ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବଲିଉଡ ସେଲିବ୍ରିଟି
ମୁମ୍ବାଇ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ୭୩ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ସେ ଦେଶର ବିଭିନ୍ନ ସ୍ଥାନରୁ ଅଭିନନ୍ଦନ ଏବଂ ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ବଲିଉଡ ସେଲିବ୍ରିଟିମାନେ ମଧ୍ୟ ତାଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ ଅଭିନନ୍ଦନ ପଠାଉଛନ୍ତି।…
ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର
ଭୁବନେଶ୍ୱର,୧୭।୯: ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍ (ଆର୍ଆଇଏଲ୍)ର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଡିଜିଟାଲ ପକ୍ଷରୁ ଆକର୍ଷଣୀୟ ଏବଂ ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୩ ସେପ୍ଟେମ୍ବର ୧୬ରୁ ୧୯ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ଶନିବାରରୁ…
ସ୍କ୍ରବ୍ ଟାଇଫସ ସଂକ୍ରମଣ: ଅନୁଧ୍ୟାନ କଲେ ବୁର୍ଲା ଡାକ୍ତରଖାନା ଟିମ୍
ବରଗଡ଼,୧୭ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ ସଂକ୍ରମଣ ଯୋଗୁ ୫ଜଣଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ଆଦେଶକ୍ରମେ ଭୀମସାର୍, ବୁର୍ଲା ୩ ଜଣିଆ ଟିମ ଶନିବାର ବରଗଡ଼ ଗସ୍ତରେ ଆସି ଏହାର ଅନୁଧ୍ୟାନ କରିଛନ୍ତି।…
ମୁଣ୍ଡ ପିଛା ଆୟ ବୃଦ୍ଧିକୁ ଗୁରୁତ୍ୱ
ଭୁବନେଶ୍ୱର,୧୭।୯ (ଅଭୟ ଦାଶ): ଭାରତ ବିଶ୍ୱର ୫ମ ଅର୍ଥ ବ୍ୟବସ୍ଥା ହେବା ଏକ ‘ପ୍ରଭାବୀ ସଫଳତା’ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ପୂର୍ବତନ ଗଭର୍ନର ସି.ରଙ୍ଗରାଜନ କହିଛନ୍ତି। ହେଲେ ଦେଶର ମୁଣ୍ଡ ପିଛା ଆୟ ମଧ୍ୟ ଏହା ସହ ବଢିବା…
ଦିଲ୍ଲୀ ମେଟ୍ରୋରେ ଯାତ୍ରା କଲେ ମୋଦି, ଯାତ୍ରୀଙ୍କ ସହ ଉଠାଇଲେ ଫଟୋ
ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଧୋଲା କୁଆଁରୁ ମେଟ୍ରୋ ଯୋଗେ ଦ୍ୱାରକା ପହଞ୍ଚି ୟଶୋଭୂମୀ ଦ୍ୱାରକା ସେକ୍ଟର ୨୫ ମେଟ୍ରୋ ଷ୍ଟେଶନର ଉଦଘାଟନ କରିଥିଲେ। ନୋଏଡା ଇଲେକ୍ଟ୍ରୋନିକ ସିଟି ଏବଂ ଦ୍ୱାରକା ସେକ୍ଟର ୨୧ ଆଡକୁ ଯାଉଥିବା ବ୍ଲୁ ଲାଇନ…
ଡିସେମ୍ବର ୨୨ରେ ଶାହରୁଖ୍ଙ୍କ ‘ଡଙ୍କି’
ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ୍ଙ୍କ ଫିଲ୍ମ ‘ଜୱାନ’ ବର୍ତ୍ତମାନ ବକ୍ସ ଅଫିସ୍ରେ ଧମାଲ କରୁଛି। ନିକଟରେ ସିନେମା ୪୦୦ କୋଟି କ୍ଲବରେ ସାମିଲ ହୋଇଛି। ଶାହରୁଖ ତାଙ୍କ ଆଗାମୀ ଫିଲ୍ମ ବାବଦରେ କିଛି ସୂଚନା ଦେଇଛନ୍ତି। ତେବେ ଚଳିତବର୍ଷ ତାଙ୍କର…
ହାତ ଥିବା ବିଲୁପ୍ତପ୍ରାୟ ମାଛ
କାନବେରା: ପୃଥିବୀରେ ବିଭିନ୍ନ ପ୍ରଜାତିର ଜୀବ ବାସ କରୁଥିବାବେଳେ ଅନେକ ସମୟରେ ନୂଆ କିଛି ଜୀବ ଦୃଷ୍ଟିଗୋଚର ହୋଇଥାନ୍ତି। ନିକଟରେ ଅଷ୍ଟ୍ରେଲିଆ ସମୁଦ୍ର କୂଳରେ ୨୦ ବର୍ଷ ପରେ ଭିନ୍ନ ଏକ ମାଛ ଦେଖିବାକୁ ମିଳିଛି। ଏହି ମାଛର ପର ସ୍ଥାନରେ…
ଦୁନିଆର ସବୁଠୁ ବଡ଼ ଶପିଂ ମଲ୍, ରହିଛି ଏସବୁ ସୁବିଧା
ଭାରତରେ ମଲ୍ ସଂସ୍କୃତି ନ ଥିଲା । ଆମେରିକାରୁ ଆସିଥିବା ଏହି ଟ୍ରେଣ୍ଡ୍ ଭାରତରେ ଏତେ ଦ୍ରୁତ ଗତିରେ ବ୍ୟାପିଯାଇଛି ଯେ, ବର୍ତ୍ତମାନ ମଲ୍ଗୁଡ଼ିକ ବଡ଼ ବଡ଼ ସହରରେ ମଧ୍ୟ ନିର୍ମାଣ କରାଯାଉଥିବା ଦେଖାଯାଉଛି। ମୁମ୍ବାଇ, ଦିଲ୍ଲୀ, ନୋଏଡା, ଚେନ୍ନାଇ ଭଳି…
କୁକୁର, କୋକିଶିଆଳିର ମିଶ୍ରଣ ‘ଡଗ୍କ୍ସିମ୍’
ବ୍ରାସିଲିଆ : ଗୋଟିଏ ପ୍ରଜାତିର ଅନେକ ଜୀବ ଥା’ନ୍ତି। ସେମାନଙ୍କ ରଙ୍ଗ, ଢଙ୍ଗ ମଧ୍ୟ ଅଲଗା ହୋଇଥାଏ। ନିକଟରେ ବ୍ରାଜିଲରେ ଏକ ହାଇବ୍ରିଡ୍ କୁକୁରର ମୃତ୍ୟୁ ଘଟିଛି। ୨୦୨୧ରେ ଏହି ହାଇବ୍ରିଡ୍ କୁକୁରର ସନ୍ଧାନ ମିଳିଥିଲା। ଏକ କାର୍ ଧକ୍କାରେ କୁକୁରଟି…
ବିଓଏମ୍ ର ଏକ୍ସପୋର୍ଟ ଓରିଏଣ୍ଟେଡ୍ ଦକ୍ଷତା ବିକାଶ
ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ୍)ର ୮୯ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟର ବିଭିନ୍ନ ପ୍ରମୁଖ ବିଭାଗ ଓ ହିତାଧିକାରୀଙ୍କ ସହ ଏକ ଋଣନୀତିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଫେଡେରେଶନ ଅଫ୍ ଇଣ୍ଡିଆନ୍ ଏକ୍ସପୋର୍ଟ ଅର୍ଗାନାଇଜେଶନ (ଫିଓ)ର ସକ୍ରିୟ ସହଯୋଗରେ…
ଯୌତୁକ ପ୍ରଥାକୁ ବିରୋଧକରି ପର୍ବତ ଚଢୁଛନ୍ତି
ପୁଣେ: ଯୌତୁକ ପ୍ରଥା ଏକ କୁପ୍ରଥା ହୋଇଥିଲେ ମଧ୍ୟ ଲୋକେ ସେଥିରୁ ନିଜକୁ ନିବୃତ୍ତ ରଖିପାରୁନାହାନ୍ତି। ଅନେକ ସମୟରେ ଏହି ପ୍ରଥା ପାଇଁ ଅନେକଙ୍କ ଜୀବନ ମଧ୍ୟ ଯାଉଛି। ହେଲେ ଲୋକେ ଏଥିପ୍ରତି ସଚେତନ ହେଉନାହାନ୍ତି। ମହାରାଷ୍ଟ୍ର ପୁଣେର ଜଣେ ଯୁବତୀ…
ଇସ୍ରୋ
ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚ ଅର୍ଗାନାଇଜେଶନ୍ (ଇସ୍ରୋ) ବା ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ଗୋଟିଏ ପରେ ଗୋଟିଏ ସଫଳ ପରୀକ୍ଷଣ ଦ୍ୱାରା ସମଗ୍ର ବିଶ୍ୱରେ ଭାରତର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଜାଣିବା ଏହା ସମ୍ପର୍କରେ କିଛି ତଥ୍ୟ… -୧୯୬୨…
Archives


