Home Left

କାଦୁଅରେ ଭର୍ତ୍ତି ବୋରିଖାଲ ଗାଁ ରାସ୍ତା

ମୁନିଗୁଡ଼ା,୩।୮(ରାଧେଶ୍ୟାମ ଅଗ୍ରଓ୍ବାଲ): ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତର ବୋରିଖାଲ ଗାଁ ରାସ୍ତା ଶୋଚନୀୟ ହୋଇପଡ଼ିଛି। ପୂର୍ତ୍ତ ବିଭାଗ ରାସ୍ତାଠାରୁ ମାତ୍ର ୩୦୦ମିଟର ଦୂରରେ ଅବସ୍ଥିତ ବୋରିଖାଲ ଗାଁକୁ ଯାଇଥିବା ମାଟି ରାସ୍ତା କାଦୁଅରେ ପଚପଚ। ବର୍ଷା ଦିନେ ଗାଁକୁ ଚାରିଚକିଆ ଗାଡି…

ଭଟ୍ଟାରିକା ମନ୍ଦିରରେ ପଶିଲା ପାଣି

ବଡ଼ମ୍ବା,୩।୮(ମାୟାଧର ମଲ୍ଲିକ )କଟକ ଜିଲା ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ଭଜନ ମଣ୍ଡପ ଓ ମନ୍ଦିରରେ ମହାନଦୀର ପ୍ରଥମ ବନ୍ୟାଜଳ ବୁଧବାର ରାତିରେ ପଶିଛି। ସନ୍ଧ୍ୟା ସୁଦ୍ଧା ମନ୍ଦିର ସମ୍ମୁଖରେ ଥିବା ସମସ୍ତ ପାହାଚ ବୁଡ଼ିଯିବା ସହ ମନ୍ଦିର ବେଢ଼ା…

ମେଡିକାଲ କଲେଜରେ ନାମ ଲେଖାଇବାକୁ କହି ୧୮.୫ ଲକ୍ଷ ଠକେଇ

କଟକ,୩।୮ (କାର୍ତ୍ତିକ ସାହୁ)ମେଡିକାଲ କଲେଜରେ ନାମ ଲେଖାଇବାର ପ୍ରଲୋଭନ ଦେଖାଇ ୧୮.୫ ଲକ୍ଷ ଟଙ୍କାର ଠକେଇ ହୋଇଛି। ଏହି ଠକେଇର ମାଷ୍ଟର ମାଇଣ୍ଡଙ୍କୁ ଓଡ଼ିଶା କ୍ରାଇମବ୍ରାଞ୍ଚ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବିଷ୍ଣୁପୁର ଥାନା ଅଞ୍ଚଳରୁ ଗିରଫ କରିଛି।…

ଜିଆନ୍‌ଲୁଗି ବଫନଙ୍କ ଅବସର

ପାର୍ମା,୩ା୮(ପି.ଟି.): ଇଟାଲୀ ଦଳର ବିଶ୍ୱ ବିଜୟୀ ଗୋଲକିପର ତଥା ଜୁଭେଣ୍ଟସ ପକ୍ଷରୁ ଦୀର୍ଘ ବର୍ଷ ଧରି ଖେଳିଥିବା ଜିଆନ୍‌ଲୁଗି ବଫନ ୪୫ ବର୍ଷ ବୟସରେ କ୍ଲବ୍‌ ଫୁଟବଲରୁ ଅବସର ଗ୍ରହଣ କରିଛନ୍ତି। ବିଶ୍ୱର ଶ୍ରେଷ୍ଠ ଗୋଲକିପର ଭାବରେ ପରିଗଣିତ ହେଉଥିବା ବଫନ…

ମହରମ୍‌ ତାଜିଆରେ ଚନ୍ଦ୍ରୟାନ-୩ର ଅବିକଳ ନକଲ

ସୋର,୩।୮(ଜନ୍ମେଜୟ ମିଶ୍ର)ସୋର ପୌରପାଳିକା ଅଧୀନ ପାରମହଲା ବସ୍ତିରେ ଏଥର ମହରମ୍‌ ପର୍ବ ପାଳନ ବେଳେ ପରିକ୍ରମା କରୁଥିବା ତାଜିଆରେ ଚନ୍ଦ୍ରୟାନ-୩ର ଅବିକଳ ନକଲ ଦେଖିବାକୁ ମିଳିଛି। ଏବେ ଇସ୍ରୋ ପକ୍ଷରୁ ୩ୟ ଥର ପାଇଁ ପଠାଯାଇଥିବା ଚନ୍ଦ୍ରୟାନ-୩ ପୂର୍ବ ନିର୍ଦ୍ଧାରିତ ସମୟ…

୪ରୁ ଆରମ୍ଭ, ଭାଗନେବେ ୧୯ ଦଳ

ଭୁବନେଶ୍ୱର, ୩।୮ (ତପନ ସ୍ବାଇଁ): ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଗତିକୃଷ୍ଣ ମେମୋରିଆଲ ଭୁବନେଶ୍ୱର ‘ବି’ ଡିଭିଜନ ଫୁଟବଲ ଲିଗ୍‌ ଚଳିତ ମାସ ୪ ତାରିଖରୁ ଆରମ୍ଭ ହେବ। ମ୍ୟାଚଗୁଡ଼ିକ ୟୁନିଟ-୧ ହାଇସ୍କୁଲ ସଂଲଗ୍ନ ଖେଳପଡ଼ିଆରେ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ଏଥର…

ଜୁଲାଇରେ ୪,୧୫୬ ଜଣଙ୍କଠାରୁ ୨୦.୯୯ ଲକ୍ଷ ଟଙ୍କା ଜରିମାନା ଆଦାୟ

ଭୁବନେଶ୍ୱର,୩।୮(ସତ୍ୟଜିତ୍‌ ରାଉତ)କମିଶନରେଟ ପୋଲିସ ଦ୍ୱାରା ଭୁବନେଶ୍ୱରରେ ଜାରି ରହିଥିବା ‘ସେଫ୍‌ ସିଟି ଡ୍ରାଇଭ୍‌’ ଅଭିଯାନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସର୍ବସାଧାରଣରେ ମଦ୍ୟପାନ କରି ‘ଓଡ଼ିଶା ଅର୍ବାନ ପୋଲିସ୍‌ ଆକ୍ଟ’ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ଗତ…

ଯାଜପୁର ଜିଲାପାଳଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ଯାଜପୁର,୩।୮(ହର୍ଷବର୍ଦ୍ଧନ ବେହେରା)ମାଙ୍କଡ଼ିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ୮୭ କଲୋନୀ ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଛି। ଯାଜପୁର ଜିଲା ସୁକିନ୍ଦା ବ୍ଲକ ରଁାସୋଲ ପଞ୍ଚାୟତ କୁସୁମୁଣ୍ଡିଆ ଗ୍ରାମରେ ହୋଇଥିବା ଏଭଳି ଅଭିଯୋଗ ଉପରେ ଯାଜପୁର ଜିଲାପାଳଙ୍କ ସମେତ ସୁକିନ୍ଦା ବିଡିଓ, ଯାଜପୁର…

କ୍ରିମିନାଲ୍‌ ଅପିଲ୍‌ ଷ୍ଟାଟସ୍‌ ରିପୋର୍ଟ ଦାଖଲ ନିର୍ଦ୍ଦେଶ

କଟକ,୩।୮ (କାର୍ତ୍ତିକ ସାହୁ)ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ କ୍ରିମିନାଲ୍‌ ଅପିଲ୍‌ ଷ୍ଟାଟସ୍‌ ରିପୋର୍ଟ ପ୍ରଦାନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ…

ଟିକସ ବ୍ୟବସ୍ଥାରେ ସ୍ପଷ୍ଟତା ଆଣିବାକୁ ସୁପାରିସ

ନୂଆଦିଲ୍ଲୀ,୩।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନଙ୍କ ଅଧ୍ୟକ୍ଷତାରେ ବୁଧବାର ଭିଡିଓ କନ୍‌ଫରେନ୍ସରେ ଜିଏସ୍‌ଟି ପରିଷଦର ୫୧ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀଙ୍କ ସମେତ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀମାନେ…

ଅଲ୍‌ ନ୍ୟୁ ଜିଓ ବୁକ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୩।୮: ରିଲାଏନ୍ସ ରିଟେଲ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ ନ୍ୟୁ ଜିଓ ବୁକ୍‌ ସୋମବାର ଆନୁଷ୍ଠାନିକ ଭାବେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏହା ସମସ୍ତ ବୟସ ବର୍ଗର ଆବଶ୍ୟକତାକୁ ପୂରଣ କରିବା ଲାଗି ପ୍ରସ୍ତୁତ କରାଯାଇଥିବା କମ୍ପାନୀ…

ଦଶମ ପିଲା ପଢ଼ିବେ ଆସ୍ପିରେଶନାଲ କମ୍ପୋନେଣ୍ଟ

କଟକ,୩।୮(ସୁପ୍ରିୟା ପ୍ରିୟଦର୍ଶିନୀ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ପୂର୍ବ ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷଠାରୁ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଆସ୍ପିରେଶନାଲ କମ୍ପୋନେଣ୍ଟ ସାମିଲ ହୋଇଛି। ଏନେଇ ବୁଧବାର ବୋର୍ଡ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇସ୍କୁଲ ସମେତ ମଧ୍ୟମାର ଛାତ୍ରୀଛାତ୍ରମାନେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri