Home Left

୧୮ବର୍ଷ ପରେ ଏଆଇ ସାହାଯ୍ୟରେ କଥା କହିଲେ

ନୂଆଦିଲ୍ଲୀ: ବେଳକୁ ବେଳ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର ବୃଦ୍ଧି ପାଇବାରେ ଲାଗିଛି। ଅଫିସଠାରୁ ଆରମ୍ଭ କରି ମେଡିକାଲ କ୍ଷେତ୍ରରେ ମଧ୍ୟ ତା’ ସଫଳ ଯୋଗଦାନ ଦେଖିବାକୁ ମିଳୁଛି। ନିକଟରେ ଏଆଇ ଏମିତି କିଛି କାର୍ଯ୍ୟ କରିଛି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ।…

ଖୁବ୍‌ଶୀଘ୍ର ମହିଳାମାନଙ୍କୁ ସଂସଦ-ବିଧାନସଭାରେ ମିଳିବ ଉପଯୁକ୍ତ ପ୍ରତିନିଧିତ୍ୱ: ଉପରାଷ୍ଟ୍ରପତି

ଜୟପୁର,୫।୯: ଉପରାଷ୍ଟ୍ରପତି ଜଗଦୀପ ଧନଖର ଜୟପୁରରେ ପହଞ୍ଚି ମହାରାଣୀ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ସହ ‘ରାଷ୍ଟ୍ର ନିର୍ମାଣରେ ମହିଳାଙ୍କ ଅଂଶଗ୍ରହଣ’ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସାମ୍ବିଧାନିକ ସଂଶୋଧନ ମାଧ୍ୟମରେ ସଂସଦ ଏବଂ ବିଧାନସଭାରେ ମହିଳାମାନେ ଉପଯୁକ୍ତ ପ୍ରତିନିଧିତ୍ୱ ପାଇବେ ଉପରାଷ୍ଟ୍ରପତି କହିଛନ୍ତି। ଉପରାଷ୍ଟ୍ରପତି…

ଜିମ୍‌ନିର ଅଫ୍‌ ରୋଡ୍‌ ଡ୍ରାଇଭିଂ ଅନୁଭୂତି

ଭୁବନେଶ୍ୱର,୫।୯: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ(ଏମ୍‌ଏସ୍‌ଆଇଏଲ୍‌)ର ଅଗ୍ରଣୀ ମଡେଲ ଜିମ୍‌ନି ପକ୍ଷରୁ ନିକଟରେ ଏକ ଅଫ୍‌ ରୋଡିଂ ଏକ୍ସପେରିଏନ୍ସ କ୍ୟାମ୍ପେନର ଶୁଭାରମ୍ଭ କରାଯାଇଛି। ବିଶେଷକରି ସାରା ଦେଶରେ ଜିମ୍‌ନି ଗ୍ରାହକଙ୍କୁ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲରଗୁଡିକ ଜରିଆରେ ଏକତ୍ରିତ କରାଇବା ସହିତ ଏକ ଦୁଃସାହସିକ…

ସୋମାନୀର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର, ୫।୯: ସୋମାନୀ ସେରାମିକ୍ସ ଲିମିଟେଡ଼ (ଏସସିଏଲ)ର ନୂତନ ତଥା ଏକ୍ସକ୍ଲୁସିଭ ଆଉଟଲେଟ ନିକଟରେ କଟକ ତ୍ରିଶୁଳିଆ ନିକଟସ୍ଥ ବାଙ୍କି ରୋଡସ୍ଥିତ ପାଟପୁର ମୀରାମଣ୍ଡପଠାରେ ଉଦଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଏସସିଏଲର ସ୍ବୀକୃତିପ୍ରାପ୍ତ ଡିଲର ସତ୍ୟମ କନଷ୍ଟ୍ରକସନ ଆନୁକୂଲ୍ୟରେ ଉକ୍ତ ଆଉଟଲେଟର ଶୁଭାରମ୍ଭ କରାଯାଇଛି।…

ଘରୋଇ ବଜାରରେ ହୋଣ୍ଡା ଏଲିଭେଟ୍‌

ଭୁବନେଶ୍ୱର, ୫।୯: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଏସ୍‌ୟୁଭି ‘ଏଲିଭେଟ୍‌’କୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଏଚ୍‌ସିଆଇଏଲର ପ୍ରେସିଡେଣ୍ଟ ତଥା ସିଇଓ…

ପର୍ଯ୍ୟଟନ ବିଭାଗ ଦୃଷ୍ଟି ଆଢୁଆଳରେ ଆର୍ତ୍ତେଶ୍ୱର ପୀଠ

ଡେରାବିଶ,୫ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଅର୍ତ୍ତେଶ୍ୱରଙ୍କ ମନ୍ଦିର ପର୍ଯ୍ୟଟନ ବିଭାଗର ଦୃଷ୍ଟି ଆଡୁଆଳରେ ରହିଛି। କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ ମହଙ୍ଗ ପଞ୍ଚାୟତ ଜଗନ୍ନାଥପୁରଠାରେ ରହିଛି ଏହି ପ୍ରସିଦ୍ଧ ଶୈବପୀଠ। ଗୋବରୀ ନଦୀ କୂଳରେ…

ବଡ଼ ଉପଲବ୍ଧି ହାସଲ କଲେ ହିଟ୍‌ମ୍ୟାନ୍‌

ପାଲେକେଲ୍‌,୫।୯:ଏସିଆ କପ ୨୦୨୩ର ପଞ୍ଚମ ମ୍ୟାଚରେ ଭାରତ ନେପାଳକୁ ୧୦ ଉଇକେଟରେ ପରାସ୍ତ କରିଛି। ଏହି ବିଜୟରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏକ ଆକର୍ଷଣୀୟ ରେକର୍ଡ ତାଙ୍କ ନାମରେ ଯୋଡା ଯାଇଥିଲା। ଏସିଆ…

ବଲାଙ୍ଗୀରରେ ଆଇସିଆଇସିଆଇର ନୂତନ ଶାଖା

ଭୁବନେଶ୍ୱର, ୫।୯: ଆଇସିଆଇସିଆଇ ବ୍ୟାଙ୍କର ନୂତନ ଶାଖା ବଲାଙ୍ଗୀର ଜିଲା ଅନ୍ତର୍ଗତ ଚନ୍ଦ୍ରଶେଖର ନଗରଠାରେ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରାଣା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

କାଇଁଚ ହସ୍ତଶିଳ୍ପକୁ ଜିଆଇ ଟ୍ୟାଗ୍‌ ଦାବି

କେନ୍ଦ୍ରାପଡ଼ା, ୫ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ରସାବଳୀ ସମେତ ଓଡ଼ିଶାର ୭ଟି ସାମଗ୍ରୀର ଜିଆଇ (ଜିଓଗ୍ରାଫିକାଲ ଇଣ୍ଡିକେଶନ) ଟ୍ୟାଗ୍‌ ପାଇଁ ତାଲିକାଭୁକ୍ତ ହୋଇଛି। ଏବେ ଜିଲାର କାଇଁଚ ହସ୍ତଶିଳ୍ପ ଜିଆଇ ଟ୍ୟାଗ୍‌ ଦାବି ଜୋର ଧରିଛି। ଏ ନେଇ ଚେନ୍ନାଇସ୍ଥିତ ଜିଆଇ…

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସଚେତନତା ଅଭିଯାନ

ଭୁବନେଶ୍ୱର, ୫।୯: ଆର୍ସଲର ମିତ୍ତଲ ନିପ୍ପନ୍‌ ଷ୍ଟିଲ (ଏଏମଏନଏସ) ଇଣ୍ଡିଆ ପକ୍ଷରୁ ଏକ ଅଭିନବ ପଦକ୍ଷେପ ସାଙ୍ଗକୁ ଜନ ସଚେତନତା ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଡେଙ୍ଗୁ ମଶାରୁ ମୁକ୍ତି ପାଇବା ଏବଂ ସ୍ଥାନୀୟ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ କଲ୍ୟାଣ…

ପୁଣି ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୫।୯: ଏସିଆ କପ ୨୦୨୩ର ଦ୍ୱିତୀୟ ମ୍ୟାଚରେ ଭାରତ ନେପାଳକୁ ୧୦ ଉଇକେଟ୍‌ରେ ପରାସ୍ତ କରିଛି। ବର୍ଷା ବାଧାପ୍ରାପ୍ତ ମ୍ୟାଚ ଶ୍ରୀଲଙ୍କାର ପାଲେକେଲ ଷ୍ଟାଡିୟମରେ ଖେଳାଯାଇଥିଲା। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।…

ଅସୁରକ୍ଷିତ ଧାନମଣ୍ଡି: ୧୧୭ରୁ ଗୋଟିଏରେ ସିସିଟିଭି

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା): ଧାନ ମଣ୍ଡିରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ସମସ୍ତ ମଣ୍ଡିରେ ସିସିଟିଭି କ୍ୟାମେରା ଲଗାଇବାକୁ ବିଭାଗୀୟ ଷ୍ଟାଣ୍ଡିଂ କମିଟି ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ଏହିମର୍ମରେ ରାଜ୍ୟ ସମବାୟ ସମିତିର ନିବନ୍ଧକ ୯ା୫ା୨୦୨୩ରେ ସମସ୍ତ ଡିଆର୍‌ସିଏସ୍‌ଙ୍କୁ ନିର୍ଦ୍ଦେଶ ଦେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri