Home Left

ଇରାକର କୁର୍ଦ୍ଦିସ୍ତାନରେ ଡ୍ରୋନ ଆକ୍ରମଣ କଲା ତୁର୍କୀ, ୩ ମୃତ

ଅଙ୍କାରା,୧୨।୮: ତୁର୍କୀ ଇରାକ ଉପରେ ଡ୍ରୋନ ଆକ୍ରମଣ କରିଛି। ଇରାକର ଆତଙ୍କବାଦ ବିରୋଧୀ ସ୍କ୍ବାଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବିଦେଶୀ ଗଣମାଧ୍ୟମ ଅନୁଯାୟୀ, ଇରାକର ଆତଙ୍କବାଦ ବିରୋଧୀ ସେବା ଅଧିକାରୀ କହିଛନ୍ତି ଯେ ତୁର୍କୀ ଶୁକ୍ରବାର କୁର୍ଦ୍ଦିସ୍ତାନରେ ଡ୍ରୋନ ଆକ୍ରମଣ…

ରାଜସ୍ଥାନ ୟୁନାଇଟେଡ୍‌କୁ ହରାଇଲା ଓଡ଼ିଶା ଏଫ୍‌ସି

କୋକ୍ରାଝର, ୧୨ା୮: ଡୁରାଣ୍ଡ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଓଡ଼ିଶା ଏଫ୍‌ସି ଆଇ-ଲିଗ୍‌ ପ୍ରାଞ୍ଚାଇଜ୍‌ ରାଜସ୍ଥାନ ୟୁନାଇଟେଡ୍‌ ଏଫ୍‌ସିକୁ ୨-୧ ଗୋଲ୍‌ରେ ପରାସ୍ତ କରିଛି। ଦଳର ଏହା ହେଉଛି ପ୍ରଥମ ବିଜୟ। କ୍ୱାର୍ଟରଫାଇନାଲ ଦୌଡ଼ରେ ଥିବା ଓଡ଼ିଶା, ରାଜସ୍ଥାନ ୟୁନାଇଟେଡ୍‌ ଓ ଇଣ୍ଡିଆନ…

ଯୁବଶକ୍ତି ଦେଶ ପ୍ରଗତିର ଉତ୍ସ

ଦେଶ ପ୍ରଗତିର ଉତ୍ସ ହିଁ ଯୁବଶକ୍ତି। ସେମାନଙ୍କ ଦ୍ୱାରା ହେଉଥିବା ବହୁବିଧ କାର୍ଯ୍ୟ ଉପରେ ଦେଶର ଅର୍ଥନୀତି ନିର୍ଭର କରିଥାଏ। ଯୁବବର୍ଗଙ୍କର ଆଗକୁ ବଢ଼ିବା ପଥରେ ରହିଥିବା ସମସ୍ୟା ଏବଂ ସେସବୁର ସଫଳ ସମାଧାନ ଦିଗରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ…

ସତ୍ୟବ୍ରତ ବେହେରାଙ୍କ ପରଲୋକ

କଟକ,୧୨ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ଯୁଗ୍ମସମ୍ପାଦକ ତଥା କଟକ ଜିଲା କ୍ରିକେଟ ସଂଘର ପୂର୍ବତନ ସମ୍ପାଦକ ସତ୍ୟବ୍ରତ ବେହେରା(୫୨)ଙ୍କ ଶୁକ୍ରବାର ପରଲୋକ ହୋଇଛି। ବିଶିଷ୍ଟ କ୍ରୀଡ଼ା ସଂଗଠକ ଆଶୀର୍ବାଦ ବେହେରାଙ୍କର ସେ ଜ୍ୟେଷ୍ଠ ପୁତ୍ର। ସେ ଦୀର୍ଘଦିନ…

୭ ମାସରେ ମଲେଣି ୪୪ ହାତୀ

ଭୁବନେଶ୍ୱର, ୧୧।୮(ଅସମାପିକା ସାହୁ): ହାତୀକୁ ଐତିହ୍ୟ ପ୍ରାଣୀ ବୋଲି ଘୋଷଣା କରାଯାଇଛି। କିନ୍ତୁ ହାତୀ ଓ ମଣିଷ ଲଢ଼େଇ ଏବେ ବି କମିବାର ନାଁ ନେଉନାହିଁ। ଏହି ଲଢ଼େଇରେ କେତେବେଳେ ହାତୀର ମୃତ୍ୟୁ ହେଉଛି ତ ଆଉ କେଉଁଠି ମଣିଷର ଜୀବନ ଯାଉଛି।…

ପ୍ରଥମ ଦିନରେ ଓଡ଼ିଶାକୁ ୭ ପଦକ

ଭୁବନେଶ୍ୱର, ୧୨।୮(ତପନ ସ୍ବାଇଁ): ଦିଲ୍ଲୀର ତାଲକୋଟ୍ରାଠାରେ ଚାଲିଥିବା ଇଣ୍ଡିପେଣ୍ଡେନ୍ସ କପ୍‌ କରାଟେ ପ୍ରତିଯୋଗିତାର ପ୍ରଥମ ଦିବସରେ ଶୁକ୍ରବାର ଓଡ଼ିଶା ପ୍ରତିଯୋଗୀ ୭ ପଦକ ହାସଲ କରିଛନ୍ତି। ଏହା ମଧ୍ୟରେ ୩ ସ୍ବର୍ଣ୍ଣ, ୧ ରୌପ୍ୟ ଓ ୩ ବ୍ରୋଞ୍ଜ ସାମିଲ। ସିନିୟର…

ଇଣ୍ଡିଆସ୍‌ ବିଗେଷ୍ଟ ଇଲେକ୍ଟ୍ରୋନିକ୍ସ ସେଲ୍‌

ଭୁବନେଶ୍ୱର,୧୨।୮ : ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ଡିଜିଟାଲ ଇଣ୍ଡିଆ ସେଲ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ଲୋକପ୍ରିୟ ଅଭିଯାନ ‘ଇଣ୍ଡିଆସ ବିଗେଷ୍ଟ ଇଲେକ୍ଟ୍ରୋନିକ୍ସ ସେଲ୍‌’ ଜରିଆରେ ଉପଭୋକ୍ତମାନଙ୍କୁ ଟେକ୍ନୋଲୋଜି ସହ ସଶକ୍ତ କରିବା ପାଇଁ ରିଲାଏନ୍ସ ଡିଜିଟାଲ ସବୁ…

ବେଦାନ୍ତ ଆଲୁମିନିୟମର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୨।୮: ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ କାର୍ଯ୍ୟ ପରିସରରେ ଏକ ସ୍ବତନ୍ତ୍ର ଅଭିଯାନର ଶୁଭାରମ୍ଭ କରାଯାଇଥିଲା। ଏପରିକି ସପ୍ତାହବ୍ୟାପୀ ଆୟୋଜିତ ଉକ୍ତ ଅଭିଯାନରେ ଉଭୟ ମା ଓ…

ପଞ୍ଜାବ ଓ ହରିୟାଣା ହାଇକୋର୍ଟଙ୍କ ରହିତାଦେଶ

ଚଣ୍ଡିଗଡ଼, ୧୨ା୮ଶନିବାର ହେବାକୁଥିବା ବହୁପ୍ରତୀକ୍ଷିତ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ଉପରେ ରହିତାଦେଶ ଜାରି କହିଛନ୍ତି ପଞ୍ଜାବ ଓ ହରିୟାଣା ହାଇକୋର୍ଟ। ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନରେ ହରିୟାଣା ଆମେଚର ରେସ୍‌ଲିଂ ଆସୋସିଏଶନ (ଏଚ୍‌ଏଡବ୍‌ଲ୍ୟୁଏ)କୁ ଭୋଟ ଦାନ ଅଧିକାର ମିଳିଥିବା ବେଳେ ସେମାନଙ୍କୁ…

ଏଏମ୍‌ଏନ୍‌ଏସ ଇଣ୍ଡିଆ ପକ୍ଷରୁ ରିଲିଫ୍‌ ସାମଗ୍ରୀ ପ୍ରଦାନ

ଭୁବନେଶ୍ୱର,୧୨।୮: ଆର୍ସଲରମିତଲ ନିପ୍ପନ୍‌ ଷ୍ଟିଲ୍‌ (ଏଏମ୍‌ଏନ୍‌ଏସ) ଇଣ୍ଡିଆ ବନ୍ୟା ପ୍ରପିଡିତ ଗ୍ରାମାଞ୍ଚଳଗୁଡିକରେ ରିଲିଫ ବିତରଣ ପାଇଁ ଆବଶ୍ୟକୀୟ ରିଲିଫ ସାମଗ୍ରୀ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ୍‌ ପ୍ରଶାସନକୁ ପ୍ରଦାନ କରାଯାଇଛି। ଏପରିକି କୁଜଙ୍ଗ ବ୍ଲକରେ ବନ୍ୟା ଯୋଗୁଁ ଜନଜୀବନ,ପଶୁସମ୍ପଦ ଓ ସମ୍ପତିରେ…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୧୨।୭: କ୍ରମାଗତ ୨ଦିନ ଲାଗି ଭାରତୀୟ ଶେୟାର ବଜାରର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ଶୁକ୍ରବାର ଷ୍ଟକ…

୬.୫୩ ଲକ୍ଷ କୋଟିର ପ୍ରତ୍ୟକ୍ଷ ଟିକସ ସଂଗ୍ରହ

ନୂଆଦିଲ୍ଲୀ,୧୨।୭ (ଅଭୟ ଦାଶ): କ୍ରମାଗତ ଭାବେ ଦେଶର ଟିକସ ସଂଗ୍ରହ ବୃଦ୍ଧି ପାଉଛି। ବିଶେଷ କରି ଚଳିତ ଆର୍ଥିକ ବର୍ଷରେ ଟିକସରୁ ସରକାରଙ୍କ ଆୟ କ୍ରମାଗତ ଭାବେ ବୃଦ୍ଧି ପାଇଛି। ଶୁକ୍ରବାର ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍‌ସେସ୍‌ (ସିବିଡିଟି) ପକ୍ଷରୁ ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri