IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…
ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ OPTCLର CMD ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଅନ୍ୟପକ୍ଷେ, CEO ଆର…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ ପ୍ରତିନିଧି ଚନ୍ଦ୍ରଶେଖର ମହାପାତ୍ର ଅଭିଯୋଗ କରିଛନ୍ତି। ଗରିବ ଓ ମଧ୍ୟବିତ୍ତ ପରିବାର ଲୋକେ…
୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର
ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ଏଥିରେ ଡ୍ରାଇଭର ଆହତ ହୋଇଛନ୍ତି। ଟ୍ୟାଙ୍କରରୁ ଲିକେଜ ହେଉଥିବା ଦେଖି ଖଲ୍ଲିକୋଟ ପୋଲିସ…
ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ ସମେତ ଜୟପାଟଣା ଏବଂ ଧର୍ମଗଡ଼ ବ୍ଳକ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…
ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ ପୂର୍ବରୁ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ସ୍ମୃତି ଉତ୍ସବ ଅନୁଷ୍ଠିତ ହୋଇଥିଲା। “ଉତ୍କଳ…
ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ
ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ ସାମଗ୍ରୀ ମଧ୍ୟରେ ଏସ୍ଏଲଆର ରାଇଫଲ, ଗୋଟିଏ ୩୦୩ ରାଇଫଲ, ୨ଟି ୧୨ବୋର ବନ୍ଧୁକ,…
କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …
ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି ।…
ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି
ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ । ପୂଜାରୀଭରଣ୍ଡୀ ଗ୍ରାମର କିଛି ପରିବାର ନିଜ ମୂଳ ଧର୍ମ ଛାଡି ଅନ୍ୟ ଧର୍ମ…
ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ: ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…
ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି । ଏହି ସମାବେଶରେ ଜିଲାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୫୦ ଜଣ ଟ୍ରାନ୍ସଜେଣ୍ଡର…
କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..
ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଅଟକ ରଖିଛି । ଛୁରା ମାଡ଼ରେ ଗୁରୁତର…
ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…
ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ କରାଯାଇଥିବା ନେଇ CEO ସୂଚନା ଦେଇଛନ୍ତି। ବିଭିନ୍ନ ରାଜ୍ୟରେ ନିର୍ବାଚନ ଥିବାରୁ SIR…
୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…
ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଚାଲିବ। ନାଗରିକମାନେ ସରକାରୀ ଜନଗଣନା ୱେବସାଇଟ se.census.gov.in ପରିଦର୍ଶନ କରି ଏସଇ ଆଇଡି…
Archives


