‘ମା’ କ୍ଷୀର ଅମୃତ ତୁଲ୍ୟ, ଏହାର ବିକଳ୍ପ ନାହିଁ’
କଟକ,୮ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ଡ୍ରିମ୍ସ ସ୍କୁଲ ଆଣ୍ଡ୍ କଲେଜ ଅଫ୍ ନର୍ସିଂରେ ସୋମବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ଉଦ୍ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ପଦ୍ମିନୀ ଅଡିଟୋରିୟମ୍ରେ ‘କର୍ମଜୀବୀ ମା’ମାନଙ୍କ କ୍ଷେତ୍ରରେ ଶିଶୁ ସ୍ତନ୍ୟପାନର ପୃଥକ୍ ପଦ୍ଧତି’ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ…
ରାଜ୍ୟ ୯ ବର୍ଷରୁ କମ୍ ଚେସ୍ ଉଦ୍ଯାପିତ
ଭୁବନେଶ୍ୱର, ୮।୮ (ତପନ ସ୍ବାଇଁ) :କଟକ ଜିଲା ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ବାରବାଟୀ ଷ୍ଟାଡିୟମ ହର୍ଷଗେଟ୍ ପରିସରରେ ରାଜ୍ୟ ୯ ବର୍ଷରୁ କମ୍ ଚେସ୍ ପ୍ରତିଯୋଗିତା ଉଦ୍ଯାପିତ ହୋଇଛି। ଏହାର ବାଳିକା ବିଭାଗରେ କଟକର ଇ. ଦିବ୍ୟା ଓ ବାଳକରେ ଖୋର୍ଦ୍ଧାର…
ଭିଟ୍ଟୋରୀ ସନରାଇଜର୍ସ କୋଚ୍
ହାଇଦ୍ରାବାଦ, ୮ା୮ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଦଳ ସନ୍ରାଇଜର୍ସ ହାଇଦ୍ରାବାଦ ଗତ ୬ଟି ସିଜନରେ ୫ଥର ଏହାର ମୁଖ୍ୟ କୋଚ୍ଙ୍କୁ ବଦଳାଇଛି। ଦଳ ସୋମବାର ଡାନିଏଲ ଭିଟ୍ଟୋରୀଙ୍କୁ ଏହାର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ଗତ ଦୁଇ…
ଅର୍ଥନୀତିକୁ ସୁଦୃଢ଼ କରିବାରେ ହସ୍ତତନ୍ତର ଅବଦାନ ରହିଛି: ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର, ୮ା୮(ସୁନିତ୍ ମିଶ୍ର): ଆମ ଦେଶ ତଥା ରାଜ୍ୟର ହସ୍ତଶିଳ୍ପ, ହସ୍ତତନ୍ତ ଓ ହସ୍ତକଳାର ସ୍ବତନ୍ତ୍ର ପରିଚୟ ରହିଛି। ଜାତୀୟ ହସ୍ତତନ୍ତ ଦିବସ ଭାରତରେ ହସ୍ତତନ୍ତ କାରିଗରିର ବର୍ଷ ବର୍ଷ ଧରି ପୁରାତନ ପରମ୍ପରାକୁ ସ୍ମରଣ କରାଇଥାଏ। ଦେଶର ଅର୍ଥନୀତିରେ ହସ୍ତତନ୍ତ…
ନିକୋଲାସ ପୁରନଙ୍କୁ ଜରିମାନା
ପ୍ରୋଭିଡେନ୍ସ (ଗୁଏନା), ୮ା୮ : ଓ୍ବେଷ୍ଟଇଣ୍ଡିଜ ଉଇକେଟକିପର-ବ୍ୟାଟର ନିକୋଲାସ ପୁରନଙ୍କୁ ତାଙ୍କ ମ୍ୟାଚ ଫି’ର ୧୫ ପ୍ରତିଶତ ଜରିମାନା କରାଯାଇଛି। ସାମବାର ଭାରତ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ଓ୍ବେଷ୍ଟଇଣ୍ଡିଜ ଦୁଇ ଉଇକେଟରେ ବିଜୟ ଲାଭ କରିଥିଲା। ଦଳକୁ ଜିତାଇବାରେ ପୂରନ…
୫ ବର୍ଷରେ ୪,୨୫୮ ହେକ୍ଟର ଚାଷଜମି ହ୍ରାସ
କେନ୍ଦ୍ରାପଡ଼ା, ୮।୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ୨୦୧୮ରୁ ୨୦୨୩ ମଧ୍ୟରେ ପ୍ରାୟ ଶତାଧିକ ହେକ୍ଟର ଅମଳକ୍ଷମ ଉର୍ବର ଚାଷଜମି କିସମ ପରିବର୍ତ୍ତନ ହୋଇ ଘରବାଡ଼ି ହୋଇଛି। ଏଥିପାଇଁ ଚାଷଜମି ହ୍ରାସ ପାଇଚାଲିଛି। ଯଦି ଏଭଳି ଧାରାରେ ଚାଷଜମି ସଂଖ୍ୟା…
କ୍ୱାର୍ଟରରେ ଅଷ୍ଟ୍ରେଲିଆ, ଇଂଲଣ୍ଡ
ବ୍ରିସ୍ବେନ୍,୮ା୮: ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ଫୁଟବଲ୍ ବିଶ୍ୱକପ୍ର ସୋମବାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ୟୁରୋ କପ୍ ଚାମ୍ପିୟନ୍ ଇଂଲଣ୍ଡ ଓ ଘରୋଇ ଅଷ୍ଟ୍ରେଲିଆ। ପ୍ରଥମ ଥର ନକ୍ଆଉଟରେ ପ୍ରବେଶ କରିଥିବା ନାଇଜେରିଆକୁ ୪-୨ର ପେନାଲ୍ଟି ଶୁଟଆଉଟରେ ପରାସ୍ତ…
ସିରିଜ ପରାଜୟ ଆଶଙ୍କାରେ ଭାରତ
ପ୍ରୋଭିଡେନ୍ସ୍ସ (ଗୁଏନା), ୮।୮: ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ତୃତୀୟ ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ମଙ୍ଗଳବାର ଏଠାରେ ଅନୁଷ୍ଠିତ ହେବ। ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ୨ଟି ମ୍ୟାଚକୁ ଭାରତ ହାରି ସାରିଛି। ତେଣୁ ଟିମ୍…
ଓଡ଼ିଶା ଦଳର ୩ ଦିନିଆ ଚୟନ ଶିବିର
ବଲାଙ୍ଗୀର, ୮ା୮,(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ଇନ୍ଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମଠାରେ ସୋମବାର ଇଷ୍ଟଜୋନ ଚାମ୍ପିୟନଶିପ ପାଇଁ ଓଡ଼ିଶା ଦଳ ଚୟନ ଶିବିର ଉଦ୍ଘାଟିତ ହୋଇଛି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ତିନିଦିନିଆ ଶିବିରକୁ…
ପର କରିଦେଲା ପରିବାର
କାମାକ୍ଷାନଗର,୮ା୮ (ସୁଧୀର ପରିଡ଼ା): ବୟସ ଆଣି ବୃଦ୍ଧାବସ୍ଥାରେ ପହଞ୍ଚାଇଲାଣି। ଶରୀର ଦୁର୍ବଳ ହୋଇଗଲାଣି। ଖଟି ଖାଇବା ଆଉ ସମ୍ଭବ ନୁହେଁ। ହେଲେ ଏକଥା ଜାଣି ବି ପର କରିଦେଲେ ପରିବାର ଲୋକେ। ଘରୁ ତଡ଼ିଦେଲେ ବୋହୂ ଓ ପୁଅ। ଏପରି ଅବସ୍ଥାରେ…
ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ
ଭୁବନେଶ୍ୱର, ୮।୮ (ତପନ ସ୍ବାଇଁ): ୟୁନିଟ-୬ ଆଥ୍ଲେଟିକ୍ ଆସୋସିଏଶନ ଆନୁକୂଲ୍ୟରେ ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ପ୍ରତିଯୋଗିତା ଚଳିତ ମାସ ତୃତୀୟ ସପ୍ତାହରେ ଆରମ୍ଭ ହେବ। କୋଭିଡ୍ ମହାମାରୀ ଏବଂ ଅନ୍ୟ କେତେକ ଅନିବାର୍ଯ୍ୟ କାରଣ ବଶତଃ ଏହି ପ୍ରତିଯୋଗିତା ଗତ ୨-୩…
ଜାତୀୟ ଜାଭେଲିନ ଥ୍ରୋ ଦିବସରେ ପ୍ରତିଯୋଗିତା
କଟକ ଅଫିସ, ୮।୮ : (ସୁପ୍ରିୟା ପ୍ରିୟଦର୍ଶିନୀ): ଟୋକିଓ ଅଲିମ୍ପିକ୍ସରେ ଅଗଷ୍ଟ ୭ରେ ଭାରତର ନୀରଜ ଚୋପ୍ରା ଜାଭେଲିନ୍ ଥ୍ରୋରେ ଐତିହାସିକ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲେ। ଫଳରେ ଅଗଷ୍ଟ ୭କୁ ଆଥ୍ଲେଟିକ୍ସ ଫେଡେରେଶନ ଅଫ୍ ଇଣ୍ଡିଆ (ଏଏଫ୍ଆଇ) ଜାତୀୟ ଜାଭେଲିନ୍…
Archives


