Home Left

ସୁଇଜରଲାଣ୍ଡରେ ଛୁଟି କଟାଉଛନ୍ତି କରିନା

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାନ୍‌ ତାଙ୍କ ପସନ୍ଦର ସ୍ଥାନ ସୁଇଜରଲାଣ୍ଡରେ ବର୍ତ୍ତମାନ ଛୁଟି କଟାଉଛନ୍ତି। ଗତବର୍ଷ ସେ ତାଙ୍କ ସ୍ବାମୀ ଓ ପିଲାଙ୍କ ସହିତ ଏଠାରେ ଛୁଟି କଟାଇଥିଲେ। ତେବେ ଏଥର ସେ ତାଙ୍କ ସାଙ୍ଗ ନତାସା ପୁନାୱାଲାଙ୍କ…

ପୂରଣ ହେବ ୩୯୯ ଓସିଏସ୍‌ ପଦବୀ

କଟକ,୩୦ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ରାଜ୍ୟରେ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)ର ୩୯୯ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ଏହି ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ନିଯୁକ୍ତି ପରୀକ୍ଷା କରିବ। ଏନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ…

ଅତିଶୀଘ୍ର ଭୁଲିହୋଇଗଲାଣି ସୁଦପଡ଼ା

ଭୁବନେଶ୍ୱର, ୩୦।୧୨(ଲାଲା ସୁନୀଲ କୁମାର ରଥ): ଗତ ୬ତାରିଖରେ ଓଡ଼ିଶା, ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୧୦ଜିଲାର ପ୍ରାୟ ୩୦ଟି ସ୍ଥାନରେ ଦେଶୀ ମଦ ବ୍ୟବସାୟ ପ୍ରତିଷ୍ଠାନ ଉପରେ ଆୟକର(ଇନ୍‌କମ୍‌ ଟ୍ୟାକ୍ସ) ଚଢ଼ାଉ ହୋଇଥିଲା। ଏଥିରେ ବଲାଙ୍ଗୀର ଜିଲାର ସୁଦପଡ଼ା, ଟିଟିଲାଗଡ଼ ଏବଂ…

ରଣଜୀ ଟ୍ରଫି ପାଇଁ ଓଡ଼ିଶା ଦଳ ଘୋଷିତ: ସାନ୍ତନୁ ଅଧିନାୟକ

ଭୁବନେଶ୍ୱର, ୩୦।୧୨ (ତପନ ସ୍ବାଇଁ): ଆସନ୍ତା ରଣଜୀ ଟ୍ରଫି ସିଜନରେ ଓଡ଼ିଶା ଦଳର ଅଭିଯାନ ଜାନୁୟାରୀ ୫ରୁ ଆରମ୍ଭ ହେବ। ଭଦୋଦରାଠାରେ ଓଡ଼ିଶା ଏହାର ପ୍ରଥମ ମ୍ୟାଚରେ ବରୋଦାକୁ ଭେଟିବ। ସେହିପରି ଦ୍ୱିତୀୟ ମ୍ୟାଚ ଗ୍ବାଲିୟରଠାରେ ମଧ୍ୟପ୍ରଦେଶ ବିପକ୍ଷରେ ଖେଳିବ ଓଡ଼ିଶା।…

୧୦୦ ବିଲିୟନ କ୍ଲବ୍‌ର ପ୍ରଥମ ମହିଳା

ନୂଆଦିଲ୍ଲୀ,୩୦ା୧୨: ଏଲ୍‌’ଓରିଅଲ ବିଉଟି ଏମ୍ପାୟାରର ଉତ୍ତରାଧିକାରୀ ଫ୍ରାନ୍‌କୋଇସ୍‌ ବେଟେନ୍‌କୋର୍ଟ ମେୟେର୍ସ ବିଶ୍ୱର ପ୍ରଥମ ମହିଳା, ଯାହାଙ୍କ ସମ୍ପତ୍ତି ୧୦୦ ବିଲିୟନ ଡଲାରରୁ ଅଧିକ। ବ୍ଲୁମ୍‌ବର୍ଗ ବିଲିଅନେୟାର୍ସ ସୂଚକାଙ୍କ ଅନୁଯାୟୀ ଫ୍ରାନ୍‌କୋଇସ୍‌ଙ୍କ ସମ୍ପତ୍ତି ପରିମାଣ ଗୁରୁବାର ୧୦୦.୧ ବିଲିୟନ ଡଲାର (୮,୩୩,୦୩୫ କୋଟି…

ଝାଡ଼ଖଣ୍ଡର ଦଳିତ, ଆଦିବାସୀଙ୍କ ପାଇଁ ପେନ୍‌ସନ୍‌ ଘୋଷଣା

ରାଞ୍ଚତ୍,୩୦ା୧୨(ପି.ଟି.): ଝାଡ଼ଖଣ୍ଡର ଆଦିବାସୀ ଏବଂ ଦଳିତମାନେ ୫୦ ବର୍ଷ ବୟସରେ ପହଞ୍ଚତ୍ଲେ ପେନ୍‌ସନ୍‌ ସୁବିଧା ପାଇବାକୁ ଯୋଗ୍ୟ ବିବେଚିତ ହେବେ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଶୁକ୍ରବାର ସେମାନଙ୍କ ପାଇଁ ପେନ୍‌ସନ୍‌ ଯୋଜନା ଘୋଷଣା କରିଛନ୍ତି। ରାଜ୍ୟରେ ଜେଏମ୍‌ଏମ୍‌ ନେତୃତ୍ୱାଧୀନ ସରକାରଙ୍କ ୪…

ଗୁଜରାଟ, ଚେନ୍ନାଇ ବିଜୟୀ

ଭୁବନେଶ୍ୱର, ୩୦।୧୨ (ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍ଟିମେଟ ଖୋ ଖୋ ସିଜନ-୨ର ଅନୁଷ୍ଠିତ ୨ଟି ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସ ଓ ଚେନ୍ନାଇ କୁଇକ୍‌ ଗନ୍ସ ବିଜୟୀ ହୋଇଛି। ଦିବସର ପ୍ରଥମ ମ୍ୟାଚରେ ଚେନ୍ନାଇ କୁଇକ୍‌…

ସୋନିଆ ଯୋଗଦେବା ନେଇ ଠିକ୍‌ ସମୟରେ ନିଷ୍ପତ୍ତି ନେବ କଂଗ୍ରେସ

ନୂଆଦିଲ୍ଲୀ,୩୦ା୧୨: ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ ଜାନୁୟାରୀ ୨୨ରେ ଅନୁଷ୍ଠିତ ହେବାକୁ ଥିବାବେଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଯୋଗଦେବା ଲାଗି ଆମନ୍ତ୍ରଣ କରାଯାଇଛି। ତେବେ ସେମାନେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବେ…

ନୌସେନା କମାଣ୍ଡର ହେଲେ ଚାଇନା ପ୍ରତିରକ୍ଷା ମନ୍ତ୍ରୀ

ବେଜିଂ,୩୦।୧୨(ପି.ଟି.): ଚାଇନାର ନୌସେନା କମାଣ୍ଡର ଜେନେରାଲ ଡଙ୍ଗ୍‌ ଜୁନ୍‌ଙ୍କୁ ଶୁକ୍ରବାର ଦେଶର ନୂଆ ପ୍ରତିରକ୍ଷା ମନ୍ତ୍ରୀ ନିଯୁକ୍ତ କରାଯାଇଛି। ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ ଲି ଶାଙ୍ଗ୍‌ଫୁ କୌଣସି ସ୍ପଷ୍ଟୀକରଣ ନ ଦେଇ ଦୁଇମାସ ଅନୁପସ୍ଥିତ ରହିବାରୁ ଗତ ଅକ୍ଟୋବରରେ ଚାଇନାର…

ମହାରାଷ୍ଟ୍ରକୁ ସ୍ବର୍ଣ୍ଣ, ଓଡ଼ିଶା ଚତୁର୍ଥ

ଭୁବନେଶ୍ୱର, ୩୦ା୧୨ (ବିଜୟ ରଣା): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମସ୍ଥିତ ଜିମ୍ନାଷ୍ଟିକ୍ସ ସେଣ୍ଟରରେ ଚାଲିଥିବା ଜାତୀୟ ଜୁନିୟର ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍‌ର ଶୁକ୍ରବାର ଥିଲା ଦ୍ୱିତୀୟ ଦିବସ। ମହିଳା ଦଳଗତ ବିଭାଗରେ ମହାରାଷ୍ଟ୍ର ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ଦିଲ୍ଲୀ ରୌପ୍ୟ ଏବଂ ପଶ୍ଚିମବଙ୍ଗ…

ନଦୀ ଉପରେ ଲ୍ୟାଣ୍ଡ କଲା ବିମାନ, ଥିଲେ ୩୦ଯାତ୍ରୀ ୪କ୍ରୁ ମେମ୍ବର, ଫଟୋ ଦେଖିଲେ ଶିହରି ଉଠିବେ

ଅଧିକାଂଶ ସମୟେ ଟେକ୍ନିକାଲ କିମ୍ବା ପାଇଲଟଙ୍କ ଭୁଲ ଯୋଗୁ ଭୟାନକ ବିମାନ ଦୁର୍ଘଟଣା ଘଟିଥାଏ। କେଇଥର ପାଇଲଟ କୌଣସି ରେସିଡେଣ୍ଟେଟିଆଲ ଇଲାକା କିମ୍ବା କୌଣସି ସଡକରେ ଫ୍ଲାଇଟ ଲ୍ୟାଣ୍ଡିଂ କରିଦେଇଥିବା ଖବର ଶୁଣିବାକୁ ପାଇଥିବେ। କିନ୍ତୁ ନିକଟରେ ଘଟିଥିବା ଏପରି ଏକ…

୬ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୨୯ା୧୨(ଅନିଲଦାସ)-ରାଜ୍ୟ ସରକାର ଶୁକ୍ରବାର ୨୦୧୦ ବ୍ୟାଚ୍‌ର ୬ ଜଣ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ସେମାନେ ହେଲେ ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା, ମିତ୍ରଭାନୁ ମହାପାତ୍ର, ସାରା ଶର୍ମା, କନୱର ବିଶାଲ ସିଂ ଓ ଶିବା ସୁବ୍ରମଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?