ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ
ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଥିସହ ଗୃହପାଳିତ ପ୍ରାଣୀ ମାନେ ମଧ୍ୟ ବିପଦରେ…
ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍ ତଳକୁ ଖସିଲା ବୋଲେରୋ
ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର ହେବା ସହିତ ୫ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,ଗତକାଲି ବିଳମ୍ବିତ ରାତିରେ ପଡୋଶୀ ପଶ୍ଚିମବଙ୍ଗ…
୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!
୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି ପ୍ରସିଦ୍ଧ ଜ୍ୟୋତିଷ। ସେ ଆହୁରି ମଧ୍ୟ କହିଛନ୍ତି ଯେ ୨୦୨୬ ଜୁନ ୨ ତାରିଖରେ…
୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା
ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ସମସ୍ତ ଦଳକୁ ସୂଚନା ଦେଇଛି ଯେ IPL ୨୦୨୬ ମାର୍ଚ୍ଚ ୨୬ରେ ଆରମ୍ଭ ହେବ…
ହଠାତ୍ ରାଗିଗଲେ ବୁମ୍ରା, ପ୍ରଶଂସକଙ୍କ ମୋବାଇଲ୍ ଛଡ଼ାଇନେଲେ…ଦେଖନ୍ତୁ VIDEO
ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସେ ପ୍ରବଳ ରାଗିଥିବାର ଦେଖାଯାଉଛି। ବୁମରା ଏତେ ରାଗିଥିଲେ ଯେ, ସେ…
ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…
ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ନିୟାମକ ବୋର୍ଡ (PNGRB) ଜାନୁଆରୀ ୧, ୨୦୨୬ ରୁ ଲାଗୁ ହେଉଥିବା ଶୁଳ୍କ…
ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!
ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗତି କରନ୍ତି। ଜ୍ୟୋତିଷମାନେ ଶନିଙ୍କ ଗତି ଦୃଷ୍ଟିରୁ…
ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…
ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ ଜାରି କରିଥିଲେ। ଉଗ୍ରବାଦୀଙ୍କ ଧମକ ଏବଂ ବାଂଲାଦେଶୀ ନେତାମାନଙ୍କ ଉତ୍ତେଜନାପୂର୍ଣ୍ଣ ମନ୍ତବ୍ୟ ସମେତ ବଢ଼ୁଥିବା…
ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା
କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ ମୁହାଁ ହୋଇ ନୂନମାଠ ଗ୍ରାମକୁ ପଶି ଆସିଥିଲେ। ହାତୀ ପଲ ଧାନ ଖାଇବାକୁ ବଲାଙ୍ଗିର…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…
ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ…
ଏଇ ଭାରତରେ
କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି ଏବଂ ଖର୍ଚ୍ଚ ମଧ୍ୟ ବଢୁଛି। ଏହାର ସରଳ ସମାଧାନ ପାଇଁ ମହାରାଷ୍ଟ୍ରର ଆଦିତ୍ୟ ପିଙ୍ଗ୍ଲେ…
ବନ୍ଦେ ମାତରମ୍କୁ ବାରଣ କାହିଁକି
ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍ ଓ ଜୟ ହିନ୍ଦ୍ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି। ଏହା ସରକାରଙ୍କ ବନ୍ଦେ ମାତରମ୍ ପ୍ରେମ ଉପରେ ସନ୍ଦେହ ସୃଷ୍ଟି କରୁନାହିଁ କି? ଗୋଟିଏ…
Archives


