ଘର ଛାଡି ବିବାହ କରିବାରୁ ଝିଅର ଶୁଦ୍ଧି କ୍ରିୟା କଲେ ବାପା
ଗଜପତି,୧୨।୯(ସୁକାନ୍ତ କୁମାର ରଥ)ନିଜ ଝିଅ ବଞ୍ଚିଥିବାବେଳେ ଝିଅର ଶୁଦ୍ଧି କ୍ରିୟା କରିଛନ୍ତି ପରିବାର ଲୋକେ । କେନ୍ଦ୍ରାପଡା ଘଟଣା ପରି ପୁଣି ଏକ ଘଟଣା ସାମ୍ନାକୁ ଆସିଛି । ଘଟଣାଟି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ସଞ୍ଜୁ…
ଛୁଟିରେ ଗଲେ ଶିକ୍ଷକ
ରାଇକିଆ,୧୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହିବା ସହ ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ପୂର୍ବରୁ ବିଭିନ୍ନ ପଞ୍ଚାୟତର ଶତାଧିକ ବିଭିନ୍ନ ବର୍ଗର ଶିକ୍ଷକ ବିଭିନ୍ନ ଦାବି ନେଇ ଦୀର୍ଘଦିନ…
ବରଗଡ଼ରେ ସ୍କ୍ରବ ଟାଇଫସ ଆତଙ୍କ : ୨ସପ୍ତାହରେ ୫ମୃତ
ବରଗଡ ୧୨।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ସ୍କ୍ରବ ଟାଇଫସ ରୋଗ ଏବେ ଆତଙ୍କ ଖେଳାଇ ଦେଇଛି। ଜିଲାରେ ଗତ ୨ସପ୍ତାହ ମଧ୍ୟରେ ୫ଜଣଙ୍କ ମୃତ୍ୟୁ ହେଲାଣି। ସେହିପରି ଅନେକ ଆକ୍ରାନ୍ତ ଏବେ ମଧ୍ୟ ଚିକିତ୍ସାଧୀନ ଅଛନ୍ତି। ଏକ…
ଧରଣୀପଡା ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ବସି ପଢୁଛନ୍ତି ଛାତ୍ରୀଛାତ୍ର
କର୍ଲାମୁଣ୍ଡା:୧୨।୯(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ରିଂଜା ପଞ୍ଚାୟତ ଧରଣୀପଡା (ରିଂଜା)ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ଅଭାବ ଯୋଗୁଁ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢ଼ୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ୪୩ ଜଣ…
ବେଆଇନ ମୋରମ ଖଣିରେ ବନ ବିଭାଗର ରାତିଅଧିଆ ଚଢାଉ, ଧରା ପଡ଼ିଲା ୨ ଟ୍ରାକ୍ଟର, ଗୋଟିଏ ଜେସିବି
କେନ୍ଦୁଝର,୧୨ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ ରେଞ୍ଜ ଅନ୍ତର୍ଗତ କୁଶକଳା ବିଟ ଅଫିସ ନିକଟରେ ଗତ ସୋମବାର ରାତିରେ ହାତୀ ନିରୀକ୍ଷଣ ପାଇଁ ବନ ବିଭାଗର ଏକ ଟିମ୍ ଯାଇଥିଲା। ତେବେ ଟିମ୍ ଖବର ପାଇ ସେଠାରେ ବେଆଇନ…
୧୪ ଦିନିଆ ନ୍ୟାୟିକ ହେପାଜତରେ ନୁହ ହିଂସା ଅଭିଯୁକ୍ତ ମୋନୁ ମାନେସର
ଚଣ୍ଡିଗଡ,୧୨।୯: ହରିୟାଣାର ନୁହରେ ଘଟିଥିବା ହିଂସା ଅଭିଯୋଗରେ ମୋନୁ ମାନେସରଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଯାଇଛି। ହରିୟାଣା ପୋଲିସ ଦ୍ୱାରା ଅଟକ ରହିବା ପରେ ବଜରଙ୍ଗ ଦଳର ମୋନୁ ମାନେସରଙ୍କୁ ଗିରଫ କରାଯାଇଥିଲା। ଏହା ପରେ ନୁହରେ ସୁରକ୍ଷା ବ୍ୟବସ୍ଥା…
ଆଫଗାନିସ୍ତାନକୁ ୫୦ ହଜାର ମେଟ୍ରିକ୍ ଟନ୍ ଶସ୍ୟ, ୨୦୦ ଟନ୍ ଔଷଧ ପଠାଇଲା ଭାରତ
କାବୁଲ,୧୨।୯: ଭାରତ ମିଳିତ ଜାତିସଂଘରେ ସୂଚନା ଦେଇ କହିଛି ଯେ, ଭାରତ ଆଫଗାନିସ୍ତାନର ପଡୋଶୀ ଏବଂ ବିକାଶ ସହଯୋଗୀ। ଉଭୟ ଦେଶ ଐତିହାସିକ ସଭ୍ୟତା। ଆମେ ଆଫଗାନିସ୍ତାନରେ ଶାନ୍ତି ଏବଂ ସ୍ଥାୟିତ୍ୱର ସମର୍ଥକ ଏବଂ ଆଫଗାନିସ୍ତାନରେ ମାନବ ଅଧିକାର ବିକାଶ କାର୍ଯ୍ୟର…
ଖାସ୍ ରେକର୍ଡ ହାସଲ କଲେ ରୋହିତ
ନୂଆଦିଲ୍ଲୀ,୧୨।୯: ଭାରତୀୟ ଅଧିନାୟକ ରୋହିତ ଶର୍ମା ଶ୍ରୀଲଙ୍କା ବିପକ୍ଷ ମୁକାବିଲାରେ ଦିନିକିଆ କ୍ରିକେଟରେ ନିଜର ୧୦ ହଜାର ରନ୍ ପୂରଣ କରିଛନ୍ତି। ସେ ଏହା କରିବାରେ ଷଷ୍ଠ ଭାରତୀୟ। ତାଙ୍କ ପୂର୍ବରୁ ସଚିନ ତେନ୍ଦୁଲକର, ସୌରଭ ଗାଙ୍ଗୁଲି, ରାହୁଲ ଦ୍ରାବିଡ, ମହେନ୍ଦ୍ର…
ଭାରତଠାରୁ ପରାସ୍ତ ହେବା ପରେ ଦଳରେ ପରିବର୍ତ୍ତନ ଆଣିଲା ପାକିସ୍ତାନ
ଇସଲାମାବାଦ,୧୨।୯: ଭାରତ ୨୨୮ରନ ବ୍ୟବଧାନରେ ପାକିସ୍ତାନକୁ ପରାସ୍ତ କରିଛି। ଏହା ବ୍ୟତୀତ ବାବର ଆଜାମଙ୍କ ଅଧିନାୟକତ୍ୱ ପାକିସ୍ତାନୀ ଦଳକୁ ଏକ ବଡ ଝଟକା ଲାଗିଛି। ପାକିସ୍ତାନର ଦ୍ରୁତ ବୋଲର ହାରିସ ରଉଫ ଏବଂ ନାସିମ ଶାହା ଆହତ ହୋଇଛନ୍ତି। ପାକିସ୍ତାନ ହାରିସ…
ଦ ଗ୍ରେଟ ଇଣ୍ଡିଆନ ଫ୍ୟାମିଲିର ଟ୍ରେଲର ରିଲିଜ…
ମୁମ୍ବାଇ : ବଲିଉଡ ତାରକା ଭିକି କୌଶଲ ଆଜିକାଲି ତାଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦ ଗ୍ରେଟ ଇଣ୍ଡିଆନ ଫ୍ୟାମିଲି’ ନେଇ ବହୁତ ବ୍ୟସ୍ତ ଅଛନ୍ତି ଏବଂ ଏହି ସମୟରେ ମଙ୍ଗଳବାର ଏହି ଫିଲ୍ମର ଟ୍ରେଲର ମଧ୍ୟ ରିଲିଜ ହୋଇଛି। ଏହାର…
ଅଙ୍ଗନବାଡି କେନ୍ଦ୍ରର ଛାତରୁ ଖସିଲା ପ୍ଲାଷ୍ଟର ଓ଼ କଂକ୍ରିଟ ଚିପ୍ସ, କେନ୍ଦ୍ରର କର୍ମଚାରୀ ଆହତ
ମୋରଡା,୧୨।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ନୂଆଗାଁ ଅଙ୍ଗନବାଡି କେନ୍ଦ୍ରର ଛାତରୁ ପ୍ଲାଷ୍ଟର ଓ଼ କଂକ୍ରିଟ ଚିପ୍ସ ଖସିପଡିଛି। ସେଥିରେ ଅଙ୍ଗନବାଡି କର୍ମଚାରୀ ନିରୁପମା ସୋରେନ ଆହତ ହୋଇଛନ୍ତି। ତେବେ କେନ୍ଦ୍ରକୁ ଯାଉଥିବା ଛୋଟଛୋଟ ପିଲାମାନେ ଅଳ୍ପକେ ବର୍ତ୍ତି…
ସତ୍ୟେନ୍ଦ୍ରଙ୍କ ଜାମିନ ଅବଧି ସେପ୍ଟେମ୍ବର ୨୫ ଯାଏ ବୃଦ୍ଧି
ନୂଆଦିଲ୍ଲୀ,୧୨।୯: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟରେ ସ୍ଥଗିତ ରଖାଯାଇଛି। ସ୍ବାସ୍ଥ୍ୟ ଆଧାରରେ ଆମ ଆଦମୀ ପାର୍ଟି (ଏଏପି) ନେତା ସତ୍ୟେନ୍ଦ୍ରଙ୍କୁ ଦିଆଯାଇଥିବା ଜାମିନକୁ ସେପ୍ଟେମ୍ବର ୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଅନ୍ୟପଟେ ସତ୍ୟେନ୍ଦ୍ରଙ୍କଙ୍କୁ ଆତ୍ମସମର୍ପଣ…
Archives


