ଅଦ୍ଭୁତ ସ୍ଥିତି
ହ୍ୱାଟ୍ସଆପ୍ରେ ଏସ୍ଆଇଆର୍ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା କରନ୍ତୁ’। ଏହି ନୋଟିସକୁ ଅଣଦେଖା କରିବାକୁ ମୁଁ ଭାବିଥିଲି ଏବଂ ନ ଯିବା…
୧୭ ଯାଏ ବର୍ଷା
ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର ପରିମାଣ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…
ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍ମାର ଦେଇ ଅଣାଯାଇଥିଲା
ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫକୁ ମିଳିଛି ନୂଆ ସୁରାକ। ଶୁକ୍ରବାର ପଶ୍ଚିମବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍ ହେରିଟେଜ୍ ହୋଟେଲରୁ ୩ଜଣଙ୍କୁ…
ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ
ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ ଘଟଣା ସାମ୍ନାକୁ ଆସିଛି। ସ୍କୁଲର ପାଇଖାନା ବ୍ୟବହାର କରିବା ଯୋଗୁ ଜଣେ ଦିବ୍ୟାଙ୍ଗ…
ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ
ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…
ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ
ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି ଲୁଟପାଟ୍ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଦୟାନିଧି ଦାଶଙ୍କ ସପରିବାର…
ବାଇକ୍କୁ ପିଟିଲା ବାଇକ୍: ୨ ଛାତ୍ରଙ୍କ ସମେତ ୪ ଗୁରୁତର
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଆହାତ ଛାତ୍ର ଦ୍ବୟ ହେଲେ ଦିଗପହଣ୍ଡି ବ୍ଲକ…
ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର ମହାନ୍ତି ଘନ ଓରଫ ଲକ୍ଷ୍ମଣ(୬୫) ଗତ ୧ ତାରିଖରେ ଗୁରୁତର ଆହତ ହୋଇଥିଲେ।…
ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ
ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ ସାହି ମଣ୍ଡପରେ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଗୁଣିଆ ସନ୍ଦେହରେ କିଛି ଲୋକ ବାନ୍ଧିକି…
ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…
ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖାଯାଇଥିବା ୩ ଜଣ ବ୍ୟକ୍ତି ଉଦ୍ଧାର ହୋଇଛନ୍ତି।…
ଜୀବନ ସଂଘର୍ଷରେ ହାରିଗଲେ ଚାଷୀ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବାବୁ ଗୌଡ଼(୫୦)। ମିଳିଥିବା…
କାର୍ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍ରୁ ୪୨ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ ପୋଲିସ ଗିରଫ କରି…

