ଆର୍ଟିଓ ଅଫିସ ନିକଟରେ ବ୍ରେକ୍ ଫେଲ୍ ହେଲା ମିନି ଟ୍ରକ୍, ୨ କାର୍ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍ ନଷ୍ଟ
କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍ ବ୍ରେକ୍ ଫେଲ ହୋଇ ଘଟିଛି ସିରିଜ୍ ଦୁର୍ଘଟଣା। ୨ କାର୍ ସହ ୧୦ ବାଇକ୍ ନଷ୍ଟ ହୋଇଥିବାବେଳେ ଏକ ବିଦ୍ୟୁତ ଖୁଣ୍ଟରେ ବାଜି ଅଟକି ରହିଥିବା ଜଣାଯାଇଛି। ଶୁକ୍ରବାର…
ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…
ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ ସହ କେବଳ ବୋଇତାଳୁ ତରକାରୀ ଦିଆଯାଉଥିବା ଅଭିଯୋଗ ହୋଇଛି । ଛାତ୍ରୀଛାତ୍ରମାନେ ଏହାକୁ…
ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…
ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର ୫ ପର୍ଯ୍ୟନ୍ତ ଦାରିଙ୍ଗବାଡ଼ି ଅଞ୍ଚଳରେ ରହିଥିବା ଇକୋ ରିଟ୍ରିଟ୍ ସମେତ ଘରୋଇ ଲଜ, ହୋଟେଲଗୁଡ଼ିକ…
ବିଦ୍ୟୁତ୍ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…
ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍ ତାର ଚୋରି ଗ୍ୟାଙ୍ଗକୁ ଗିରଫ କରିବାରେ ସକ୍ଷମ ହେବା ସହିତ ଲକ୍ଷାଧିକ ଟଙ୍କାର ଆଲୁମିନିୟମ ବାସନ ସାମଗ୍ରୀ ଜବତ…
ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍ ବିନା କରିପାରିବେ ଯାତ୍ରା!
ନୂଆଦିଲ୍ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ଭାରତୀୟ ରେଳବାଇ ରିଜର୍ଭେସନ ଚାର୍ଟ…
ଧାନ ଚୋରି ରୋକିବାକୁ ସୀମା ସିଲ୍, ଏସ୍ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…
ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍ ପୋଷ୍ଟ ଲଗାଇବାକୁ ଏସ୍ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ ଧାନର ବେଆଇନ ପରିବହନ ରୋକିବାକୁ ସୀମାକୁ ସିଲ୍ କରାଯାଇଥିବା ଉଲ୍ଲେଖ କରାଯାଇଛି। ବର୍ତ୍ତମାନ ୨୦୨୫-୨୬…
ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ
ଓ୍ବାଶିଂଟନ୍,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଚାଇନା ସମେତ ଅନ୍ୟ ଦେଶ ସହିତ ବାଣିଜ୍ୟ ସମ୍ପର୍କ ପୁନଃସ୍ଥାପିତ କରିବାକୁ…
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ ହେଲେ ଦୁଇ ଏଏନଏମ। ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ କୁଳିଗାଁ ଏଏନଏମ ତନୁସ୍ମିତା ନାୟକ…
କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….
ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ ୫ ଫୁଟରୁ ଅଧିକ ଘନ ବରଫର ଚାଦରରେ ଆଚ୍ଛାଦିତ ଥାଏ । କିନ୍ତୁ ଏହି…
ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…
ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ କେଉଁଠାରେ ଘୋଷଣା କରାଯିବ ସେ ସମ୍ପର୍କରେ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ଭାରତୀୟ…
ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…
ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ ଗତିରେ ବ୍ୟାପିଛି ଯେ ଗତ ୨୫ ବର୍ଷ ମଧ୍ୟରେ ଏହାର ମାମଲା ତିନି ଗୁଣ…
ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…
ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି। ୧୪୯ ଛାତ୍ରୀଛାତ୍ର, ୭ ଶିକ୍ଷାନୁଷ୍ଠାନ ବିରୋଧରେ ମାମଲା ହୋଇଛି। ମିଥ୍ୟା ଆୟ ଓ ଜାତି…
Archives


