ସୋନିର ନ୍ୟୁ ଫୁଲ୍ ଫ୍ରେମ୍ ଭ୍ଲଗ୍ କ୍ୟାମେରା
ଭୁବନେଶ୍ୱର,୫।୮: ସୋନିର ନ୍ୟୁ ଫୁଲ୍ ଫ୍ରେମ୍ ଭ୍ଲଗ୍ କ୍ୟାମେରା ‘ଜେଡ୍ଭି-ଇ୧’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଏହା କନ୍ଟେଂଟ୍ କ୍ରିଏଟରମାନଙ୍କୁ ଉଚ୍ଚ ମାନର ଅନୁଭୂତି ପ୍ରଦାନ କରିବ। ସେହିଭଳି ଲେନ୍ସକୁ ବଦଳାଇ ହେଉଥିବା ଏହି କ୍ୟାମେରାରେ ୩୫ ଏମ୍ଏମ୍…
ଶେୟାର ବଜାରରେ ଉତ୍ସାହ
ଭୁବନେଶ୍ୱର,୫।୮: ଗତ କିଛିଦିନ ହେବ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର ନିବେଶକଙ୍କ…
ନୂଆ ରୂପ ପାଇବ ଓଡ଼ିଶାର ୨୫ ରେଳଷ୍ଟେଶନ
ଭୁବନେଶ୍ୱର,୫।୮(ଅଭିଜିତ ଦାସ): ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ଭାରତ ଷ୍ଟେଶନ ଯୋଜନାରେ ନବୀକରଣ ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ଦେଶର ୧୩୦୯ ଷ୍ଟେଶନକୁ ଅନ୍ତର୍ଭୁକ୍ତ କରାଯାଇଛି। ଏଥିମଧ୍ୟରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ୫୦୮ ରେଳ ଷ୍ଟେଶନର ନବୀକରଣ…
ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା
ଭୁବନେଶ୍ୱର,୫।୮(ଅଭିଜିତ ଦାସ): ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ସ୍ଥିତି ନିୟନ୍ତ୍ରଣରେ ଥିବା ସ୍ବାସ୍ଥ୍ୟ ବିଭାଗ କହୁଥିବାବେଳେ ବାସ୍ତବ ସଂଖ୍ୟା କିନ୍ତୁ ଭିନ୍ନ ରହୁଛି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଥିବାବେଳେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି।…
ଉଠାଦୋକାନୀଙ୍କ ଦୋକାନ ଭାଙ୍ଗିଲେ ସ୍ଥାୟୀ ଦୋକାନୀ
ଭୁବନେଶ୍ୱର, ୫।୮ (ବନ୍ଦନା ସେଠୀ): ଦୀର୍ଘ ୧୮ଦିନ ପରେ ଗୁରୁବାର ଅପରାହ୍ନରୁ ୟୁନିଟ୍-୨ରେ ଥିବା ରାଜ୍ୟର ପ୍ରମୁଖ ବଜାର ମାର୍କେଟ ବିଲ୍ଡିଂ ଖୋଲିଥିଲେ ମଧ୍ୟ ଶୁକ୍ରବାରଠାରୁ ଠିକ୍ ଭାବେ ବେପାର ଆରମ୍ଭ ହୋଇଥିଲା। ତେବେ ମାର୍କେଟ ଖୋଲିବାର ମଧ୍ୟାହ୍ନ ୧୨ଟା ବେଳକୁ…
ନାରୀ ସଶକ୍ତୀକରଣର ମୂର୍ତ୍ତିମନ୍ତ ପ୍ରତୀକ ନନ୍ଦିନୀ
ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଛାତ୍ରୀ ଜୀବନରୁ କମ୍ୟୁନିଷ୍ଟ ଚିନ୍ତାଧାରାରେ ପ୍ରଭାବିତ ହୋଇ ରେଭେନ୍ଶା କଲେଜରେ ଛାତ୍ର ଆନ୍ଦୋଳନରେ ଯୋଗଦେଇଥିଲେ। ପରବର୍ତ୍ତୀ ସମୟରେ କଂଗ୍ରେସରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଅନ୍ତରଙ୍ଗ ସହଯୋଗୀ ପାଲଟିଯାଇଥିଲେ। ରାଜ୍ୟ…
୬ ସପ୍ତାହରେ ନୂଆ ମେଧା ତାଲିକା ପ୍ରକାଶ କର: ହାଇକୋର୍ଟ
କଟକ,୫ା୮ (କାର୍ତ୍ତିକ ସାହୁ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କର। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏ ସଂକ୍ରାନ୍ତୀୟ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଶୁକ୍ରବାର ଓଡ଼ିଶା…
ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ଟାଇଟଲରଙ୍କୁ ଅନ୍ତରୀଣ ଜାମିନ
ନୂଆଦିଲ୍ଲୀ,୫ା୮: ୧୯୮୪ର ଶିଖ୍ ବିରୋଧୀ ଦଙ୍ଗା ମାମଲାରେ କଂଗ୍ରେସ ନେତା ଜଗଦୀଶ ଟାଇଟଲରଙ୍କୁ ଦିଲ୍ଲୀର ରାଉସ୍ ଆଭିନ୍ୟୁ କୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାରେ ସିବିଆଇର ଚାର୍ଜଶିଟ୍ ଆଧାରରେ ତାଙ୍କୁ ଶନିବାର କୋର୍ଟରେ ହାଜର ହେବା ଲାଗି ପୂର୍ବରୁ…
ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ
ପୁରୀ,୫ା୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା ସହ…
ହିଂସା ପରେ ନୁହରେ ବେଆଇନ ବସ୍ତି ଉଚ୍ଛେଦ
ଗୁରୁଗ୍ରାମ,୫ା୮: ହରିୟାଣାର ନୁହ ଜିଲାରେ ସାମ୍ପ୍ରଦାୟିକ ଦଙ୍ଗା ପରେ ଶୁକ୍ରବାର ଜିଲା କର୍ତ୍ତୃପକ୍ଷ ତାଉରୁ ସହରରେ ସରକାରୀ ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ୨୫୦ ଝୁମ୍ପୁଡ଼ିକୁ ଭାଙ୍ଗିଦେଇଛନ୍ତି। ହରିୟାଣା ସହରୀ ବିକାଶ ପ୍ରାଧିକରଣ (ଏଚ୍ଏସ୍ଭିପି) ଜମିକୁ ବେଆଇନ ବାଂଲାଦେଶୀ ଅପ୍ରବାସୀମାନେ ଦଖଲ…
ଝାରସୁଗୁଡ଼ା-ବାରକୋଟ୍ ରେଳଲାଇନ ଡିପିଆର୍ ପ୍ରସ୍ତୁତିକୁ ମଞ୍ଜୁରୀ
ଭୁବନେଶ୍ବର/ଦେବଗଡ଼,୫ା୮(ସୁନିତ୍ ମିଶ୍ର/ଶଶାଙ୍କ ଶେଖର ଝାଙ୍କର): ଶିଳ୍ପ ସମୃଦ୍ଧ ଅଞ୍ଚଳ ଝାରସୁଗୁଡ଼ାରୁ ଦେବଗଡ଼ ଜିଲାର ବାରକୋଟ୍ ସହ ସଂଯୋଗ ହେବ ନୂଆ ରେଳଲାଇନ। ୧୬୦ କି.ମି. ବିଶିଷ୍ଟ ଏହି ରେଳଲାଇନ ଲାଗି ଡିଟେଲ ପ୍ରୋଜେକ୍ଟ ରିପୋର୍ଟ (ଡିପିଆର୍) ପ୍ରସ୍ତୁତ ଲାଗି ଫାଇନାଲ ଲୋକେଶନ…
ଦେଶରେ ଗଣତନ୍ତ୍ରର ବିଜୟ ହୋଇଛି: ଶରତ
ଭୁବନେଶ୍ବର, ୫ା୮(ସୁନିତ୍ ମିଶ୍ର): ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି)ର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପରେ ହୋଇଥିବା ମାନହାନି ମକଦ୍ଦମାର ଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ରାୟ ପରେ କଂଗ୍ରେସ ଶିବିରରେ ଖୁସିର ମାହୋଲ ଦେଖିବାକୁ ମିଳିଛି।…
Archives


