Home Left

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ ମହାତ୍ରେ ନେବେ, ଏବଂ ବୈଭବ ସୂର୍ଯ୍ୟବଂଶୀ ମଧ୍ୟ ଏହି ଦଳର ଅଂଶ। ଡିସେମ୍ବର...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ ଅଭୁଲା ରେକର୍ଡ କରିଛନ୍ତି। ସେ ଗୋଟିଏ ଓଭରରେ ୭ଟି ୱାଇଡ୍ ବଲ୍ ପକାଇ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ ମିଶ୍ର ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ଦଣ୍ଡାଦେଶ ଘୋଷଣା କରିଛନ୍ତି। କୋର୍ଟ ସରଫରାଜଙ୍କୁ ମୁଖ୍ୟ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର ଚଣ୍ଡୀ (୫୫)ଙ୍କ ମୃତ୍ୟୁ ହୋଇଥିଲା ଏବଂ ତାଙ୍କ ସହିତ ଥିବା ନରସିଂ ଚଣ୍ଡି...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ଅନେକ ଖେଳାଳି ଓ ଅଫିସିଆଲ୍ସ ଆହତ ହୋଇଛନ୍ତି।...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ ତାଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି କାଟିଥିଲେ ଏବଂ ପରେ ଏକ ବ୍ଲେଣ୍ଡରରେ...

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ ଲୁଥ୍ରାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଗୋଆ ପୋଲିସ ଓକିଲ କହିଛନ୍ତି...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି କର୍ମଚାରୀ ମିଳିତ ଚଢାଉ କରିଛନ୍ତି। ଚଢାଉ ବେଳେ ନିମ୍ନମାନର ଖାଦ୍ୟ ଜଣାପଡିବାରୁ ଅଧିକାରୀମାନେ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ ବର୍ତ୍ତମାନ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ୧୨ ଫେବୃଆରୀ ସକାଳ ୭:୩୦...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଛକ ଜାତୀୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି। ତେଣୁ ଉକ୍ତ କାର୍ଯ୍ୟାଳୟଗୁଡ଼ିକ ରହିବା ଦାରା ବିପୁଳ ରାଜସ୍ବ କ୍ଷତି ହେଉଛି। ସରକାର...

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ ପଠାଯାଇଥିଲା । ବର୍ତ୍ତମାନ ଏହାକୁ ନେଇ ସରକାର ଆପଲକୁ ନୋଟିସ  ପଠାଇଛନ୍ତି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri