Home Left

ପଦ୍ମଶ୍ରୀ କମଳା ପୂଜାରୀ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଜୟପୁର,୫ା୧(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ବ୍ଲକ ପାତ୍ରପୁଟସ୍ଥିତ ଘରେ ରହୁଥିବା ପଦ୍ମଶ୍ରୀ କମଳା ପୂଜାରୀ ଗୁରୁବାର ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ବତନ୍ତ୍ର କ୍ୟାବିନରେ ରଖି ଚିକିତ୍ସା କରାଯାଉଥିଲା। କିନ୍ତୁ ଜିଲାପାଳ ଅବଦୁଲ ମହମ୍ମଦ ଅଖତାର ତାଙ୍କୁ…

ଆଜିଠୁ ଭିତରକନିକା ବନ୍ଦ

ରାଜନଗର, ୫ା୧ (ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁଆରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ଏଥିଲାଗି ଆଜିଠୁ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ…

ଆଜି ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ୱର, ୫।୧(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସବୁ ଜାତୀୟ/ରାଜ୍ୟସ୍ତରୀୟ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ଚିଲିକାରେ ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ

ବାଲୁଗାଁ,୫ା୧(ସଂଗ୍ରାମ ପାଇକରାୟ):ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଆନୁକୂଲ୍ୟରେ ଗୁରୁବାର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତବର୍ଷ ଚିଲିକାରେ ୧୧ଲକ୍ଷ ୩୭ହଜାର ୭୫୯ ପକ୍ଷୀଙ୍କ ସମାଗମ ହୋଇଛି। ସେଥିମଧ୍ୟରୁ ୧୦୮ପ୍ରଜାତିର ୧୦ଲକ୍ଷ ୯୮ହଜାର ୮୧୩ଟି ବିଦେଶୀ ପକ୍ଷୀ ଥିବା ବେଳେ ସ୍ଥାନୀୟ ୭୯…

୩ ବର୍ଷ ପରେ ଗଡ଼ିବ ଓଡ଼ିଶାର ଟାବ୍‌ଲୋ

ଭୁବନେଶ୍ୱର, ୫ା୧(ସୁନିତ୍‌ ମିଶ୍ର):ଆସନ୍ତା ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍‌ଲୋ) ଗଡ଼ିବାକୁ ଯାଉଛି। ଲଗାତର ୩ ବର୍ଷ ୨୦୨୧,୨୦୨୨ ଏବଂ ୨୦୨୩ ସାଧାରଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଦର୍ଶିତ କରିବାକୁ ଥିବା ପ୍ରଜ୍ଞାପନ ମେଢ଼କୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ଖାରଜ…

ଚର୍ଚ୍ଚାରେ ହାଇଟେକ୍‌ ହସ୍ପିଟାଲ ବିସ୍ଫୋରଣ ଘଟଣା:ଦିଲ୍ଲୀପ ମୃତ ନୁହନ୍ତି ଜୀବିତ

ଭୁବନେଶ୍ୱର,୫ା୧(ସତ୍ୟଜିତ୍‌ ରାଉତ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ହସ୍ପିଟାଲ୍‌ରେ ଗତ ୨୯ତାରିଖରେ ଏସି କମ୍ପ୍ରେସରରେ ଗ୍ୟାସ୍‌ ଭର୍ତ୍ତିବେଳେ ଘଟିଥିବା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ଡେଲାଙ୍ଗ ଥାନା ଅନ୍ତର୍ଗତ ବଅଙ୍ଗ ଗ୍ରାମର ଦିଲ୍ଲୀପ ସାମନ୍ତରାୟ ମୃତ ନୁହେଁ ବରଂ ଜୀବିତ ଥିବା ଶୁଣିବାକୁ ମିଳୁଛି।…

ପଞ୍ଜାବ ଡିଏସ୍‌ପି ହତ୍ୟାକାରୀଙ୍କୁ ଧରିଲା ପୋଲିସ: କିଏ ସେ…

ଚଣ୍ଡିଗଡ଼,୪।୧: ପଞ୍ଜାବ ଡିଏସ୍‌ପି ଦଲବୀର ସିଂ ଦେଓଲଙ୍କ ମୃତଦେହ ବୁଧବାର ଜଳନ୍ଧରରୁ ମିଳିଥିବା ବେଳେ ତାଙ୍କୁ ଜଣେ ଅଟୋ ଚାଳକ ଗୁଳିକରି ହତ୍ୟା କରିଥିବା ଜଣାପଡ଼ିଛି। ଏକ ସାମନ୍ୟ ଘଟଣାକୁ ନେଇ ପାଟିତୁଣ୍ଡରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି।…

ବାୟୁସେନା ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ଦିନେଶ ତ୍ରିପାଠୀ

ନୂଆଦିଲ୍ଲୀ,୪।୧: ଭାଇସ୍‌ ଆଡମିରାଲ ଦିନେଶ ତ୍ରିପାଠୀ ଗୁରୁବାର ଦେଶର ନୌସେନା ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ ଥିବା ଭାଇସ୍‌ ଆଡମିରାଲ ସଞ୍ଜୟ ଜେ. ସିଂଙ୍କୁ ଓ୍ବେଷ୍ଟର୍ନ ନାଭାଲ କମାଣ୍ଡ୍‌ର ଫ୍ଲାଗ୍‌ ଅଫିସର କମାଣ୍ଡିଂ-ଇନ୍‌-ଚିଫ୍‌ କରାଯାଇଛି। ଭାଇସ୍‌…

ଭୋଜି କରିବାକୁ ଯାଇଥିବା ୨ ଭଉଣୀଙ୍କୁ ବଳାତ୍କାର ଉଦ୍ୟମ: ଧରାପଡ଼ିଲେ ୨ ଅଭିଯୁକ୍ତ

କୋକସରା,୪।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଏକ ଗ୍ରାମର ୨ ଭଉଣୀ ନିଜ ଚାକର ସହ ନୂଆବର୍ଷରେ ଗାଁନିକଟରେ ଥିବା ଡଙ୍ଗରିକୁ ବଣଭୋଜି କରିବାକୁ ଯାଇଥିଲେ। ସାନ ଭଉଣୀ ଏକୁଟିଆ ଫଟୋ ଉଠାଉଥିବା ସମୟରେ ୨ଜଣ ଯୁବକ…

ଡ୍ରେନ ସଫା କରିବାକୁ କହିବାରୁ ସରପଞ୍ଚଙ୍କୁ ମାଡ଼ ମାରିଲେ ବ୍ୟବସାୟୀ

କେସିଙ୍ଗା,୪।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଉତ୍କେଲା ଗ୍ରାମପଞ୍ଚାୟତ ପକ୍ଷରୁ ଆସନ୍ତା ଶୁକ୍ରବାର କଳାହାଣ୍ଡି ଉତ୍ସବ ପାଳନ ନିମନ୍ତେ ପଞ୍ଚାୟତରେ ଗୁରୁବାର ସଫେଇ କାର୍ଯ୍ୟ ଚାଲିଥିଲା। ସେତିକିବେଳେ ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ବ୍ୟବସାୟୀ କରୁଥିବା କୂଳଦୀପ…

ଆସନ ଭାଗବଣ୍ଟା ପୂର୍ବରୁ ଜେଡିୟୁର ବଡ ବୟାନ, ସଂଯୋଜକ କାହିଁକି… ନୀତୀଶ ହୁଅନ୍ତୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ

ପାଟନା,୪।୧: ଜେଡିୟୁ କୋଟାରୁ ମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ମଦନ ସହନି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଛନ୍ତି। ଇଣ୍ଡି ଆଲାଇନ୍ସରେ ସିଟ ବାଣ୍ଟିବା ପୂର୍ବରୁ ମଧ୍ୟ ଜେଡିୟୁ ନେତା ଏହି ବିବୃତ୍ତି ଦେଇ ରାଜନୈତିକ…

ମହାସଂଘର ନିଷ୍ପତ୍ତି: ଷ୍ଟିଅରିଂ ଛାଡ଼ି ଘରେ ବସିବେ ଡ୍ରାଇଭର

ସମ୍ବଲପୁର,୪ା୧(ଭବାନୀ ଶଙ୍କର ଭୋଇ): ହିଟ ଆଣ୍ଡ ରନ ମାମଲାରେ କେନ୍ଦ୍ର ସରକାର କଠୋର ନିୟମ ଆଣି ୧୦ବର୍ଷ ଜେଲ ଓ ୭ ଲକ୍ଷ ଅର୍ଥଦଣ୍ଡ ପାଇଁ ଆଇନରେ ବ୍ୟବସ୍ଥା କରିଛନ୍ତି। ପୂର୍ବରୁ ଦୁର୍ଘଟଣା ଘଟାଉଥିବା ଡ୍ରାଇଭରଙ୍କୁ ଶୀଘ୍ର ଜାମିନ ମିଳିଯାଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?