Home Left

ବଡ଼ ଧରଣର ଚଢାଉ: ଧରାପଡ଼ିଲେ ଦୁର୍ଦ୍ଦାନ୍ତ ଗୋ ମାଫିଆ

ରାଉରକେଲା,୨।୨: ରାଉରକେଲା ପୋଲିସ ସୋମବାର ବିଶ୍ରା ଥାନା ଗୁଡଗୁଡ ଜୋର ଅଞ୍ଚଳରେ ଏକ ବଡ଼ ଧରଣର ଚଢାଉ କରିଛି। ପୋଲିସ ଏକ ଗୋମାଫିଆଙ୍କ ଭଡା ଘରେ ଚଢାଉ କରି ୪ଟି ପିସ୍ତଲ ସହ ଦୁର୍ଦ୍ଦାନ୍ତ ଗୋ ମାଫିଆଙ୍କୁ ଗିରଫ କରିଛି। ପୋଲିସ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଜି ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀଙ୍କ ବଡ଼…

ହୃଦ୍‌ରୋଗଠାରୁ ନିଜକୁ ଦୂରେଇ ରଖିବାକୁ ହେଲେ…

ଆଜିର ସମୟରେ ଅନ୍ୟତମ ସ୍ବାସ୍ଥ୍ୟଜନିତ ସମସ୍ୟା ହେଉଛି ହୃଦ୍‌ରୋଗ। ଶାରୀରିକ ପରିଶ୍ରମର ଅଭାବ, ନିଶାଦ୍ରବ୍ୟ ସେବନ, ମାନସିକ ଚାପ, ଖାଦ୍ୟପେୟ ଓ ବିଶ୍ରାମର ଅନିୟମିତତା ଆଦି ହୃଦ୍‌ରୋଗର ଅନ୍ୟତମ କାରଣ। ବର୍ତ୍ତମାନ ସମୟରେ ଅଧିକାଂଶ ଯୁବବର୍ଗ ହୃଦ୍‌ରୋଗର ଶିକାର ହେଉଛନ୍ତି। ହୃଦ୍‌ରୋଗଠାରୁ…

ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜିଲାର ଯୁବତୀ-ଯୁବକଙ୍କୁ ୮୦% ନିଯୁକ୍ତି..

ରାୟଗଡ଼ା,୨ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଦିନିକିଆ ଗସ୍ତରେ ଆସି ସୁଭଦ୍ରା ଶକ୍ତି ମେଳା ଉଦଘାଟନ କରିଥିଲେ।ଏହି ଅବସରରେ ସ୍ଥାନୀୟ ଖଣି କମ୍ପାନୀମାନଙ୍କରେ ସ୍ଥାନୀୟ ବେକାର ଯୁବତୀ ଯୁବକମାନଙ୍କୁ ଯୋଗ୍ୟତା…

ରାସ୍ତାରେ ବସିଲେ ଶହଶହ କିନ୍ନର: ଭାଇରାଲ ହେଉଛି ମୀରାଙ୍କ…

ଭୁବନେଶ୍ୱର,୨।୨:  ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏହାର ପ୍ରତିବାଦରେ ରାସ୍ତାରୋକୋ କରାଯାଇଛି। ଗିରଫ ଦାବିରେ ରାସ୍ତା ଉପରେ ଧାରଣାରେ ବସିଲେ…

ନରମ ଶେଯ ବଦଳରେ ଦ୍ୱାର ମୁହଁରେ କାହିଁକି ଶୁଏ କୁକୁର? କାରଣ ଜାଣିଲେ ତାଜୁବ ହେବେ

ଯଦି ଆପଣଙ୍କର କୁକୁର ଅଛି, ତେବେ ଆପଣ ହୁଏତ ଏକ ଅଜବ ଅଭ୍ୟାସ ଲକ୍ଷ୍ୟ କରିଥିବେ। ଅନେକ ସମୟରେ, ଆରାମଦାୟକ ବିଛଣା, ସୋଫା କିମ୍ୱା ଘରର ଶାନ୍ତ କୋଣ ଥିବା ସତ୍ତ୍ୱେ, କିଛି କୁକୁର ଦ୍ୱାର ପାଖରେ କିମ୍ୱା ଦ୍ୱାର ମୁହଁରେ…

EV କିଣୁଥିବା ଗ୍ରାହକ ଖୁବ ଖୁସି! ବଜେଟରେ ଶସ୍ତା ହେବା ପରେ ମଧ୍ୟବିତ୍ତଙ୍କୁ ମିଳିଲା କେତେ ଲାଭ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଫେବୃଆରୀ ୧, ୨୦୨୬ ରେ କେନ୍ଦ୍ର ବଜେଟ ୨୦୨୬-୨୭ ଉପସ୍ଥାପନ କରିଥିଲେ, ଯେଉଁଥିରେ ବୈଦ୍ୟୁତିକ ଯାନବାହନ କ୍ଷେତ୍ରକୁ ସୁଦୃଢ଼ କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ସରକାରଙ୍କ ଉଦ୍ଦେଶ୍ୟ ସ୍ପଷ୍ଟ: ଭାରତକୁ ସବୁଜ ଗତିଶୀଳତା ଆଡ଼କୁ…

ଆସନ୍ତାକାଲି ଏହି ଜିଲାରେ ସବୁ ସ୍କୁଲ୍‌ ଛୁଟି, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ…

ଯାଜପୁର,୨ା୨: ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ରାତ୍ରିଯାପନ କରିବେ । ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆସନ୍ତା ତିନି ତାରିଖରେ ରାଷ୍ଟ୍ରପତି ଯାଜପୁର…

ମୋଗଲ ବଜେଟ କିପରି ପ୍ରସ୍ତୁତ କରୁଥିଲେ, କେଉଁମାନଙ୍କଠୁ ନେଉଥିଲେ ଟ୍ୟାକ୍ସ?

ନୂଆଦିଲ୍ଲୀ,୨।୨: ଗତକାଲି ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଥିଲେ, ଏହା ଏକ ସମ୍ପୂର୍ଣ୍ଣ ଆଧୁନିକ ପରମ୍ପରା ପରି ମନେ ହେଉଥିଲା। କିନ୍ତୁ ଆପଣ କେବେ ଭାବିଛନ୍ତି କି ଶହ ଶହ ବର୍ଷ ପୂର୍ୱେ ଯେତେବେଳେ ସଂସଦ ନ…

ଦୁର୍ଘଟଣା ମୁହାଁ କେଲୁଅ ନଦୀବନ୍ଧ: ନିର୍ବାଚନ ପରେ ସଠିକ୍‌ ଢଙ୍ଗରେ ହେଉନି ପୂର୍ତ୍ତ ବିଭାଗ କାମ

ଧର୍ମଶାଳା,୨।୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାଏମା ବ୍ରିଜ ଠାରୁ ମିର୍ଜାପୁର ନଦୀବନ୍ଧ ରାସ୍ତାର ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏ ନେଇ ପ୍ରତ୍ୟେକ ଦିନ ଦୁର୍ଘଟଣା ଦେଖିବାକୁ ମିଳୁଛି। ବାଇକ ଓ ସାଇକେଲ ଆରୋହୀଙ୍କ ସମେତ ଚାରିଚକିଆ…

ଏହି ଦେଶକୁ କାହିଁକି କୁହାଯାଏ କଳା ସୁନାର ଦେଶ, ଜାଣନ୍ତୁ…

ଯେତେବେଳେ ‘କଳା ସୁନାର ଦେଶ’ ନାଁ ଆସେ ସେତେବେଳେ ପ୍ରାୟତଃ ପ୍ରଥମେ କୁଏତ୍‌ର ନାଁ ମନକୁ ଆସେ। କଳା ସୁନା ଯାହାର ଅର୍ଥ ଅଶୋଧିତ ତୈଳ। ଏହା କୁଏତର ପରିଚୟକୁ ବଦଳାଇ ଦେଇଥିଲା। ୧୯୩୮ରେ ତୈଳ ଆବିଷ୍କାର ପୂର୍ବରୁ କୁଏତ ଏକ…

BCCIକୁ ଶକ୍ତ ଚାପୁଡ଼ା ଦେଲା ପାକିସ୍ତାନ: କାହିଁକି ଏମିତି କହିଲେ ରାଜ୍ୟ ସଭା ଏମ୍‌ପି

ନୂଆଦିଲ୍ଲୀ,୨।୨: ପାକିସ୍ତାନ ICC ପୁରୁଷ T20 ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ଏହାର ଅର୍ଥ ହେଉଛି ଫେବୃଆରୀ ୧୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୌଣସି ମ୍ୟାଚ ହେବ ନାହିଁ। ରାଜ୍ୟ ସଭା ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri