ଭାରତର ଲଜ୍ଜାଜନକ ରେକର୍ଡ
କଲମ୍ବୋ,୧୩।୯: ଏସିଆ କପ ୨୦୨୩ ସୁପର-୪ର ଏକ ମ୍ୟାଚ୍ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତ ୪୧ ରନ୍ରେ ଶ୍ରୀଲଙ୍କାକୁ ପରାସ୍ତ କରିଥିଲା। ଭାରତୀୟ ଦଳ ପ୍ରଥମେ ଖେଳି ଶ୍ରୀଲଙ୍କାର ୩ ସ୍ପିନର ମିଳିତ ଭାବରେ ୧୦…
ଶକ୍ତିନଗରରୁ ସେକ୍ସ ରାକେଟ ଠାବ
ବ୍ରହ୍ମପୁର,୧୩।୯(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ପୋଲିସ ଏକ ସେକ୍ସ ରାକେଟ ଠାବ କରିଛି। ଗୃହକର୍ତ୍ତା ଅମୂଲ୍ୟ ପାଢ଼ୀ ନିଜର ଶକ୍ତିନଗର ପ୍ରଥମ ଲାଇନରେ ଦୀର୍ଘଦିନ ଧରି ଏହି ସେକ୍ସ କାରବାର ଚଳାଉଥିଲେ। ବୁଧବାର ସକାଳେ ପୋଲିସ ଜେରା ବେଳେ ଏହି…
ବଡ଼ ରେକର୍ଡ ହାସଲ କଲେ ଜାଡେଜା
କଲମ୍ବୋ,୧୩।୯: ଭାରତୀୟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏସିଆ କପ ୨୦୨୩ରେ ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ଭାରତ ପାଇଁ ଏସିଆ କପ ଟୁର୍ନାମେଣ୍ଟରେ ସର୍ବାଧିକ ଉଇକେଟ ନେଇ ଜାଡେଜା ପ୍ରଥମ ସ୍ଥାନରେ ପହଞ୍ଚିଛନ୍ତି। ଏହି ପ୍ରସଙ୍ଗରେ ସେ…
ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ଅଭିନେତ୍ରୀ, ଦାମ୍ ରହିଛି…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା କିଛି ନା କିଛି କାରଣକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ଏହି ଅଭିନେତ୍ରୀ ମୁମ୍ବାଇର ସମୁଦ୍ର କୂଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଛନ୍ତି। ଅଭିନେତ୍ରୀଙ୍କ ଏହି ବିଳାସପୂର୍ଣ୍ଣ ଘରର ମୂଲ୍ୟ କୋଟି କୋଟି ଟଙ୍କା…
ଅଜିତ ପାୱାର ଦଳର ‘X’ ଆକାଉଣ୍ଟ ସସ୍ପେଣ୍ଡ
ମୁମ୍ବାଇ,୧୩।୯: ମହାରାଷ୍ଟ୍ରରେ ଜାତୀୟତାବାଦୀ କଂଗ୍ରେସ(ଏନସିପି)ରେ ଦୁଇଟି ଦଳ ଗଠନ ହେବା ଶରଦ ପାୱାର ଏବଂ ଅଜିତ ପାୱାରଙ୍କ ମଧ୍ୟରେ ଦଳର ଦାବିକୁ ନେଇ ଯୁଦ୍ଧ ଚାଲିଛି। ଏହି ସମୟରେ ଅଜିତ ପାୱାର ଗୋଷ୍ଠୀର ‘X’ (ପୂର୍ବ ଟୁଇଟର) ଆକାଉଣ୍ଟକୁ ସସ୍ପେଣ୍ଡ କରିଦିଆଯାଇଛି।…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ବାରିପଦା ଜନସ୍ବାସ୍ଥ୍ୟ ବିଭାଗ-୧ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ଜନସ୍ବାସ୍ଥ୍ୟ ବିଭାଗ-୧ ସହକାରୀ ଯନ୍ତ୍ରୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଯନ୍ତ୍ରୀ ବାଣେଶ୍ବର ନାଏକଙ୍କ ବାରିପଦା ରଘୁନାଥପୁରସ୍ଥିତ ୩ମହଲା ବାସଭବନ, ସରକାରୀ କାର୍ଯ୍ୟାଳୟ,…
ପୋଲ, ଜମିରେ ଚାଲିଛି ବର୍ଷାପାଣି
ନନ୍ଦପୁର, ୧୩।୯(ଶଙ୍କର ପୂଜାରୀ); ଲଘୁଚାପ ଯୋଗୁ ଲଗାଣବର୍ଷାରେ କୋରାପୁଟ ଜିଲା ନନ୍ଦାହାଣ୍ଡି ବ୍ଲକରେ ରାସ୍ତାଘାଟରେ ପାଣି ଯାତାୟାତକୁ ପ୍ରଭାବିତ କରିଛି। ଘର ଓ ଦାଣ୍ଡରେ ବର୍ଷାପାଣି ପଶି ଲୋକଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି। ଚାଷଜମି ଜଳାର୍ଣ୍ଣବ ହୋଇ ଫସଲ ନଷ୍ଟହେବା…
ନିୟମିତ ଡାକ୍ତର ରହୁ ନ ଥିବାରୁ ଉତ୍ତେଜନା
ଦଶମନ୍ତପୁର, ୧୩।୯ ( ଅରବିନ୍ଦ ନାୟକ ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ବିରିଗୁଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅନେକ ଅବ୍ୟବସ୍ଥା ଲାଗି ରହିଛି। ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଡାକ୍ତର ମନୋଜ କୁମାର ସ୍ବାଇଁ ନିଯୁକ୍ତି ହୋଇଥିଲେ ମଧ୍ୟ ଅଧିକାଂଶ ସମୟରେ ଛୁଟିରେ ରହୁଥିବାରୁ…
ଆସୁଛି ପାର୍ବଣ, ହସୁଛି କାଶତଣ୍ଡୀ
ମହାକାଳପଡ଼ା,୧୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପାର୍ବଣ ଆଗମନରେ ସଜେଇ ହେଲାଣି ପ୍ରକୃତିରାଣୀ। ଶସ୍ୟ ଶ୍ୟାମଳା ଧରିତ୍ରୀ ଉପରେ ପବନର ତାଳେ ତାଳେ ସତେ ଯେମିତି ଦୋଳି ଖେଳୁଛି କାଶତଣ୍ଡୀ। ମହାକାଳପଡ଼ା ବ୍ଲକ ଅଞ୍ଚଳର ମହାନଦୀ ପଠା, ଗହୀର ପାଟ, ରାସ୍ତାପାଶର୍ବ, ପୋଖରୀ…
ନଦୀ, ନାଳରେ କୁମ୍ଭୀର: ଲୋକେ ଭୟଭୀତ
ପଟ୍ଟାମୁଣ୍ଡାଇ,୧୩।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ସମୁଦ୍ର ଉପକୂଳ ହୋଇଥିବାରୁ ନଦୀନାଳ ପରିପୂର୍ଣ୍ଣ ଏହି ଅଞ୍ଚଳରେ କୁମ୍ଭୀର ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। କୁମ୍ଭୀର ଓ ମଣିଷ ଲଢ଼େଇରେ ୩ ମାସରେ କୁମ୍ଭୀର ୬ ଜଣଙ୍କ ଜୀବନ ନେଲାଣି। ଏବେ ଏହି ହିଂସ୍ର…
କାମରେ ଲାଗୁନି ମୁକ୍ତାକାଶ ବ୍ୟାୟାମଶାଳା
ପାରାଦୀପ,୧୩।୯(ଶରତ ରାଉତ): ପାରାଦୀପ ପୌରାଞ୍ଚଳକୁ ଆକର୍ଷଣୀୟ ଓ ସୌନ୍ଦର୍ଯ୍ୟକରଣ କରିବା ପାଇଁ ପୌରପାଳିକା ବିପୁଳ ଅର୍ଥ ଖର୍ଚ୍ଚ କରୁଛି। ନୂଆକରି ହେଉଥିବା ବିଭିନ୍ନ ପ୍ରକଳ୍ପ କେଉଁଠି କାମରେ ଲାଗୁଛି ତ କେଉଁଠି ବ୍ୟବହାର ହେଉ ନ ଥିବା ଦେଖିବାକୁ ମିଳିଛି। ଏମିତି…
ବନ୍ୟାପାଣି ପଚି ପୌରାଞ୍ଚଳରେ ମଶାଙ୍କ ପ୍ରାଦୁର୍ଭାବ ବଢ଼ୁଛି
ପଟ୍ଟାମୁଣ୍ଡାଇ,୧୩।୯(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ନିକଟରେ ବନ୍ୟା ଆସିବା ଯୋଗୁ ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୦ଟି ୱାର୍ଡ ପ୍ରଭାବିତ ହୋଇଥିଲା। ବନ୍ୟା ଛାଡ଼ିଯିବା ପରେ ବିଭିନ୍ନ ଚାଷ ଜମି ଖାଲଖମା ଓ ପୋଖରୀଗୁଡିକରେ ପଶି ଥିବା…
Archives


