Home Left

ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍‌ବୁଲ କମାଣ୍ଡର ନିହତ

ଶ୍ରନଗର, ୮ା୮: ଜାମ୍ମୁ କାଶ୍ମୀରର ପୁଞ୍ଜ ସେକ୍ଟରରେ ସୋମବାର ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍‌ବୁଲ ମୁଜାହିଦ୍ଦିନ ସଂଗଠନର ଜଣେ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ପୁଞ୍ଚ୍‌ ଜିଲ୍ଲା ଅନ୍ତର୍ଗତ ବାଗଲାଦ୍ରାର ମୁନୀର ହୁସେନ। ସେ ୧୯୯୩ରେ ପିଓକେ ଯାଇ ଅସ୍ତ୍ରଚାଳନା…

ନୁହ ଉଚ୍ଛେଦ ଅଭିଯାନରେ ରୋକ ଲଗାଇଲେ ହାଇକୋର୍ଟ

ଗୁରୁଗ୍ରାମ/ଚଣ୍ଡିଗଡ଼,୮ା୮: ହରିୟାଣାର ନୁହ ଜିଲାରେ ପ୍ରଶାସନ ପକ୍ଷରୁ ଚାଲିଥିବା ବେଆଇନ ନିର୍ମାଣ ଉଚ୍ଛେଦ ଅଭିଯାନ ଉପରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ସୋମବାର ରୋକ ଲଗାଇଛନ୍ତି। ନୁହ ଜିଲାରେ ପ୍ରଶାସନର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜି.ଏସ୍‌. ସନ୍ଧଓ୍ବାଲିଆ…

ଦିଶାଙ୍କ ନୂଆ ବୟଫ୍ରେଣ୍ଡଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିଶା ପଟାନୀ ତାଙ୍କ ଲଭ୍‌ ଲାଇଫ୍‌କୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଅଭିନେତା ଟାଇଗର ଶ୍ରଫ୍‌ଙ୍କ ସହ ଦିଶାଙ୍କ ପ୍ରେମ ସମ୍ପର୍କକୁ ଦର୍ଶକ ଅନେକ ପସନ୍ଦ କରୁଥିଲେ। ହେଲେ ଅଭିନେତ୍ରୀ ଏହାକୁ ନେଇ କିଛି କହି ନ…

କୁକୁର ପାଇଁ ଛାଡ଼ିଲେ ଚାକିରି

କାନ୍‌ବେରା: ଘରେ ପାଳୁଥିବା ପ୍ରାଣୀଙ୍କୁ ପ୍ରାୟ ସମସ୍ତେ ବହୁତ ଭଲ ପାଆନ୍ତି। ତାଙ୍କ ପାଇଁ ସେମାନେ ମଧ୍ୟ ଅନେକ କିଛି କରିଥାନ୍ତି। ହେଲେ ନିକଟରେ ଜଣେ ଯୁବତୀ ପାଳିଥିବା ତାଙ୍କ କୁକୁର ପାଇଁ ଏମିତି କିଛି କରିଛନ୍ତି, ଯାହା ଶୁଣିଲେ ଆଶ୍ଚର୍ଯ୍ୟ…

୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ରେକର୍ଡ଼ କରାଯାଇଛି। ଗତ ୨୪ ଘଣ୍ଟା…

ଡେଟା ସୁରକ୍ଷା ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୭ା୮(ପି.ଟି.) : ମଣିପୁର ପ୍ରସଙ୍ଗରେ ବିରୋଧୀ ସଦସ୍ୟମାନଙ୍କ ସ୍ଲୋଗାନବାଜି ମଧ୍ୟରେ ସୋମବାର ଲୋକ ସଭାରେ ଡିଜିଟାଲ ବ୍ୟକ୍ତିଗତ ଡେଟା ସୁରକ୍ଷା ବିଲ୍‌ ଗୃହୀତ ହୋଇଛି। ବିରୋଧୀ ସଦସ୍ୟ ଏଥିରେ କେତେକ ସଂଶୋଧନ ଦାବି ଲାଗି ପ୍ରସ୍ତାବ ଦେଇଥିଲେ ହେଁ ତାହା ଧ୍ୱନି…

ନୁହ ଉଚ୍ଛେଦ ଅଭିଯାନରେ ରୋକ୍‌ ଲଗାଇଲେ ହାଇକୋର୍ଟ

ଗୁରୁଗଗ୍ରାମ/ଚଣ୍ଡିଗଡ଼,୭ା୮(ପି.ଟି.): ହରିୟାଣାର ନୁହ ଜିଲାରେ ପ୍ରଶାସନ ପକ୍ଷରୁ ଚାଲିଥିବା ବେଆଇନ ନିର୍ମାଣ ଉଚ୍ଛେଦ ଅଭିଯାନ ଉପରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ସୋମବାର ରୋକ ଲଗାଇଛନ୍ତି। ନୁହ ଜିଲାରେ ପ୍ରଶାସନର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜି.ଏସ୍‌. ସନ୍ଧଓ୍ବାଲିଆ…

ମଣିପୁରର କଂଗ୍ରେସ ନେତାଙ୍କୁ ଭେଟିଲେ ସୋନିଆ, ରାହୁଲ

ନୂଆଦିଲ୍ଲୀ,୭ା୮: ମଣିପୁରରୁ ଆସିଥିବା କଂଗ୍ରେସ ନେତାମାନଙ୍କ ସହ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଏମ୍‌ପି ରାହୁଲ ଗାନ୍ଧୀ ସୋମବାର ଭେଟି ରାଜ୍ୟ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ମଣିପୁରର କଂଗ୍ରେସ ନେତାମାନଙ୍କ ମଧ୍ୟରେ ପୂର୍ବତନ…

ହତ୍ୟା ମାମଲାରେ କୋଟପାଡ ପୋଲିସ ନୀରବ: ଏସ୍‌ପିଙ୍କୁ ଜଣାଇଲେ ପରିବାର, ଗ୍ରାମବାସୀ

ଜୟପୁର, ୭ା୮ (ପବନ ପାଣିଗ୍ରାହୀ): ଏକ ହତ୍ୟା ମାମଲାରେ କୋଟପାଡ ପୋଲିସ ନୀରବ ରହିଥିବା ନେଇ ସୋମବାର କୋରାପୁଟ ଏସ୍‌ପି ଅଭିନବ ସୋନକାରଙ୍କ ନିକଟରେ ଅଭିଯୋଗ ହୋଇଛି। କୋଟପାଡ ଥାନା ଯମୁନାଗୁଡା ଗ୍ରାମବାସୀ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଏସ୍‌ପି ଅଭିଯୋଗ ଶୁଣାଣି…

ଲାଞ୍ଚ ନେଇ ଭିଜିଲାନ୍ସରେ ଧରାପଡିବା ଘଟଣା: ଗିରଫ ହେଲେ ଫାଣ୍ଡି ଅଧିକାରୀ

ଜୟପୁର,୭ା୮(ପବନ ପାଣିଗ୍ରାହୀ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ରବିବାର ଧରାପଡିଥିବା ଆମ୍ବାଗୁଡା ଫାଣ୍ଡି ଅଧିକାରୀ ପ୍ରଶାନ୍ତ ମହାନ୍ତିଙ୍କୁ ସୋମବାର ଗିରଫ କରାଯାଇଛି। ସେ ସେଠାରେ ଏସ୍‌ଆଇ ରୂପେ କାର୍ଯ୍ୟ କରୁଥିଲେ। ସେ ଏକ ମାମଲାକୁ ରଫାଦଫା କରିଦେବାକୁ ଛତ୍ରିପୁଟ ଗ୍ରାମର କୃଷ୍ଣ…

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଇମ୍ରାନ୍‌ ଖାନଙ୍କ ଦଳ

ଇସଲାମାବାଦ, ୭।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ମୁକ୍ତି ପାଇଁ ପାକିସ୍ତାନ ତେହେରିକ-ଇ-ଇନସାଫ ପାର୍ଟି ସୋମବାର ଏକ ଆଇନଗତ ଲଢେଇ ଆରମ୍ଭ କରିଛି। ତୋଶାଖାନା ମାମଲାର ଦଳ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରି ପୁନର୍ବିଚାର ପାଇଁ ଦାବି କରିଛି। ଇମ୍ରାନ୍‌…

ଲାଞ୍ଚ ଦେଲେନି ବୋଲି ଆବାସ ମିଳିଲାନି

ଭଦ୍ରକ, ୭।୮ (ସନାତନ ରାଉତ): ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ନାମ ବାଦ୍‌ ପଡ଼ିଥିବାରୁ ଭଦ୍ରକ ବ୍ଲକ ଅଧୀନ ଗୁଜିଦରଡ଼ା ପଞ୍ଚାୟତ ମୀରାମହଲା ଗ୍ରାମର ସେକ୍‌ ସାହିର ମହମ୍ମଦ ସୋମବାର ପରିବାର ସହ ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଥିଲେ। ସେ ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri