Home Left

ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ: କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଏମପି ପ୍ରଦୀପ ପୁରୋହିତ

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ଧାନ ଉଠାଣ ଓ ମିଲର୍ସଙ୍କ ଦ୍ୱାରା କଷ୍ଟମ ମିଲ୍ଡ ରାଇସ୍ (ସିଏମଆର) ଜମାରେ ହେଉଥିବା ବିଳମ୍ବକୁ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ…

ଫେବୃଆରୀ ୧୬ରୁ CBSE ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା; ୧୦୧ ଦିନ ପୂର୍ବରୁ ପ୍ରକାଶ ପାଇଲା…

ନୂଆଦିଲ୍ଲୀ,୬।୧୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (CBSE) ପକ୍ଷରୁ ଆଗାମୀ ୨୦୨୭ ମସିହାର ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ଆନୁଷ୍ଠାନିକ ତାରିଖ ଘୋଷଣା କରାଯାଇଛି। ପରୀକ୍ଷା ଆରମ୍ଭ ହେବାର ଠିକ୍ ୧୦୧ ଦିନ ପୂର୍ବରୁ ଡେଟ୍‌ସିଟ୍ ପ୍ରକାଶ…

ବନ୍ୟା ବିପନ୍ନଙ୍କୁ ୫୦ କେଜି ଚାଉଳ ସହ ୨୫୦୦ ଟଙ୍କା ସହାୟତା:୪ ଲକ୍ଷ ୨୯ ହଜାର ୭୮୨ ପରିବାର ପାଇବେ ସହାୟତା

ଛତ୍ରପୁର, ଦିଲ୍ଲୀପ ସାମଲ, ୬/୧୧: ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟାରେ ପ୍ରଭାବିତ ପରିବାରଙ୍କୁ ସହାୟତା ପ୍ରଦାନ ପ୍ରକ୍ରିୟା ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷିତ ସହାୟତା ପ୍ୟାକେଜ୍ ଅନୁଯାୟୀ, ଯୋଗ୍ୟ ରାସନ କାର୍ଡଧାରୀ ପରିବାରଙ୍କୁ ୫୦ କେଜି…

ମୁସ୍ତାକ ଅଲୀ ଟ୍ରଫି: ବିହାର ସିନିୟର ଦଳର ନେତୃତ୍ୱ ନେବେ ବୈଭବ ସୂର୍ଯ୍ୟବଂଶୀ

ପାଟନା,୬ା୧୧: ନଭେମ୍ବର ୧୪ରୁ ଆରମ୍ଭ ହେବାକୁଥିବା ସୟଦ ମୁସ୍ତାକ ଅଲି ଟ୍ରଫିର ପ୍ରଥମ ଦୁଇଟି ମ୍ୟାଚ ପାଇଁ ସ୍ବଳ୍ପ ବୟସ୍କ ବ୍ୟାଟିଂ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଥମ ଥର ୧୭ଜଣିଆ ବିହାର ସିନିୟର ଦଳର ଅଧିନାୟକ ମନୋନୀତ କରାଯାଇଛି। ବିହାର କ୍ରିକେଟ…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ମହିଳା ଓ ଶିଶୁ ସୁରକ୍ଷା, ଆୟୋଗ ଅଧ୍ୟକ୍ଷା: ଅଙ୍ଗନବାଡ଼ି କେନ୍ଦ୍ର ଓ ଆବାସିକ ବିଦ୍ୟାଳୟରେ ସୁବିଧା ସୁଯୋଗ ଯାଞ୍ଚ

ମୋହନା, ୬।୧୧ (ମନ୍ମଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ପରେ ଗଜପତି ଜିଲ୍ଲା ମୋହନା ବ୍ଲକରେ ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ନେଇ ପ୍ରଶାସନ ତତ୍ପର ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ମହିଳା ଓ ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ମୋହନା…

ହାତୀ-ମଣିଷ ସଂଘର୍ଷ ରୋକିବାକୁ ଗଜସାଥୀଙ୍କୁ ତାଲିମ୍‌: ୧୯ ମାସରେ ୨୭୫ ମଣିଷ ଓ ୧୩୧ ହାତୀଙ୍କ ମୃତ୍ୟୁ

ଭଞ୍ଜନଗର, ୬।୧୧ (ବାବୁଲା ପ୍ରଧାନ): ହାତୀ-ମଣିଷ ସଂଘର୍ଷ ହ୍ରାସ କରିବା ସହ ଉଭୟଙ୍କ ଧନଜୀବନ ସୁରକ୍ଷା ଉଦ୍ଦେଶ୍ୟରେ ଟାଟା ପାୱାର, ଘୁମୁସର ଉତ୍ତର ବନଖଣ୍ଡ ଏବଂ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସ୍ନେହା’ର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ଗଜସାଥୀ ଓ ହାତୀ ସୁରକ୍ଷାରେ ନିୟୋଜିତ…

ବନ୍ୟାଞ୍ଚଳ ପରିଦର୍ଶନ କରିବେ ନବୀନ: ବିଜେଡି ଶିବିରରେ ଉତ୍ସାହ

ହିଞ୍ଜିଳିକାଟୁ/ଶେରଗଡ଼୬।୧୧(ଦ୍ବିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟ ନାରାୟଣ ଦାଶ): ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ଶନିବାର ଗଞ୍ଜାମ ଗସ୍ତରେ ଆସିବେ। ବାତ୍ୟା ଅର୍ଣ୍ଣବ ପ୍ରଭାବିତ ବନ୍ୟାଞ୍ଚଳ ପରିଦର୍ଶନ ସହ କ୍ଷତିଗ୍ରସ୍ତ ଚାଷୀ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବେ।…

ବଣ୍ଡାଘାଟିରେ ଧସିଲା ମାଟି ଅତଡ଼ା: ୭ ଗାଁ ବିଚ୍ଛିନ୍ନ

ମାଲକାନଗିରି,୬।୧୧(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ବଣ୍ଡାଘାଟିରେ ରାସ୍ତା ଧସିବା ଯୋଗୁ ୭ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଖଇରପୁଟ ବ୍ଲକ ମୁଦୁଲିପଡ଼ା ପଞ୍ଚାୟତର ବନ୍ଧଗୁଡ଼ା ନିକଟରେ ମାଟି ଅତଡ଼ା ଧସି ରାସ୍ତା ଅବରୋଧ ହୋଇଛି। ଫଳରେ ମୁଦୁଲିପଡ଼ା ପଞ୍ଚାୟତର କିର୍ଷାନୀପଡ଼ା, ରାଉଲିଗୁଡ଼ା,…

ବାରାହା ଦାଉରୁ ଫସଲ ରକ୍ଷା ପାଇଁ ସୋଲାର ବିଦ୍ୟୁତ୍‌ ତାରବାଡ଼: ସାମୁଦ୍ରିକ ଥାନା ମୁଖ୍ୟ ରାସ୍ତା ପାର୍ଶ୍ୱରେ ତାରବାଡ଼କୁ ନେଇ ଚିନ୍ତା, ହଟାଇବାକୁ ବନ ବିଭାଗର…

ମହାକାଳପଡ଼ା, ୬।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳରେ ଚାଷ ଜମିରେ ବାରାହା ପଲଙ୍କ ଉପଦ୍ରବ ଚାଷୀଙ୍କ ଚିନ୍ତା ବଢ଼ାଇଛି। ବାରାହା ପଲ ଧାନ କ୍ଷେତରେ ପଶି ଫସଲ ନଷ୍ଟ କରୁଥିବାରୁ ଏହାର ମୁକାବିଲା ପାଇଁ…

୪ ବର୍ଷ ବାସନ୍ଦ ହେଲେ ଏହି ଅଲିମ୍ପିକ ବିଜେତା, ଜାଣନ୍ତୁ…

ଲାଉସାନେ,୧୧ା୬: ଡୋପ୍‌ ଟେଷ୍ଟରେ ଧରାପଡ଼ିବାରୁ ଅଲିମ୍ପିକ ଭାରୋତ୍ତୋଳକ ବ୍ରୋଞ୍ଜ ପଦକ ବିଜେତା ବୋଝିଦାର ଦିମିତ୍ରୋଭ ଆନ୍ଦ୍ରିଭଙ୍କୁ ଶୁକ୍ରବାର ୪ବର୍ଷ ପର୍ଯ୍ୟନ୍ତ ବାସନ୍ଦ କରାଯାଇଛି। ଫଳରେ ସେ ୨୦୨୮ ଲସ୍‌ଏଞ୍ଜେଲ୍ସ ସମର ଗେମ୍ସରେ ଭାଗ ନେଇ ପାରିବେ ନାହିଁ। ବୁଲଗେରିଆର ଏହି ୨୯…

ସୋଲାର ପ୍ୟାନେଲ୍‌ ଲଗାଇବା ବାହାନାରେ ଘରେ ପଶି ଲୁଟ୍‌, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧ (ସୁନିଲ କୁମାର ମହାନ୍ତି): ସୋଲାର ପ୍ୟାନେଲ୍‌ ଲଗାଇବା ବାହାନାରେ ଘରେ ପଶି ଦୁଇ ମହିଳାଙ୍କୁ ଲାଟ୍ରିନ୍‌ ଓ ବାଥରୁମ୍‌ରେ ବନ୍ଦ କରି ଲୁଟ୍‌ କରିଥିବା ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ ଗିରଫ କରିଛି। ବଲାଙ୍ଗୀର…

ଜିଓ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌: ୩ ବର୍ଷ ଯାଏ କରିବାକୁ ପଡିବନି ରିଚାର୍ଜ!

ନୂଆଦିଲ୍ଲୀ,୬।୧୧: ଧନତେରସ ଅବସରରେ ରିଲାଏନ୍ସ ଜିଓ (Reliance Jio) ଏହାର ଗ୍ରାହକମାନଙ୍କ ପାଇଁ ଏକ ଦମଦାର୍‌ ଏବଂ ଧମାକାଦାର୍‌ ରିଚାର୍ଜ ପ୍ଲାନ ଘୋଷଣା କରିଛି। ଜିଓର ଏହି ନୂତନ ପ୍ରିପେଡ ପ୍ଲାନରେ ଗ୍ରାହକମାନଙ୍କୁ ସିଧାସଳଖ ୩ ବର୍ଷ (୩୬ ମାସ)ର ଲମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?