ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ
ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା ବେଳେ HIV ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଜିଲାସ୍ତରୀୟ ତଦନ୍ତରୁ ଜଣାପଡ଼ିଛି ଯେ ରକ୍ତଦାତାଙ୍କ ଠାରୁ…
ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା
ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର ଅଭିଜ୍ଞତାରୁ ଶିକ୍ଷା ଏବଂ ତା’ପରେ ଠୋସ୍ ପଦକ୍ଷେପ ନେବା ପାଇଁ ଏକ ଦିନ। ମେଷ-…
ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ
କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ ଠାରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଏହି…
ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର
ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍ଏଚ୍ ୫୩ ଗୋଡ଼ଭଗାଠାରେ ୩ଘଣ୍ଟା ଧରି ଧାନ ରଖି ଆନ୍ଦୋଳନ କରିଥିଲା। ପ୍ରଶାସନ ପକ୍ଷରୁ ଉପଜିଲାପାଳ…
ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ
ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ l ଜିଲାର ୧ଲକ୍ଷ ୬୮ହଜାରରୁ ଊର୍ଦ୍ଧ୍ୱ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ…
ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ
ପୁଣେ,୧୮ା୧୨: ଲେଗ୍ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ ମୁସ୍ତାକ ଅଲୀ ଟ୍ରଫି (ସ୍ମାଟ) ଟି୨୦ ଟୁର୍ନାମେଣ୍ଟ ଫାଇନାଲରେ ଖେଳି ନ ଥିଲେ। ଏ…
ରେଳଯାତ୍ରୀଙ୍କୁ ବଡ଼ ଝଟ୍କା: ପ୍ଲେନ୍ ଭଳି ଏବେ…
ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସଂସଦରେ ସୂଚନା ଦେଇଛନ୍ତି। ତେଲୁଗୁ ଦେଶମ ପାର୍ଟି (ଟିଡିପି) ସାଂସଦ ଭେମିରେଡ୍ଡି ପ୍ରଭାକର ରେଡ୍ଡିଙ୍କ…
ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…
ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସେ ହେଲେ ଖଜୁରୀପଡା ଥାନା…
ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…
ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତିତିଖଣ୍ଡିି ଗ୍ରାମରେ ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି। ସୂଚନାନୁଯାୟୀ, ପି.ସରୋଜିନୀ(୬୫)ଙ୍କ ମୃତ୍ୟୁର…
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ ଶିକ୍ଷକ ଧରଣୀଧର ବେହେରା ନିଶାସକ୍ତ ଅବସ୍ଥାରେ ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ବାଡ଼ିରେ ପିଟି ଆହତ…
ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ
ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଚନ୍ଦ୍ରକଳା ଦିଗାଳ। ମିଳିଥିବା ସୂଚନା…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ
ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ (MKBY) ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କୁ ୫୧,୦୦୦ ଟଙ୍କାର…
Archives


