Home Left

ସମୁଦ୍ରରେ ଗାଧୋଉଥିବା ବେଳେ ବୁଡ଼ିଯାଇଥିବା ୫ ପର୍ଯ୍ୟଟକ ଉଦ୍ଧାର

ପୁରୀ,୪।୯(ଅଜିତ୍‌ ମହାନ୍ତି): ସମୁଦ୍ରରେ ଗାଧୋଇବା ସମୟରେ ବୁଡ଼ି ଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି। ସୋମବାର ପୁରୀ ସମୁଦ୍ରରେ ସ୍ନାନ କରୁଥିବାବେଳେ ୫ ପର୍ଯ୍ୟଟକ ବୁଡ଼ି ଯାଇଥିଲେ। ତେବେ ତୁରନ୍ତ ସେଠାରେ ଥିବା ଲାଇଫ ଗାର୍ଡ ସେମାନଙ୍କୁ ଉଦ୍ଧାର କରିବାକୁ ପ୍ରୟାସ କରିଥିଲେ।…

ଚାଇନାରେ ୧୭ ଦିନିଆ ଟ୍ରେନିଂ ନେବ ଭାରତୀୟ ବକ୍ସିଂ ଦଳ

ନୂଆଦିଲ୍ଲୀ,୪ା୯: ଏସିଆନ ଗେମ୍ସ ପାଇଁ ଭାରତୀୟ ବକ୍ସିଂ ଦଳ ଚାଇନା ସହର ଉଇସାନ୍‌ରେ ୧୭ ଦିନିଆ ଟ୍ରେନିଂ କ୍ୟାମ୍ପ କରିବ। ଏଥିରେ ଯୋଗଦେବା ପାଇଁ ୧୩ ବକ୍ସର ଏବଂ ୧୧ ସପୋର୍ଟ ଷ୍ଟାଫ୍‌ ରବିବାର ଚାଇନା ଗସ୍ତ କରିଛନ୍ତି। ବକ୍ସିଂ ଫେଡେରେଶନ…

ସୁଇଜରଲାଣ୍ଡରେ ନୀରଜ ସମ୍ବର୍ଦ୍ଧିତ

ଜୁରିଚ୍‌, ୪ା୯: ବିଶ୍ୱ ଚାମ୍ପିୟନ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କୁ ସୁଇଜରଲାଣ୍ଡର ପର୍ଯ୍ୟଟନ ବିଭାଗ ସମ୍ବର୍ଦ୍ଧିତ କରିଛି। ଗତ ମାସରେ ବୁଦାପେଷ୍ଟଠାରେ ୮୮.୧୭ ମିଟର ଜାଭେଲିନ୍‌ ଥ୍ରୋ କରି ବିଶ୍ୱ ଟାଇଟଲ ହାସଲ କରିବା ପରେ ନିରଜ ଅଲିମ୍ପିକ ଏବଂ ବିଶ୍ୱ…

ବିଜେଡିର ମିଶ୍ରଣ ପର୍ବ

ବାସୁଦେବପୁର,୪।୯ (ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ପଞ୍ଚାୟତର ଶନିମନ୍ଦିର ନିକଟରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଯୋଗଦେଇ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରିବା…

ଶ୍ୱଶୁର ଘରେ ବେଡସିଟ୍‌ ବାନ୍ଧି ଫ୍ୟାନ୍‌ ହୁକରେ ଝୁଲିପଡ଼ିଲେ ଡାକ୍ତର ଜ୍ୱାଇଁ

ବ୍ରହ୍ମପୁର,୪ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷଣୀନୂଆଗାଁ ଥାନା ଅନ୍ତର୍ଗତ ଶକ୍ତିନଗରରେ ରବିବାର ରାତିରେ ଜଣେ ଡାକ୍ତର ତାଙ୍କ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଡା. ସୁରେନ୍ଦ୍ର କୁମାର ରଥ(୫୧)। ସୁରେନ୍ଦ୍ରଙ୍କ ଘର ରାୟଗଡ଼ା ଜିଲାରେ ହୋଇଥିବା ବେଳେ ସେ…

ରାସ୍ତା ନାହିଁ ତ ଭୋଟ ନାହିଁ

ବୁଗୁଡ଼ା,୪ା୯(କାଳି ଚରଣ ଦାଶ): ସ୍ବାଧୀନତାର ୭୬ ବର୍ଷ ପରେ ବି ଗାଁକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଛାତ୍ରୀଛାତ୍ରଙ୍କ ସମେତ ଗ୍ରାମବାସୀ ଯାତାୟାତରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତି ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ ଗୋଲିଆ…

୭ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୪।୯(ଅନିଲ ଦାସ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବ ବୋଲି ଭୁବେନଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ୭ ଜିଲାରେ ପ୍ରବଳରୁ…

ଖରିଫ ଧାନ ବିକ୍ରିରେ କମିଲା ଚାଷୀଙ୍କ ପଞ୍ଜୀକରଣ

ଭଦ୍ରକ, ୪।୯(ସନାତନ ରାଉତ): ଭଦ୍ରକ ଜିଲାରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ପଞ୍ଜୀକରଣ ଶେଷ ହୋଇଛି। ଜିଲାରେ ୧୫୫ ମଣ୍ଡିରେ ୮୩ ହଜାର ୮୬୭ ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଧାନର ସହାୟକ ମୂଲ୍ୟ ବୃଦ୍ଧି ପାଇଥିବା ସତ୍ତ୍ୱେ ଚାଷୀ…

୧୦୦ କୋଟି କ୍ଲବ୍‌ରେ ‘ଡ୍ରିମ ଗର୍ଲ-୨’

ମୁମ୍ବାଇ: ଫିଲ୍ମ ‘ଡ୍ରିମ ଗର୍ଲ-୨’ ରିଲିଜ୍‌ ହେବାର ୧୦ ଦିନ ପରେ ସାରା ଦୁନିଆରେ ୧୦୦ କୋଟି ଅତିକ୍ରମ କରିଛି, ଅର୍ଥାତ୍‌ ୧୦୦ କୋଟି କ୍ଲବରେ ପ୍ରବେଶ କରିଛି। ଏହା ସହିତ ‘ଡ୍ରିମ ଗର୍ଲ-୨’ର ଅଭିନେତାଙ୍କ ଏହା ପଞ୍ଚମ ଚଳଚ୍ଚିତ୍ର, ଯାହା…

ଜିଲା ଦାବି ଆନ୍ଦୋଳନରେ ସାମିଲ ହେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ଘୁମୁସର ଜିଲା ଦାବି ଆନ୍ଦୋଳନ ୧୯୯୩ରୁ ଆରମ୍ଭ ହୋଇଛି। ଏହା ବର୍ତ୍ତମାନ ସୁଧା ଚାଲିଛି। କିନ୍ତୁ ସରକାର ଦାବି ପ୍ରତି ଗୁରୁତ୍ୱ ଦେଉ ନ ଥିବାବେଳେ ସୋମବାର ଘୁମୁସର ବାହିନୀ ପକ୍ଷରୁ ଜଗନ୍ନାଥପ୍ରସାଦ ବ୍ଲକ କଳିଙ୍ଗପଦର ଅଚ୍ୟୁତାନନ୍ଦ ଆଶ୍ରମ…

ଆଇଏସଆଇଏସର ୨ କମାଣ୍ଡରଙ୍କ ସମେତ ୭ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

ଇସଲାମାବାଦ,୪।୯: ପଞ୍ଜାବ ପ୍ରଦେଶରେ ୭ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରି ପାକିସ୍ତାନର ଆଇନ ପ୍ରଣୟନକାରୀ ସଂସ୍ଥା ଏକ ବଡ଼ ଆତଙ୍କବାଦୀ ଷଡଯନ୍ତ୍ରକୁ ବିଫଳ କରିଛି। ଇସ୍ଲାମିକ ଷ୍ଟେଟ ଅଫ ଇରାକ ଏଣ୍ଡ ସିରିଆ (ଆଇଏସଆଇଏସ) ର ଦୁଇଜଣ ମୁଖ୍ୟ କମାଣ୍ଡର ଏଥିରେ…

ମୂର୍ତ୍ତି ତିଆରି କରି ଲକ୍ଷାଧିକ ଟଙ୍କା ରୋଜଗାର

କର୍ଲାମୁଣ୍ଡା:୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ଦୁଇ କିଲୋମିଟର ଦୂରରେ ରହିଛି ଫଲସାପଡା ଗାଁ। ଗାଁରେ ରୁହନ୍ତି ଶିଳ୍ପୀ ହେମାନନ୍ଦ ସାହୁ(୨୮)। ମୂର୍ତ୍ତି ତିଆରି କରି ବର୍ଷକୁ ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। ଚଳିତ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri