Home Left

ଖବରଦାତାଙ୍କୁ ବାଦ୍‌ଦେବା ଠିକ୍‌ ନୁହେଁ: ବିହାର ମୁଖ୍ୟମନ୍ତ୍ରୀ

ପାଟନା,୧୭ା୯: ବିରୋଧୀ ମେଣ୍ଟ ଇଣ୍ଡିଆର ୧୪ଜଣ ଖବରଦାତା ଏବଂ ଖବର ଉପସ୍ଥାପକଙ୍କୁ ବାଦ୍‌ ଦେବାକୁ ନିଷ୍ପତ୍ତିକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନାପସନ୍ଦ କରିଛନ୍ତି। ସେ କୌଣସି ଖବରଦାତାଙ୍କ ବିରୋଧୀ ନୁହନ୍ତି, ଏବଂ ସେମାନଙ୍କୁ ବାସନ୍ଦ କରିବା ଭୁଲ୍‌ ବୋଲି ନୀତୀଶ…

ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ

କୈଥଲ,୧୭ା୯: ବହୁ ଚର୍ଚ୍ଚିତ ହରିୟାଣା କୈଥଲ ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଫାଷ୍ଟଟ୍ରାକ୍‌ କୋର୍ଟ ଅଭିଯୁକ୍ତଙ୍କୁ ପୋକ୍ସୋ ଆଇନରେ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଅପରାଧ ଘଟଣାର ୧୧ ମାସ ମଧ୍ୟରେ…

ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଧରିଲା ପୋଲିସ

ଚିତ୍ରକୋଣ୍ଡା,୧୭।୯: ଫିଲ୍ମ ଷ୍ଟାଇଲରେ ଗାଡ଼ିକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଜବତ କରିଛି ଚିତ୍ରକୋଣ୍ଡା ପୋଲିସ। ଚିତ୍ରକୋଣ୍ଡା ଥାନା ଅଧିକାରୀ ମୁକୁନ୍ଦ ମେଲେକାଙ୍କ ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଆନ୍ଧ୍ର-ଓଡ଼ିଶା ସୀମାରେ ଓଡ଼ିଶା ପୋଲିସ ପାଟ୍ରୋଲିଂ କରୁଥିଲା। ସେତିକିବେଳେ ଏକ ପିକ୍‌ଅପ୍‌…

ମଣ୍ଡପ ବୁଲି ବିଶ୍ୱକର୍ମାଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୧୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ରବିବାର ବିଶ୍ୱକର୍ମା ପୂଜା ଆରମ୍ଭ ହୋଇଛି। ବିଶେଷକରି ବିଦ୍ୟୁତ୍‌ ବିଭାଗ, ସରକାରୀ ଏବଂ ଘରୋଇ ବସ ସଂଘ, ଟ୍ୟାକ୍ସି, ଅଟୋ ସଂଘ, ଗ୍ୟାରେଜ ଆଦିରେ ଦେବ ଶିଳ୍ପୀଙ୍କୁ ପୂଜା କରାଯାଇଥିଲା। ଜିଲାର ବିଭିନ୍ନ ସ୍ଥାନରେ…

ଏସିସି କଲା ବଡ଼ ଘୋଷଣା: ଗ୍ରାଉଣ୍ଡ୍ସମ୍ୟାନ୍‌ ମାଲାମାଲ

ନୂଆଦିଲ୍ଲୀ,୧୭।୯: ଏସିଆ କପ ୨୦୨୩ରେ ଶ୍ରୀଲଙ୍କାର ଗ୍ରାଉଣ୍ଡ୍ସମ୍ୟାନ୍‌ମାନେ ଚର୍ଚ୍ଚାରେ ଅଛନ୍ତି। କ୍ରମାଗତ ମ୍ୟାଚ ଏବଂ ମ୍ୟାଚ ସମୟରେ ବର୍ଷା ମଧ୍ୟରେ ଗ୍ରାଉଣ୍ଡ୍ସମ୍ୟାନ୍‌ମାନେ ବହୁତ ପରିଶ୍ରମ କରିଥିଲେ। ଏହାର କାରଣ ହେଲା ବର୍ଷା ସତ୍ତ୍ୱେ ମ୍ୟାଚ ଜାରି ରହିଲା ଏବଂ ପ୍ରଶଂସକମାନେ କ୍ରିକେଟର…

କଂଗ୍ରେସରେ ହେଉଛି ନୂତନ ଶକ୍ତିର ସଂଚାର: ସଚିନ ପାଇଲଟ

ଜୟପୁର,୧୭।୯: ହାଇଦ୍ରାବାଦରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟିର ଏକ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ମଧ୍ୟ ଅଂଶଗ୍ରହଣ କରିଥିଲେ। ବୈଠକ ପରେ ପାଇଲଟ କହିଛନ୍ତି ଯେ, ସିଡବ୍ଲ୍ୟୁସି ବୈଠକରେ ଦୁଇ ଦିନ ଧରି ଖୋଲା ପରିବେଶରେ…

କଂଗ୍ରେସକୁ ଟାର୍ଗେଟ୍‌ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୭।୯: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ରବିବାର କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ଦେଶର ନୂତନ ସଂସଦ ଭବନରେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଯୋଗ ଦେଇ ନ ଥିବାକୁ ନେଇ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି ଯେ,…

ଇତିହାସ ରଚିଲେ ସିରାଜ୍‌

କଲମ୍ବୋ,୧୭।୯: ଶ୍ରୀଲଙ୍କା ବିପକ୍ଷ ଏସିଆ କପ ୨୦୨୩ର ଫାଇନାଲ୍‌ ମ୍ୟାଚରେ ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ସିରାଜ ଚମତ୍କାର ବୋଲିଂ କରିଥିଲେ। ଏହି ମ୍ୟାଚରେ ଦ୍ୱିତୀୟ ଓଭରରେ ୪ଟି ଉଇକେଟ ନେଇ ସିରାଜ ଏକଦିବସୀୟ କ୍ରିକେଟରେ ୫୦ ଉଇକେଟ ପୂରଣ…

ଶ୍ରୀଲଙ୍କାର ୩ ଲଜ୍ଜାଜନକ ରେକର୍ଡ

କଲମ୍ବୋ,୧୭।୯: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ଏସିଆ କପ ୨୦୨୩ର ଫାଇନାଲ୍‌ ମ୍ୟାଚରେ ଭାରତୀୟ ଦଳର ବୋଲର ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଦଳ ୧୫.୨ ଓଭରରେ ମାତ୍ର ୫୦ ରନ୍‌ରେ ସୀମିତ ରହିଥିଲା। ମହମ୍ମଦ ସିରାଜ୬…

ଭାଜପା ଜାଲରେ ନ ଫସି, ଲୋକଙ୍କ ପ୍ରସଙ୍ଗକୁ ଫୋକସ କର, କଂଗ୍ରେସ ନେତାଙ୍କୁ ରାହୁଲଙ୍କ ଉପଦେଶ

ହାଇଦ୍ରାବାଦ,୧୭।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଦଳୀୟ ନେତାମାନଙ୍କୁ ଭାରତୀୟ ଜନତା ପାର୍ଟି (ଭାଜପା) ର ଜାଲରେ ନ ପଡ଼ିବା, ଲୋକଙ୍କ ସମସ୍ୟା ଉପରେ ଧ୍ୟାନ ଦେବା ଏବଂ ଆଦର୍ଶଗତ ଭାବରେ ସ୍ପଷ୍ଟ ରହିବାକୁ ପରାମର୍ଶ ଦେଇଛନ୍ତି। ହାଇଦ୍ରାବାଦରେ କଂଗ୍ରେସ…

କର୍ନାଟକରେ ୩ ଉପ ମୁଖ୍ୟମନ୍ତ୍ରୀ ପ୍ରଶ୍ନକୁ ନେଇ ସିଦ୍ଦାରାମାୟା କହିଲେ…

ବେଙ୍ଗାଲୁରୁ,୧୭।୯: କର୍ନାଟକରେ ଆଉ ତିନି ଜଣ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ ହେବାର ଦାବି ମଧ୍ୟରେ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଏକ ବଡ଼ ବୟାନ ଦେଇଛନ୍ତି। ରବିବାର ସେ କହିଛନ୍ତି ଯେ ହାଇକମାଣ୍ଡ ଏହା ଉପରେ ନିଷ୍ପତ୍ତି ନେବେ ଏବଂ ସେ ଏହାକୁ ଅନୁସରଣ କରିବେ।…

୨୦୨୪ରେ ଭାଜପାକୁ ହରାଇବା ମହାତ୍ମା ଗାନ୍ଧୀଙ୍କ ପାଇଁ ହେବ ଅସଲ ଶ୍ରଦ୍ଧାଞ୍ଜଳି: ଖାର୍ଗେ

ହାଇଦ୍ରାବାଦ,୧୭।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଆଗାମୀ ଆହ୍ବାନ ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ ଗଣତନ୍ତ୍ର ପାଇଁ ଏହା ଏକ ଗୁରତ୍ୱପୂର୍ଣ୍ଣ ବିଷୟ ଏବଂ ଆମର ଲକ୍ଷ୍ୟ ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାକୁ ପରାସ୍ତ କରିବା ଉଚିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri