଳ ସହରରେ ବନ ବିଭାଗ ପକ୍ଷରୁ ଜିଲା ପୋଲିସ ବିଭାଗର ମିଳିତ ସହଯୋଗରେ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଛ। ସ୍ଥାନୀୟ ମିନି ଷ୍ଟାଡିୟମଠାରୁ ସକାଳ ୬ ଟାରେ ଏହି ଗଣଦୌଡ଼ ଆରମ୍ଭ…
Archives


