Home Left

ଜଣେ ଶିକ୍ଷକରେ ଚାଲିଛି ହାଇସ୍କୁଲ

କୁଚିଣ୍ଡା,୩୦ା୭(ବିରଞ୍ଚତ୍ ଦର୍କା)ସରକାର ଶିକ୍ଷାର ବିକାଶ କଥା କହୁଥିବା ବେଳେ ସମ୍ବଲପୁର ଜିଲା ବାମରା ବ୍ଲକରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି। ତୁରେଇ ପଞ୍ଚାୟତର ଶୁକଦେବ ହାଇସ୍କୁଲରେ ଜଣେ ମାତ୍ର ଶିକ୍ଷକରେ ପାଠପଢା ଚାଲିଥିବାରୁ ପିଲାଙ୍କ ଭବିଷ୍ୟତ ନେଇ ପ୍ରଶ୍ନବାଚୀ…

ରେନୋ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୩୦।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ରେନୋ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ (ଆର୍‌ଆଇପିଏଲ୍‌)ର ସ୍ବତନ୍ତ୍ର ଅଭିଯାନ ‘ରେନୋ ଏକ୍ସପେରିଏନ୍ସ ଡେଜ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତୀୟ ଗ୍ରାହକଙ୍କ ନିକଟତର ହେବା ପାଇଁ କମ୍ପାନୀ ପକ୍ଷରୁ ଏଭଳି ଏକ ଅଗ୍ରଗାମୀ…

ରାଶନକାର୍ଡରେ ଚଢ଼ିପାରୁନି ନାମ, ମିଳୁନି ବିଏସ୍‌କଓ୍ବୋଇ ସୁବିଧା

ତେନ୍ତୁଳିଖୁଣ୍ଟି,୩୦ା୭,(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପରଜାବାରଙ୍ଗପଦର ପଞ୍ଚାୟତ ଖାତିଗୁଡ଼ା ଗ୍ରାମର ରେବତୀ କୁମ୍ଭାରଙ୍କ ଆଖି ଜନ୍ମରୁ ଖରାପ ରହିଛି। ପିଲାବେଳେ ଅଳ୍ପ ଦେଖାଯାଉଥିଲା। ଏବେ ବୟସ ବଢ଼ିବା ସହ ଆଖିର ଦୃଷ୍ଟିଶକ୍ତି କମିଲାଣି। ଆଖିର ଡୋଳାରେ କିଛିଟା ବ୍ୟତିକ୍ରମ ଯୋଗୁ…

ସେଞ୍ଚୁରିଅନ ସ୍କୁଲ ଅଫ୍‌ ଲ ଉଦ୍‌ଘାଟିିତ

ଭୁବନେଶ୍ୱର,୩୦।୭:  ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟର ଜଟଣୀ କ୍ୟାମ୍ପସଠାରେ ‘ସେଞ୍ଚୁରିଅନ ସ୍କୁଲ ଅଫ୍‌ ଲ’ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏମ୍‌.ଆର୍‌. ଶାହା, ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଦୀନେଶ ମାହେଶ୍ୱରୀ ଏବଂ…

ବିଓଆଇର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୩୦।୭: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଓଆଇର ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଏପରିକି ପ୍ରଥମ ତ୍ରୈମାସିକରେ ବ୍ୟାଙ୍କ ୧୭୬% ଅଭିବୃଦ୍ଧି ହାର…

ଜଙ୍ଗଲରୁ କଳାପଥର ଲୁଟ୍‌ ବନାମ ବର୍ଷା

ଯାଜପୁର,୩୦ା୭(ହର୍ଷବର୍ଦ୍ଧନ ବେହେରା)ଖରିଫ ଋତୁରେ ଧାନ ଚାଷ ପାଇଁ ଗୁରୁତ୍ୱପୂର୍ଣ୍ଣ ସମୟ ହେଉଛି ଜୁଲାଇ। ଯାଜପୁର ଜିଲାରେ ଏହି ମାସରେ ବର୍ଷା ପ୍ରତାରଣା କରିଛି। ଜୁଲାଇ ୨୦ ସୁଦ୍ଧା ସ୍ବାଭାବିକ ବର୍ଷା ହାରାହାରି ୩୫୦.୯ ମିମି ହେବା ସ୍ଥଳେ ମାତ୍ର ୨୦୩.୧୨ ମିମି…

ଷ୍ଟଲ୍‌ଓ୍ବାର୍ଟକୁ ଷ୍ଟେଟ୍‌ ବିଜ୍‌ନେସ୍‌ ଆୱାର୍ଡ

ଭୁବନେଶ୍ୱର,୩୦।୭: ରାଜ୍ୟର ପ୍ରମୁଖ ଘରୋଇ ଗୃହ ନିର୍ମାଣକାରୀ ସଂସ୍ଥା ଷ୍ଟଲ୍‌ଓ୍ବାର୍ଟ ପ୍ରୋଜେକ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌(ଏସ୍‌ପିପିଏଲ୍‌)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ନିର୍ବାଣ ଫାଉଣ୍ଡେଶନ ଟ୍ରଷ୍ଟ ଦ୍ୱାରା ଆୟୋଜିତ ଷ୍ଟେଟ୍‌ ବିଜ୍‌ନେସ୍‌ ଆୱାର୍ଡ କାର୍ଯ୍ୟକ୍ରମର ପ୍ରଥମ ସଂସ୍କରଣରେ…

ଡୋଲିପୁର ସମବାୟ ସମିତି କାର୍ଯ୍ୟାଳୟରେ ତାଲା

ଯାଜପୁର ରୋଡ,୩୦ା୭(ପବିତ୍ର ରଞ୍ଜନ ମହାନ୍ତି): ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। କୃଷି ସମ୍ବନ୍ଧୀୟ ସରକାରୀ ଯୋଜନାଗୁଡ଼ିକ ଚାଷୀମାନଙ୍କ ପାଖରେ ପହଞ୍ଚାଇବା ପାଇଁ ସେବା ସମବାୟ ସମିତିଗୁଡ଼ିକ ମାଧ୍ୟମ ହୋଇଥାନ୍ତି। ହେଲେ କେତେକ ସ୍ଥାନରେ ଏହାର…

ସରକାରୀ କ୍ରୟ ପ୍ରକ୍ରିୟାରେ ଉଲ୍ଲେଖନୀୟ ପ୍ରଦର୍ଶନ

ଭୁବନେଶ୍ୱର, ୩୦।୭: (ଅଭୟ ଦାଶ): ସରକାରୀ ସେବା ଓ ସାମଗ୍ରୀ କ୍ରୟ ପ୍ରକ୍ରିୟାରେ କାରବାର କରୁଥିବା ଓଡ଼ିଶାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗଙ୍କୁ ପ୍ରୋତ୍ସାହନ ଦେବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଆରମ୍ଭ ହୋଇଛି। ଏହି କ୍ରମରେ ଶନିବାର ଭୁବନେଶ୍ୱରଠାରେ ସରକାରୀ…

ବର୍ଷା ଋତୁରେ ଉପାନ୍ତ ଅଞ୍ଚଳବାସୀଙ୍କ ବଢ଼ିଛି ଚିନ୍ତା

କେନ୍ଦ୍ରାପଡ଼ା,୩୦ା୭(ଜଗନ୍ନାଥ ଧଳ): ବର୍ଷାଋତୁ ଆରମ୍ଭ ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ିଛିି ା ପ୍ରାକୃତିକ ବିପର୍ଯ୍ୟୟ ଭୟ ସଦାସର୍ବଦା ଲାଗି ରହୁଛି ା ତଟକ୍ଷୟ ଯୋଗୁ ସମୁଦ୍ର ପାଣି ଗ୍ରାମ ମଧ୍ୟକୁ ପଶିଆସିବା ଭୟ ରହୁଛି ା ରାଜନଗର…

ସରକାରୀ ଜମି ଜବରଦଖଲ: ଡ୍ରେନ୍‌ ସମସ୍ୟା ବଢୁଛି

ଜଗତ୍‌ସିଂହପୁର,୩୦ା୭ (ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ସହରରେ ଡ୍ରେନ୍‌ ସମସ୍ୟା ନେଇ ଦୀର୍ଘ ବର୍ଷ ଧରି ଅସନ୍ତୋଷ ଲାଗି ରହିଥିଲେ ସୁଦ୍ଧା ତା’ର କୌଣସି ପ୍ରତିକାର ହେଉନାହିଁ। କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଜଗତ୍‌ସିଂହପୁର ଡ୍ରେନେଜ୍‌ ଡିଭିଜନ ଓ ପୌର…

କଟାହେଉନି ରିଜେକ୍ସନ ନୋଟ୍‌

ନୟାଗଡ଼,୩୦ା୭ (ଲୋକନାଥ ମିଶ୍ର)ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ (ଓଏସ୍‌ଡବ୍ଲ୍ୟୁସି)ର ଚାଉଳ ଗୋଦାମକୁ ନୟାଗଡ଼ ଜିଲାର କେତେଜଣ ମିଲର ଅଧିକାଂଶ ସମୟରେ ଖରାପ ଚାଉଳ ଯୋଗାଣ କରୁଥିଲେ ମଧ୍ୟ ରିଜେକ୍ସନ ନୋଟ୍‌ କଟା ଯାଉ ନାହିଁ । ମିଲରକୁ ଅନୁକମ୍ପା ଦେଖାଯାଇ ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri