Home Left

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ହେଲେ ସାନ…

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି। କାଲିଠାରୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ମାଛ ଧରିବା ପାଇଁ…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ। ବଡ଼ଭାଇ, ଭଉଣୀଙ୍କ ପଛେ ପଛେ ଯାଉଛନ୍ତି କାଳିଆ ସାଆନ୍ତେ। ଭକ୍ତିମୟ ପରିବେଶରେ ଶ୍ରଦ୍ଧାଳୁ…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ। ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ବଡ଼…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ ଏକ କଠୋର ଆଇନକୁ ମଞ୍ଜୁର କରାଯାଇଛି। ‘ପେପର ଲିକ ମାଫିଆ’ଙ୍କୁ ଏବେ କଠୋର…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ ଚିଠି ଦାଖଲ କରି ଇସ୍ତଫା ଦେଇଥିଲେ। ତାଙ୍କର କାର୍ଯ୍ୟକାଳ ୨୦୨୮ରେ ଶେଷ ହେବାକୁ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଅସୁବିଧା ସୃଷ୍ଟି କରିଛି। ଏହା ମଧ୍ୟରେ, ହିମାଚଳ ପ୍ରଦେଶରୁ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ସୁଗାନକେତା, ସିମନବାଡ଼ି, ଗବାଟବାଡ଼ି ଓ ପ୍ରଥମଥର ପାଇଁ କିରିକୁଟି…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ପାଣି ଘେରରୁ ୨୨ ହଜାରରୁ ଅଧିକ ଲୋକଙ୍କୁ ନିରାପଦ ଆଶ୍ରୟସ୍ଥଳକୁ…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି ବି. ସୋମନାଥ ପାତ୍ର ନୂତନ ଭାଜପା ଯୁବମୋର୍ଚ୍ଚା ଟିମ୍‌ର ନାମ ଘୋଷଣା ହୋଇଛି।…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ ଗଞ୍ଜେଇ ଭର୍ତ୍ତି ଟ୍ରକକୁ ବଲାଙ୍ଗୀର ଅବକାରୀ ଟିମ୍ ଶୁକ୍ରବାର ଜବତ କରିଛି ।…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ କରି ପ୍ରସିଦ୍ଧି ଅର୍ଜନ କରିଥିବା ଏହି ଅଭିନେତ୍ରୀ ଅଭିଯୋଗ କରିଛନ୍ତି ଯେ ଇଣ୍ଡଷ୍ଟ୍ରିରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?