ଆଜିଠୁ ଜାତୀୟ ସିନିୟର ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସ
ଭୁବନେଶ୍ୱର, ୨।୧ (ତପନ ସ୍ବାଇଁ): ଜାତୀୟ ଜୁନିୟର ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍ର ସଫଳ ସମାପନ ପରେ କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହାର ସିନିୟର ବର୍ଗ ପ୍ରତିଯୋଗିତା। ଏଥିପାଇଁ ଦେଶର ଅନେକ ତାରକା ଖେଳାଳିଙ୍କ ସମାଗମ ହୋଇଛି କଳିଙ୍ଗ…
ଲୋହିତ ସାଗର ବିପଦ
କୋଭିଡ୍-୧୯ ମହାମାରୀ ପରେ ବିଶ୍ୱର କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥା ପୂର୍ବାବସ୍ଥାକୁ ଫେରୁଥିବାବେଳେ ବିଭିନ୍ନ ସ୍ଥାନରେ ଯୁଦ୍ଧ ଆରମ୍ଭ ହେବା ଏବଂ ଚରମ ପାଣିପାଗ ସ୍ଥିତି ଏଥିରେ ବାଧା ସୃଷ୍ଟିକରି ଆସୁଛି। ୨୪ ଫେବୃୟାରୀ ୨୦୨୨ରେ ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ କରିବା…
ପ୍ରଥମ ଥର ପାଇଁ ଗଞ୍ଜେଇ ଖାଇଦେଲେ ଏହି ବ୍ୟକ୍ତି; ତା’ପରେ ଯାହା ହେଲା…
ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଦେଖିବାକୁ ମିଳେ। ଆଜିର ସମୟରେ, ଯଦି କିଛି ଘଟେ, ଲୋକମାନେ ତୁରନ୍ତ ଏହାକୁ କ୍ୟାମେରାରେ କ୍ୟାପଚର କରି ସୋସିଆଲ ମିଡିଆରେ ପୋଷ୍ଟ କରନ୍ତ। ବେଳେବେଳେ ବିଭିନ୍ନ ମଜାଦାର ଭିଡିଓ ଭାଇରାଲ ହୋଇଥାଏ। ସୋସିଆଲ ମିଡିଆରେ…
ଦକ୍ଷିଣ ଆଫ୍ରିକା ବୋର୍ଡକୁ ପୂର୍ବତନ ଅଧିନାୟକ ଷ୍ଟିଭ୍ ଓ୍ବଙ୍କ ସମାଲୋଚନା
ସିଡ୍ନୀ,୨ା୧: ଟେଷ୍ଟ କ୍ରିକେଟ ଅପେକ୍ଷା ଟି୨୦ ଲିଗ୍କୁ ପ୍ରାଧାନ୍ୟ ଦେଉଥିବା କାରଣରୁ ଦକ୍ଷିଣ ଆଫ୍ରିକା କ୍ରିକେଟ ବୋର୍ଡ(ସିଏସ୍ଏ)କୁ ସମାଲୋଚନା କରିଛନ୍ତି ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ଷ୍ଟିଭ୍ ଓ୍ବ। ଦକ୍ଷିଣ ଆଫ୍ରିକାରେ ଟି୨୦ ଲିଗ୍ କାରଣରୁ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ…
ଏମ୍ବାପେଙ୍କ ଲିଭରପୁଲ୍, ବାର୍ସିଲୋନା କ୍ଲବ ଯିବା ନେଇ ଚର୍ଚ୍ଚା: ଜାଣନ୍ତୁ କେତେ ରହିଛି ମୂଲ୍ୟ
ପ୍ୟାରିସ୍, ୨ା୧ ନୂତନ ବର୍ଷ ଆରମ୍ଭ ହୋଇଥିବା ବେଳେ ପ୍ୟାରିସ୍ ସେଣ୍ଟ ଜର୍ମେନ(ପିଏସ୍ଜି) ଫରଓ୍ବାର୍ଡ କିଲିଆନ୍ ଏମ୍ବାପେଙ୍କ ଭବିଷ୍ୟତକୁ ନେଇ କାଉଣ୍ଟ ଡାଉନ୍(ଅବଗଣନା) ଆରମ୍ଭ ହୋଇଛି। ୨୦୨୪ ପିଏସ୍ଜିରେ ଏମ୍ବାପେଙ୍କ ଶେଷ ବର୍ଷ ହୋଇଥିବା ବେଳେ ସେ କେଉଁ କ୍ଲବରେ ଯୋଗଦେବେ…
ପାଣି ପିଇବାକୁ ନଦୀ କୂଳକୁ ଆସିଥିଲା ଚିତାବାଘ, ହଠାତ୍ ଟାଣିନେଲା କୁମ୍ଭୀର: ଆଉ ତା’ପରେ ଦେଖନ୍ତୁ ଛାତିଥରା ଭିଡିଓ
ସୋସିଆଲ ମିଡିଆରେ ଅନେକ ଥର ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ଏହିପରି ଭିଡିଓ ଲୋକମାନଙ୍କୁ ଭୟଭୀତ କରିବାକୁ ବାଧ୍ୟ କରିଥାଏ। ନିକଟରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓରେ ଏକ କୁମ୍ଭୀର ଚିତା ଉପରେ ଆକ୍ରମଣ କରି…
ରପ୍ତାନିରେ ଏମ୍ଏସ୍ଆଇଏଲର ସର୍ବକାଳୀନ ରେକର୍ଡ
ନୂଆଦିଲ୍ଲୀ,୨।୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍ (ଏମ୍ଏସ୍ଆଇଏଲ୍) ଗାଡ଼ି ରପ୍ତାନିରେ ଉଲ୍ଲେଖନୀୟ ଅଭିବୃଦ୍ଧି ସହ ସର୍ବକାଳୀନ ରେକର୍ଡ କରିଛି। ଏପରିକି ୨୦୨୩ ଡିସେମ୍ବରରେ କମ୍ପାନୀର ଗାଡ଼ି ବିକ୍ରି ସଂଖ୍ୟା ୨୦୨୨ର ସମାନ ଅବଧି…
ଡିସେମ୍ବରରେ ୧.୬୫ ଲକ୍ଷ କୋଟିର ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୧: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୯ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ୍ ଟ୍ୟାକ୍ସ ବା ଜିଏସ୍ଟି) ସଂଗ୍ରହ କରାଯାଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା…
ଅଶୋକ କେଏମ୍ବିର ନୂଆ ଏମ୍ଡି
ନୂଆଦିଲ୍ଲୀ,୨।୧: କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ (କେଏମ୍ବି)ର ନୂଆ ଏମ୍ଡି ତଥା ସିଇଓ ଭାବେ ବରିଷ୍ଠ ବ୍ୟାଙ୍କର ଅଶୋକ ଭାସ୍ଓ୍ବାନୀ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ଅକ୍ଟୋବରରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଅଶୋକଙ୍କ ନିଯୁକ୍ତିକୁ ଅନୁମୋଦନ କରିଥିଲା। ସେ ଆସନ୍ତା…
ଡିସେମ୍ବରରେ ଟାଟା ମୋଟର୍ସର ଘରୋଇ ବିକ୍ରି ୪% ବୃଦ୍ଧି
ନୂଆଦିଲ୍ଲୀ,୨।୧: ଟାଟା ମୋଟର୍ସର ମୋଟ ଘରୋଇ ବିକ୍ରି ବର୍ଷ ତୁଳନାରେ ୪% (ବାର୍ଷିକ ଭିତ୍ତିରେ)କୁ ବୃଦ୍ଧି ଘଟିଛି। ଏପରିକି ୨୦୨୩ ଡିସେମ୍ବରରେ କମ୍ପାନୀ ମୋଟ ୭୬,୧୩୮ୟୁନିଟ୍ ଯାନ ବିକ୍ରି କରିଥିଲାବେଳେ ୨୦୨୨ ଡିସେମ୍ବରରେ ଏହି ସଂଖ୍ୟା ୭୨,୯୯୭ ୟୁନିଟ୍ ଥିଲା ବୋଲି…
ଗ୍ୟାଙ୍ଗ୍ଷ୍ଟର ଗୋଲ୍ଡି ବ୍ରାର୍ ଆତଙ୍କବାଦୀ ଘୋଷିତ
ନୂଆଦିଲ୍ଲୀ,୨।୧: ବେଆଇନ ଖଲିସ୍ତାନୀ ସଂଗଠନ ବାବର ଖାଲ୍ସା ଇଣ୍ଟରନ୍ୟାଶନାଲ ସହ ସମ୍ପୃକ୍ତ ଥିବା ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କୁ କେନ୍ଦ୍ର ସରକାର ଆତଙ୍କବାଦୀ ଘୋଷଣା କରିଛନ୍ତି। ବେଆଇନ କାର୍ଯ୍ୟକଳାପ (ପ୍ରତିକାର) ଆଇନ ଅନୁଯାୟୀ ବ୍ରାରଙ୍କୁ ଆତଙ୍କବାଦୀ ଘୋଷଣା କରାଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବିଜ୍ଞପ୍ତିରୁ…
ନୋବେଲ ବିଜୟୀ ଅର୍ଥନୀତିଜ୍ଞଙ୍କୁ ଜେଲ
ଢାକା,୨।୧(ପି.ଟି.): ବାଂଲାଦେଶର ନୋବେଲ ବିଜୟୀ ଅର୍ଥନୀତିଜ୍ଞ ଡ. ମହମ୍ମଦ ୟୁନୁସ୍ଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ସ୍ଥାନୀୟ ଅଦାଲତ ସୋମବାର ଦୋଷୀସାବ୍ୟସ୍ତ କରିବା ସହ ୬ ମାସ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟରେ ୟୁନୁସ୍ଙ୍କୁ ଜେଲ…

