Home Left

ଆୟୁଷ ଡାକ୍ତରଙ୍କ ଭରସାରେ ରୋଗୀ

ଚଣ୍ଡିଖୋଲ,୧୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ସମସ୍ତେ ନିଯୁକ୍ତି ପାଇଛନ୍ତି। ହେଲେ କାହାର ଦେଖା ମିଳୁନାହିଁ ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ରୋଗୀଙ୍କ ଏକମାତ୍ର ଭରସା ପାଲଟିଛନ୍ତି ଆୟୁଷ ଡାକ୍ତର। ସେ କାମଚଳା ରୋଗୀ ଦେଖୁଛନ୍ତି।…

ଖାଦ୍ୟ ନାଁରେ ଜହର ବିକୁଛନ୍ତି ହୋଟେଲ ମାଲିକ

କୋରେଇ,୧୮ା୯(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ପାଣିକୋଇଲି ନିକଟରୁ ଏନ୍‌ଏଚ୍‌ ୨୦ ରଗଡ଼ି ଛକ ଓ ଯାଜପୁର ରୋଡ୍‌ ଆଦି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ବେଆଇନଭାବେ ଶତାଧିକ ହୋଟେଲ ଓ ଢାବା ସହିତ ହଜାରରୁ ଊର୍ଦ୍ଧ୍ୱ ଫାଷ୍ଟଫୁଡ଼ ଦୋକାନ ଗଢ଼ିଉଠିଛି।…

ଶିଶୁଶ୍ରମ ଉଦ୍ଧାରକାରୀ ଡିଟିଏଫ୍‌ ନିଷ୍କ୍ରିୟ

ଯାଜପୁର,୧୮ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଶିଶୁ ଶ୍ରମିକ ସଂଖ୍ୟା ମାତ୍ରାଧିକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଅଧାରୁ ପାଠ ଛାଡ଼ି ପିଲାମାନେ ଶ୍ରମିକ ସାଜୁଛନ୍ତି। ଅନ୍ୟପକ୍ଷେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଅଧାରୁ ପାଠ ଛାଡୁଥିବା ପିଲାମାନଙ୍କୁ ନିକଟସ୍ଥ ସ୍କୁଲରେ ନାମ…

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ଅଙ୍ଗନଓ୍ବାଡ଼ି କର୍ମୀ

ଭୁବନେଶ୍ୱର,୧୮ା୯(ଅନୁରାଧା ମହାରଣା): ଅଙ୍ଗନଓ୍ବାଡ଼ି କର୍ମୀ, ସହାୟିକା ଓ ମିନି ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭତ୍ତା ବୃଦ୍ଧି ସହ ଆଉ କେତେକ ଦାବି ପୂରଣ ନ ହେବାରୁ ପୁଣି ଆନ୍ଦୋଳନ ଧମ ଦେଇଛି ଅଙ୍ଗନଓ୍ବାଡ଼ି କର୍ମଚାରୀ ୟୁନିଅନ ସଂଯୁକ୍ତ ମୋର୍ଚ୍ଚା। ଅକ୍ଟୋବର ୩ରେ ବଡ଼ଧରଣର…

ନିଶାନ୍ତ ଚାମ୍ପିୟନ, ରାକେଶ ରନରଅପ୍‌

ଭୁବନେଶ୍ୱର, ୧୮।୯ (ତପନ ସ୍ବାଇଁ): ଭିନ୍‌ଟେଜ୍‌ କ୍ଲବ ପରିସରରେ ଅନୁଷ୍ଠିତ ୨ୟ ଆଶିଷ ପଣ୍ଡା ସ୍ମାରକୀ ଅଲ୍‌ ଓଡ଼ିଶା ସ୍ନୁକର ଚାମ୍ପିୟନଶିପ୍‌ରେ ନିଶାନ୍ତ ବିଶ୍ୱାଳ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ନିଶାନ୍ତ ୬-୪ ଫ୍ରେମ୍‌ରେ ରାକେଶ ରୋଶନ ପ୍ରଧାନଙ୍କୁ ପରାସ୍ତ…

୨ ବିରଳ ପ୍ରଜାତିର ସାପ

ଯୋଡ଼ା,୧୮ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରରେ ଯୋଡ଼ା-ଭୂୟାଁ ବସ୍ତି ନିକଟରୁ ଏକ ବିଲୁପ୍ତ ପ୍ରଜାତିର ବିରଳ ସାପ ଶନିବାର ଉଦ୍ଧାର ହୋଇଛି। ସାପଟିର ନାମ ଅରନେଟ୍‌ ଫ୍ଲାଇଂ ସ୍ନେକ୍‌ ବା ଉଡ଼ନ୍ତା ସାପ। ସାପଟି ଦେଖିବା ପାଇଁ ବହୁ ସୁନ୍ଦର…

କରାଟେ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର, ୧୮ା୯ (ବିଜୟ ରଣା): ଚଳିତମାସ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଡେରାଡୁନ୍‌ଠାରେ ଜାତୀୟ କ୍ୟାଡେଟ୍‌, ଜୁନିୟର, ସିନିୟର ଏବଂ ୨୧ ବର୍ଷରୁ କମ୍‌ ଦଳଗତ ପ୍ରତିଯୋଗିତା ପାଇଁ ଓଡ଼ିଶା ରାଜ୍ୟ କରାଟେ ସଂଘ ଦ୍ୱାରା ୫୫ ପ୍ରତିଯୋଗୀ ଓ ଅଫିସିଆଲ…

ଓଡ଼ିଶାକୁ ୨୩ ପଦକ

କଟକ,୧୮ା୯ ପ୍ରିୟଦର୍ଶିନୀ): ଉତ୍ତରାଖଣ୍ଡରେ ଜାତୀୟ କାନୋଇଂ ସ୍ପ୍ରିଣ୍ଟ ଚାମ୍ପିଅନଶିପ ରବିବାର ଉଦ୍‌ଯାପିତ ହୋଇଯାଇଛି । ୮ ସ୍ବର୍ଣ୍ଣ, ୬ ରୌପ୍ୟ ଏବଂ ୯ଟି ବ୍ରୋଞ୍ଜ ପଦକକୁ ମିଶାଇ ଚାମ୍ପିଅନଶିପ୍‌ରେ ଓଡ଼ିଶା ମୋଟ୍‌ ୨୩ଟି ପଦକ ଜିତିଛି । ଏଥି ସହିତ ଦଳଗତ…

ସ୍ବାମୀଙ୍କ ଅନ୍ତିମ ସଂସ୍କାର ବେଳେ ସ୍ତ୍ରୀଙ୍କ ମୃତ୍ୟୁ

ବେଲଗୁଣ୍ଠା,୧୮ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ବରପଲ୍ଲୀ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଦୁଃଖରେ ମ୍ରିୟମାଣ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ପରେ ଏକାଠି ଦମ୍ପତିଙ୍କ ଜୁଇ ଜଳିଛି। ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର…

କାଗଜରେ ୫ ଫୁଟ୍‌ର ଗଣେଶ ମୂର୍ତ୍ତି

ରାଇରଙ୍ଗପୁର,୧୮ା୯ (ମନୋରଞ୍ଜନ ତିରିଆ): ମଙ୍ଗଳବାର ଶ୍ରୀଗଣେଶ ଚତୁର୍ଥୀ। ବିଭିନ୍ନ କ୍ଲବ୍‌, ସାହି ପକ୍ଷରୁ ଗଣେଶଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଚାଲିଛି। ସାଧାରଣତଃ ବିଭିନ୍ନ ଶିକ୍ଷାନୁଷ୍ଠାନ ବିଦ୍ୟାଳୟ, ମହାବିଦ୍ୟାଳୟରେ ପୂଜା ପାଉଥିବା ଗଣେଶଙ୍କ ମୂର୍ତ୍ତି ମାଟି, ନଡ଼ାରେ ନିର୍ମିତ ହୋଇଥାଏ। ଏହାକୁ ପୂଜା ପରେ…

ସେଞ୍ଜ୍‌ ଜିତିଲେ ସିଙ୍ଗାପୁର ଗ୍ରାଁପ୍ରି

ସିଙ୍ଗାପୁର, ୧୮ା୯ (ଏପି): ଫେରାରିର କାର୍ଲୋସ ସେଞ୍ଜ ଜୁନିୟର ସିଙ୍ଗାପୁର ଫର୍ମୁଲା ଓ୍ବାନ ମୋଟର ରେସ୍‌ ଗ୍ରାଁ ପ୍ରି ଜିତିଛନ୍ତି। ଏହାଦ୍ୱାରା ଫର୍ମୁଲାଓ୍ବାନରେ ମାର୍କ୍ସ ଭର୍ଷ୍ଟାପେନ୍‌ ଓ ରେଡ୍‌ ବୁଲ୍‌ର ଐତିହାସିକ ବିଜୟ ଧାରାରେ ବ୍ରେକ୍‌ ଲାଗିଛି। ରେଡ୍‌ ବୁଲ୍‌ ଚଳିତବର୍ଷର…

ଇଣ୍ଡୋନେସିଆରେ ଅଭ୍ୟାସ କରିବେ ଅନୁପମା

ଭୁବନେଶ୍ୱର, ୧୮।୯(ତପନ ସ୍ବାଇଁ): ଚାଇନାର ହାଙ୍ଗଝୋଠାରେ ହେବାକୁଥିବା ଏସିଆନ ଗେମ୍ସର ଜୁ-ଜିଟ୍‌ସୁ ଇଭେଣ୍ଟରେ ପ୍ରଥମଥରପାଇଁ ଭାରତରୁ ପ୍ରତିନିଧିତ୍ୱ କରିବାକୁ ଯାଉଛନ୍ତି ଓଡ଼ିଶାର ଅନୁପମା ସ୍ବାଇଁ। ଓଡ଼ିଶା ପୋଲିସରେ କାର୍ଯ୍ୟରତ ଅନୁପମା ପୂର୍ବରୁ ଉତ୍କଳ କରାଟେ ସ୍କୁଲରେ ପ୍ରଶିକ୍ଷଣ ନେଉଥିଲେ। ଅଧିକ ଦକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri