Home Left

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ ଜିଲାପାଳ ସୁବ୍ରତ ଶତପଥିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜନଶୁଣାଣିରେ ଭୁବନେଶ୍ୱର ସ୍ଥିତ ଓଡ଼ିଶା ସାମାଜିକ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ ଟାୱାର ସ୍ଥାପନ ପାଇଁ ଖୋଳାଯାଇଥିବା ଗଭୀର ଗାତ ଏବେ ସ୍ଥାନୀୟ ଲୋକଙ୍କ ପାଇଁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪ ଦିନ ତଳେ କାଇଟିମା ଗାଁ ର ରୟାମ ବେହେରାଙ୍କ ଏକ ବଳଦକୁ ଅଜଣା…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ ସିଜିନରେ ହିଁ ତାଙ୍କୁ ଏକ ଦଳର ନେତୃତ୍ୱ ମିଳିଛି। ପିଏସଏଲ୍‌ର ନୂତନ ଦଳ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ରାଜ୍ୟ ସମ୍ପାଦକ ଶ୍ୟାମସୁନ୍ଦର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବା ପରେ ପୋଲିସ ଏହି ଘଟଣାରେ କଡ଼ା…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ ସାଜେନ୍ତୀ କିର୍ସାନୀ, ସମିତିସଭ୍ୟ ବିନୋଦିନୀ ସମାର୍ଡୀ, ସମସ୍ତ ୱାର୍ଡସଭ୍ୟ, ନାଏବ ସରପଞ୍ଚ ମନ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୧-୧ରେ ବରାବର କରିଛି। ସିରିଜ୍‌ର ତୃତୀୟ ମ୍ୟାଚ୍‌…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ ବିଳମ୍ବ ଯୋଗୁ ଅସନ୍ତୋଷ ବଢ଼ିବାରେ ଲାଗିଛି। ପର୍ଯ୍ୟଟକମାନଙ୍କ ସମେତ ଯାତାୟତ ପାଇଁ ଏହି…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ମଧ୍ୟ ନିଜକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାରେ ଲାଗିଛନ୍ତି। ସୋସିଆଲ ମିଡିଆରେ ରୋହିତଙ୍କ ଫିଟନେସ…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ ସମ୍ମିଳିତ କରାଯାଇଥିବା ନେଇ ସ୍ଥାନୀୟ ଚାଷୀ ଓ ଗ୍ରାମବାସୀ ଆନନ୍ଦପୁର ଉପଜିଲାପାଳଙ୍କ ନିକଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri