Home Left

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ ବାଣିଜ୍ୟ ପେଣ୍ଠସ୍ଥଳୀ ହୋଇଥିବା ବେଳେ ପ୍ରତିଦିନ ବସ୍‌ଷ୍ଟାଣ୍ଡକୁ ଆଖପାଖ ଅଞ୍ଚଳରୁ ହଜାର ହଜାର…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ବିଭିନ୍ନ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତ କେଶବ ଗୌଡ଼ଙ୍କୁ ଆଜୀବନ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ ହେଲେ ଜୟପାଟଣା ଥାନା ଅନ୍ତର୍ଗତ ସିଲେଇଜୋର ଗ୍ରାମର ଦସାଇ ମାଝି। ଦସାଇ ବୁଧବାର…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ବିଭିନ୍ନ ଦେଶର ପ୍ରତିନିଧି, ବିଦେଶୀ ଅତିଥି ଓ ସାମ୍ବାଦିକଙ୍କ ପାଇଁ କୋରାପୁଟ…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ୍‌ ଭଣ୍ଡାରଙ୍ଗୀ ପଞ୍ଚାୟତର ବାରାବଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଅଷ୍ଟ୍ରେଲିଆରେ ରହୁଥିବା ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ଏକ ଐତିହାସିକ ମାଇଲଖୁଣ୍ଟ ସୃଷ୍ଟି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ ବିଭାଗୀୟସ୍ତରରେ ତାଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି। ସୂଚନା ଅନୁଯାୟୀ, ଗତ ୭ତାରିଖ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ ଇତିହାସର ସବୁଠୁ ସଫଳ ଦଳ ହୋଇଥିବା ବେଳେ ଶ୍ରୀଲଙ୍କା ଡିଫେଣ୍ଡିଂ ଚାମ୍ପିୟନ। ଏହା…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଚୋରି ହୋଇ ଥିବା ନେଇ ଅଭିଯୋଗ ହେବା ପରେ ଝରିଗାଁ ପୋଲିସ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ବିଦ୍ୟୁତ୍‌ ବିଭ୍ରାଟ ଉପଭୋକ୍ତାଙ୍କୁ ହଇରାଣ ଭୋଗିବାକୁ ପଡୁଛି। ଗତ ୨ ଦିନ ହେଲା…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର ନିକଟରେ ଗୋଟିଏ ମାଈ ଭାଲୁ ଓ ଗୋଟିଏ ଛୁଆ ଭାଲୁକୁ କିଛି ଲୋକ…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ର ସଂଯୋଜିକା ତଥା ଅଧ୍ୟାପିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?