Home Left

ୟୁଏନ୍‌ଡିପି ସହ ନାବାର୍ଡର ସହଭାଗିତା

ଭୁବନେଶ୍ୱର,୧୪।୯: ନ୍ୟାଶନାଲ ବ୍ୟାଙ୍କ ଫର୍‌ ଅଗ୍ରିକଲ୍ଚର ଆଣ୍ଡ ରୁରାଲ ଡେଭଲପମେଣ୍ଟ (ନାବାର୍ଡ) ଏବଂ ଦି ୟୁନାଇଟେଡ୍‌ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି)ର ଭାରତ ଶାଖା ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷ କରି ଭାରତୀୟ କ୍ଷୁଦ୍ରଚାଷୀଙ୍କ ବିକାଶ ଓ…

ବ୍ୟାଙ୍କ ନ ଥିବା ପଞ୍ଚାୟତରେ ଶାଖା ଖୋଲିବାକୁ ପଦକ୍ଷେପ ନିଆଯାଇଛି: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୧୪।୯(ସୁନିତ୍‌ ମିଶ୍ର)ଓଡ଼ିଶା ସ୍ବଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ ଅର୍ଥ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସ୍ବଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ଏ.ଟି. ସିରିଜ୍‌ ଉଠାଣ ସୂଚନା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…

ଭୋଟର ତାଲିକାରେ ୩.୪୫ ଲକ୍ଷ ମୃତ ମତଦାତା

ଭୁବନେଶ୍ୱର,୧୪ା୯(ଅନିଲ ଦାସ)ରାଜ୍ୟରେ ୩,୪୫,୦୦୦ ମୃତ ମତଦାତାଙ୍କ ନାମ ଭୋଟର ତାଲିକାରେ ରହିଛି। ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ନିକଟରେ ଘରକୁ ଘର ବୁଲି କରାଯାଇଥିବା ସର୍ଭେରୁ ଏହା ଜଣାପଡ଼ିଛି। ସେଗୁଡ଼ିକୁ ତୁରନ୍ତ ଭୋଟର ତାଲିକାରୁ ବାଦ୍‌ ଦେବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିତ୍କାରୀ(ସିଇଓ)…

ଜଣେ ମାଓବାଦୀ ଗିରଫ, ୬ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୪ା୯(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲା କୋଣ୍ଟା ଅଞ୍ଚଳରେ ପୋଲିସ ଓ ସିଆର୍‌ପିଏଫ୍‌ର ୨୧୯ ବାଟାଲିୟନର ଯବାନ କୋମ୍ବିଂ ଅପରେଶନ କରୁଥିବାବେଳେ ମାଡକମ ବୁଦରା ନାମକ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଥିଲା। ତାଙ୍କ ନିକଟରୁ ୧୦ଟି ଜିଲୋଟିନ ଷ୍ଟିକ୍‌,…

ଜୀବନକୁ ବାଜି ଲଗାଇ ନଦୀ ପାର

ବାଲିଗୁଡା,୧୪ା୯(ସଞ୍ଜୟ କୁମାର ପାଣିଗ୍ରାହୀ)ଗାଁ କୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଭରା ନଈରେ ରୋଗୀଙ୍କୁ ଟ୍ୟୁବରେ ବସାଇ ଖଡ଼ଗ ନଦୀ ପାର କରାଇଲେ ପରିବାର। ବାଲିଗୁଡାଠାରୁ ସାଇନପଡାକୁ ଯିବା ପାଇଁ ଖଡ଼ଗ ନଦୀରେ ଏକ ପୋଲ ହେବାକୁ ଥିବା ବେଳେ ଏପର୍ଯ୍ୟନ୍ତ କାମ…

ବାଇକ୍‌ ଧକ୍କାରେ ଯୁବ କାଉନସିଲରଙ୍କ ମୃତ୍ୟୁ

କାମାକ୍ଷାନଗର,୧୪।୯(ସୁଧୀର କୁମାର ପରିଡ଼ା)ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସି ୫ ନମ୍ବର ଓ୍ବାର୍ଡର ବିଜେଡି କାଉନସିଲର ସରୋଜ କୁମାର ମହାଲିକ (୩୫) ବୁଧବାର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସେ ଜିରିଡାମାଳି ନିକଟରେ ଏକ ହୋଟଲ ସମ୍ମୁଖରେ ଠିଆ ହୋଇଥିବା ବେଳେ ଦ୍ରୁତଗତିରେ ଆସୁଥିବା…

ଏସିଆନ ଗେମ୍ସ ପାଇଁ ଓଡ଼ିଶା ଆଥ୍‌ଲେଟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,୧୪।୯(ତପନ ସ୍ବାଇଁ)ଚାଇନାର ହାଙ୍ଗଝୋଠାରେ ଚଳିତ ମାସ ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଏସିଆର ଏହି ମେଗା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଓଡ଼ିଶାର ୧୩ ଆଥ୍‌ଲେଟ ଯୋଗ୍ୟତା ଅର୍ଜନ କରିଛନ୍ତି। ସେମାନଙ୍କ ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ…

ରେଳଲାଇନରେ ଖସିଲା ପଥର, ମାଟି ଅତଡ଼ା

ରାୟଗଡ଼ା,୧୪।୯(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲାରେ ବୁଧବାର ପ୍ରବଳ ବର୍ଷା ଯୋଗୁ ରାଉଳି ଓ ଲେଲିଗୁମା ରେଳ ଷ୍ଟେଶନ ମଧ୍ୟରେ ବୁଧବାର ସକାଳ ପ୍ରାୟ ୯ଟା ୩୦ ମିନିଟ୍‌ରେ ଭୂସ୍ଖଳନ ଘଟିଛି। ପାହାଡ଼ରୁ ପଥର ଓ ମାଟି ଅତଡା ଖସି କୋରାପୁଟ-ରାୟଗଡ଼ା ରେଳପଥରେ…

ପଥର ତଳେ ଚାପିହୋଇ ୨ ଭାଇଙ୍କ ମୃତ୍ୟୁ

ଦିଗପହଣ୍ଡି, ୧୪।୯ (ଅଶେଷ ନାଥ ମିଶ୍ର)ପଥର ଖାଦାନରେ କାମ କରୁଥିବା ବେଳେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପିଲିକାଢ଼ିହ ଗ୍ରାମର ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ବୁଧବାର ସନ୍ଧ୍ୟାରେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ମହୁରୀକାଳୁଆ ଛକ ନିକଟରେ ଥିବା…

ହେବନି ଛାତ୍ର ସଂସଦ ନିର୍ବାଚନ, ବିରୋଧ ତେଜିଲା

ଭୁବନେଶ୍ୱର, ୧୪।୯(ଅସମାପିକା ସାହୁ)ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ କଥା ଉଲ୍ଲେଖ କରାଯାଇନାହିଁ। ଫଳରେ ରାଜ୍ୟରେ ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ନ ହେବା ସ୍ପଷ୍ଟ ହୋଇଛି। ଏହାପରେ ବିରୋଧ ଓ ପ୍ରତିବାଦ ଆରମ୍ଭ…

ଲାଇଫ୍‌ ଜ୍ୟାକେଟ୍‌ ବିନା ନୌଚଳାଚଳ

କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ଏବଂ ୨୭ ନାଳ ରହିଛି। ଏହି ସବୁ ନଦୀ, ନାଳ ଘେରରେ ଥିବା ୧୭ ପଞ୍ଚାୟତକୁ ସଂଯୋଗ ପାଇଁ ସେତୁ ନାହିଁ। ଡଙ୍ଗା ଦ୍ୱାରା ଯାତାୟାତ ଚାଲିଛି। ସେହି ପରିମାଣରେ ଡଙ୍ଗାବୁଡ଼ି ଘଟଣା ବାରମ୍ବାର ଦେଖିବାକୁ…

ପୁଅଙ୍କ ଜନ୍ମଦିନରେ ସୁନ୍ଦର ଫଟୋ ଶେୟାର କଲେ ଅଜୟ ଦେବଗନ

ମୁମ୍ବାଇ: ଅଜୟ ଦେବଗନ ହିନ୍ଦୀ ଫିଲ୍ମର ଏମିତି ଜଣେ ଅଭିନେତା, ଯିଏ ନିଜ ଅଭିନୟ ଦ୍ୱାରା ସମସ୍ତଙ୍କ ହୃଦୟକୁ ସହଜରେ ଜିଣିନିଅନ୍ତି। ଯଦି ଆମେ ବଲିଉଡ୍‌ ଇଣ୍ଡଷ୍ଟ୍ରିର ସିଦ୍ଧ ପାରିବାରିକ ଅଭିନେତା ବିଷୟରେ କହିବା, ତେବେ ଅଜୟଙ୍କ ନାମ ଶୀର୍ଷରେ ରହିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri