ବିଶ୍ୱକପ୍ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର
ବେଙ୍ଗାଲୁରୁ,୩୧।୭: ଆସନ୍ତା ବିଶ୍ୱକପ୍ ପୂର୍ବରୁ ଭାରତୀୟ ଦଳକୁ ଏକ ଖୁସି ଖବର ମିଳିଛି। ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ବର୍ତ୍ତମାନ ସମ୍ପୂର୍ଣ୍ଣ ଫିଟ ଅଛନ୍ତି। ଦୀର୍ଘ ଦିନ ଧରି କ୍ରିକେଟ ଠାରୁ ଦୂରରେ ରହିଥିବା ବୁମ୍ରା ବର୍ତ୍ତମାନ ପଡ଼ିଆକୁ ଫେରିବାକୁ…
ବର୍ଗର ପରସିଦେଲେ ପ୍ରିନ୍ସ ଓ୍ବିଲିୟମ୍ସ
ଲଣ୍ଡନ,୩୧।୭: ବ୍ରିଟେନର କେତେଜଣ ବ୍ୟକ୍ତିଙ୍କ ପାଇଁ ଗତ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଘଟଣା ହେଲା ପ୍ରିନ୍ସ ଓ୍ବିଲିୟମ୍ସ ଲଣ୍ଡନରେ ଏକ ଫୁଡ ଟ୍ରକରେ ପରିବେଶ ଅନୁକୂଳ ବର୍ଗର ଲୋକଙ୍କୁ ପରସି ଦେଇ ସେମାନଙ୍କୁ ଆଶ୍ଚର୍ଯ୍ୟ ଚକିତ କରି ଦେଇଛନ୍ତି।…
ଦୟା ସହିତ କର୍ତ୍ତବ୍ୟ ପାଳନ କରିବା ହେଉଛି ସମାଜ ପାଇଁ ପ୍ରକୃତ ସେବା: ମୋହନ ଭାଗବତ
ଥାନେ,୩୧।୭: ଦୟା ସହିତ କର୍ତ୍ତବ୍ୟ ପାଳନ କରିବା ହେଉଛି ସମାଜ ପାଇଁ ପ୍ରକୃତ ସେବା ବୋଲି ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ (ଆରଏସଏସ) ମୁଖ୍ୟ ମୋହନ ଭାଗବତ ରବିବାର କହିଛନ୍ତି। ଧର୍ମବୀର ଆନନ୍ଦ ଡିଘେ କ୍ୟାନ୍ସର ହସ୍ପିଟାଲ ଏବଂ ଏଠାରେ ଏକ…
ମହିଳା କର୍ମଚାରୀଙ୍କୁ ପିଛା କରୁଥିଲେ ପୋଲିସ ଅଧିକାରୀ: ମାମଲା ରୁଜୁ
ହାଇଦ୍ରାବାଦ,୩୧।୭: ତେଲେଙ୍ଗାନାରେ ସରକାରୀ ବିଦ୍ୟୁତ ବିତରଣ କମ୍ପାନୀର ଜଣେ ମହିଳା କର୍ମଚାରୀଙ୍କୁ ପିଛା କରିବା ଅଭିଯୋଗରେ ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପୋଲିସ ଏ ସମ୍ପର୍କରେ ସୂଚନା ଦେଇଛି। ମହିଳାଙ୍କ ଅଭିଯୋଗ ଆଧାରରେ ଆଇପିସି ଧାରା…
କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ୧୨ଥର ବିଦ୍ୟୁତ କାଟ: ଏସ୍ପି କଲା ଟାର୍ଗେଟ
ଲକ୍ଷ୍ନୌ,୩୧।୭: କେନ୍ଦ୍ରମନ୍ତ୍ରୀ ତଥା ଉତ୍ତରପ୍ରଦେଶର ମୋହନଲାଲଗଞ୍ଜ ଭାଜପା ଏମ୍ପି କୌଶଲ କିଶୋରଙ୍କ ଏକ କାର୍ଯ୍ୟକ୍ରମରେ ୧୨ଥର ବିଦ୍ୟୁତ କାଟ କରିଛନ୍ତି। ବାରମ୍ବାର ବିଦ୍ୟୁତ କାଟ ସାମ୍ନାକୁ ଆସିବା ପରେ ସମାଜବାଦୀ ପାର୍ଟି(ଏସପି)ଯୋଗୀ ସରକାରଙ୍କୁ ଟାର୍ଗେଟ୍ କରିଛି। ଲକ୍ଷ୍ନୌର ସହାକାରିତା ଭବନ ଅଡିଟୋରିୟମରେ…
ମିଶନ ୨୪: ଆଜି ବିଜୟ ମନ୍ତ୍ର ଦେବେ ମୋଦି
ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ର ଏମ୍ପିମାନଙ୍କ ସହିତ ଏକ ବୈଠକ କରି ଆଗାମୀ ନିର୍ବାଚନ ସମ୍ପର୍କରେ ସେମାନଙ୍କୁ ବିଜୟ ମନ୍ତ୍ର ଦେବେ। ଏନଡିଏ ସାଂସଦମାନଙ୍କର ବୈଠକ କାର୍ଯ୍ୟକ୍ରମ ୧୧ ଦିନ ପାଇଁ ଚାଲିବ। ସୂଚନାନୁସାରେ,…
ଏନ୍ଜିଟିରେ ବିଡିଏ ସଚିବଙ୍କୁ ୫ଶହ ଟଙ୍କା ଜରିମାନା
ଭୁବନେଶ୍ୱର, ୩୧।୭ (ବନ୍ଦନା ସେଠୀ):ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ରେ କାଜୁଆଲ ବା ଖାମଖିଆଲ ଭାବେ ଆଫିଡେଭିଟ୍ ଦାଖଲ କରିଥିବାରୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସଚିବ ରବୀନ୍ଦ୍ର କୁମାର ସାହୁଙ୍କୁ ୫ଶହ ଟଙ୍କା ଜରିମାନା କରାଯାଇଛି। ଭୁବନେଶ୍ୱରର ଶିଖରଚଣ୍ଡୀ ପାହାଡରେ ୱାଟ୍କୋ…
ବିନା ଅନୁମତିରେ ୬ମାସ ଛୁଟିରେ ଥିଲେ ଗୋପାଳ
ସମ୍ବଲପୁର,୩୧ା୭ (ଶୁଭାଶିଷ ପାଢ଼ୀ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ଚାର୍ଜଶିଟ୍ ଦାଖଲ କରିବା ପରେ ଏବେ ଲୋକଲୋଚନକୁ ଆସୁଛି ଅନେକ ପ୍ରସଙ୍ଗ। ଚାର୍ଜଶିଟ୍ ଓ ପଲିଗ୍ରାଫ ରିପୋର୍ଟକୁ ଦେଖିଲେ ଅନେକ ତଥ୍ୟରେ ତାଳମେଳ ମଧ୍ୟ ରହୁନାହିଁ। ଅଭିଯୁକ୍ତ…
୪ ତାରିଖଯାଏ ବର୍ଷିବ
ଭୁବନେଶ୍ୱର,୩୧ା୭(ଅନୁରାଧା ମହାରଣା):ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଶନିବାର ଉତ୍ତର ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପର ରୂପ ନେବା ପରେ ବର୍ଷା ପରିମାଣ ବଢ଼ିଛି। ରବିବାର…
ପହିଲାରୁ ଯୁକ୍ତ୨ ପାଠପଢ଼ା
ଭୁବନେଶ୍ୱର,୩୧।୭(ଅନୁରାଧା ମହାରଣା):ଅଗଷ୍ଟ ପହିଲାରୁ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ। ୨୦୨୩-୨୪ ଶିକ୍ଷାବର୍ଷରେ ନାମ ଲେଖାଇଥିବା ପିଲାଙ୍କ ପାଇଁ ପ୍ରତି ବିଦ୍ୟାଳୟରେ ପ୍ରବେଶ ଉତ୍ସବର ଆୟୋଜନ କରାଯିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା…
‘ରାଜ୍ୟରେ ଶିକ୍ଷାର ମାନ ହ୍ରାସ ପାଉଛି’
ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ)/ ଜଟଣୀ,୩୧ା୭(ରବୀନ୍ଦ୍ର ନାଥ ମହାକୁଡ଼):ରାଜ୍ୟରେ ବର୍ତ୍ତମାନ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷାର ମାନ ହ୍ରାସ ପାଇବାରେ ଲାଗିଛି। ଯାହାଦ୍ୱାରା ଛାତ୍ରୀଛାତ୍ରଙ୍କ ପାଠପଢ଼ା ଉପରେ ପ୍ରଭାବ ପଡୁଛି। ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନ ଥିବା ଏବଂ ସରକାରୀ ପ୍ରୋତ୍ସାହନ ଅଭାବ ଏହାର…
ସ୍କୁଲ୍ସ ଓପନ୍ ଚେସ୍: ସତ୍ୟମ୍ ଚାମ୍ପିୟନ
ଭୁବନେଶ୍ୱର, ୩୧।୭ (ତପନ ସ୍ବାଇଁ): ବିଜେଇମ୍ ସ୍କୁଲ-୧ ଏବଂ ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ରବିବାର ଆୟୋଜିତ ସ୍କୁଲ୍ସ ଓପନ ଚେସ୍ରେ କଟକ ଗୁରୁନାନକ ପବ୍ଲିକ ସ୍କୁଲର ସତ୍ୟମ ସ୍ବରୂପ ସାହୁ ଚାମ୍ପିୟନ ହୋଇଛନ୍ତି। ୫ ରାଉଣ୍ଡ ବିଶିଷ୍ଟ…
Archives


