ନୂଆବର୍ଷ ସେଲିବ୍ରେଶନ କରିବାକୁ ଦୁବାଇ ଯାଉଥିଲେ ଅଭିନେତା, ବିମାନବନ୍ଦରରୁ ଗିରଫ କଲା ପୋଲିସ
ମୁମ୍ବାଇ,୨୫।୧୨: ଚଳଚ୍ଚିତ୍ର ସମାଲୋଚକ ତଥା ଅଭିନେତା କମାଲ ରସିଦ ଖାନଙ୍କୁ ବିମାନବନ୍ଦରରୁ ମୁମ୍ବାଇ ପୋଲିସ ଗିରଫ କରିଛି। କେଆରକେ ନିଜେ ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । କେଆରକେ କହିଛନ୍ତି, ସେ ନୂଆବର୍ଷ ପାଳନ କରିବାକୁ ଦୁବାଇ…
ଗୋପପୁର ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ
ବରଗଡ଼,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୧୫ତାରିଖରୁ ଆରମ୍ଭ ହେବ। ଏହି ମହୋତ୍ସବରେ ମଥୁରା ନଗରୀ ପାଲଟୁଥିବା ବରଗଡ଼ ସହରର ହାଟପଦା ସଞ୍ଚାର ମଣ୍ଡଳୀରେ ଗତ ଶୁକ୍ରବାର ଶୁଭସ୍ତମ୍ଭ ସ୍ଥାପିତ ହୋଇସାରିଛି। ତେବେ ଗୋପପୁର ଯାତ୍ରା ବିନା ଧନୁଯାତ୍ରା…
ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ, ଆସନ୍ତା ୫ ଦିନ ଯାଏଁ ହେବ ନାହିଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ
ଭୁବନେଶ୍ୱର,୨୫।୧୨: ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟକୁ ପୂର୍ବ ଦିଗରୁ ଉଷ୍ମ ଓ ଶୁଷ୍କ ପବନ ପ୍ରବାହ ବୃଦ୍ଧି ପାଇଥିବାରୁ ତାପମାତ୍ରାରେ ପରିବର୍ତ୍ତନ ପରିଲକ୍ଷିତ ହୋଇଛି । ଆସନ୍ତା ୪ରୁ ୫…
ଜାନୁୟାରୀରୁ ରାଶନ ବଣ୍ଟନ ବନ୍ଦ କରିବେ ଡିଲର
ସମ୍ବଲପୁର,୨୫।୧୨ (ଭବାନୀ ଶଙ୍କର ଭୋଇ): କରୋନା ଆରମ୍ଭରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ବଣ୍ଟନ କରିଥିବା ରାଶନ ବାବଦରେ ସରକାରୀ ନିଯୁକ୍ତ ଡିଲରମାନଙ୍କୁ କମିଶନ ମିଳି ନ ଥିବା ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ସମ୍ବଲପୁର ଜିଲା ସରକାରୀ ନିଯୁକ୍ତ…
ବ୍ୟାଟିଂ କରୁଥିବା ବେଳେ ପଡ଼ିଗଲେ ବିଧାୟକ, ମୁଣ୍ଡରେ ଲାଗିଲା ଆଘାତ
ଭବାନୀପାଟଣା,୨୫।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡିଠାରେ ସୋମବାର କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହାକୁ ଉଦ୍ଘାଟନ କରିବାକୁ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂହ ଯାଇଥିଲେ। ଏହି ସମୟରେ ଖେଳାଳି…
ପୁଣି ଚାଇନାରେ ଅଣାୟତ କରୋନା ସ୍ଥିତି: ଶ୍ମଶାନ ଘାଟରେ ଲମ୍ବା ଲାଇନ୍
ବେଜିଂ,୨୫।୧୨: ଚାଇନାରେ କରୋନାର ପ୍ରଭାବ ପୁଣି ଥରେ ଦେଖିବାକୁ ମିଳିଛି। ଏଠାରେ କରୋନା ସଂକ୍ରମଣର ଗତି ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପରିସ୍ଥିତି ଏପରି ହୋଇଛି ଯେ କରୋନା କାରଣରୁ ମୃତ୍ୟୁ ହେତୁ ଚାଇନା ଶ୍ମଶାନ ଘାଟ ୨୪ ଘଣ୍ଟା କାମ…
ଇଞ୍ଜିନିୟର ମହିଳାଙ୍କୁ ବିବାହ କରିବା ପାଇଁ କରିଥିଲେ ଲିଙ୍ଗ ପରିବର୍ତ୍ତନ, ଏବେ ଜୀବନ୍ତ ଜାଳିଦେଲେ
ଚେନ୍ନାଇ,୨୫।୧୨: ଜଣେ ଲିଙ୍ଗ ପରିବର୍ତ୍ତନ କରିଥିବା ବ୍ୟକ୍ତି ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଛନ୍ତି। କୁହାଯାଉଛି ଯେ ପିଲାଦିନରୁ ଦୁହେଁ ପରସ୍ପରକୁ ଜାଣିଥିଲେ। ପୋଲିସ ଅଭିଯୁକ୍ତକୁ ଗିରଫ କରି ନ୍ୟାୟିକ ହେପାଜତକୁ ପଠାଇଛି। ସୋମବାର ଏହି ମାମଲା…
ହାର୍ଦ୍ଦିକଙ୍କୁ ଦଳରେ ସାମିଲ କରିବା ପାଇଁ ୧୦୦ କୋଟିରୁ ଅଧିକ ଟଙ୍କା ବ୍ୟୟ କରିଛି ମୁମ୍ବାଇ ଇଣ୍ଡିଆନ୍ସ
ନୂଆଦିଲ୍ଲୀ,୨୫।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୪ ପୂର୍ବରୁ ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳରେ ସାମିଲ କରିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଗୁଜରାଟ ଟାଇଟାନ୍ସକୁ ପ୍ରାୟ ୧୦୦ କୋଟି ଟଙ୍କା ଦେଇଥିବା ଏକ ରିପୋର୍ଟରୁ ଜଣା ପଡିଛି। ପାଣ୍ଡ୍ୟା ୨୦୧୫ରୁ ୨୦୨୧…
ଜନ୍ମମାଟିରେ ପହଞ୍ଚିଲା ଶହୀଦ ଯବାନଙ୍କ ମୃତଦେହ
କୁଆଁରମୁଣ୍ଡା,୨୫।୧୨(ମହେନ୍ଦ୍ର କୁମାର ସାହୁ): ବଡ଼ଦିନ ପାଇଁ ସୁନ୍ଦରଗଡ଼ ଜିଲାର ବିଭିନ୍ନ ଚର୍ଚ୍ଚରେ ଉତ୍ସବର ମାହୋଲ ଥିବା ବେଳେ ଜଣେ ଯବାନଙ୍କ ପାର୍ଥିବ ଶରୀର ଜନ୍ମ ମାଟି କୁଆଁରମୁଣ୍ଡା ବ୍ଲକ ଅଧୀନ ଜୟଡେଗା ପଞ୍ଚାୟତ ଗିର୍ଜାଟୋଲି ଗାଁରେ ପହଞ୍ଚିଛି। ଏନେଇ ଅଞ୍ଚଳରେ ଶୋକର…
ପଦ୍ମଶ୍ରୀ ଅନ୍ତର୍ଯାମୀ ମିଶ୍ର ହେବେ ଦିବ୍ୟାଲୋକ ସନ୍ଧାନେ ସମ୍ମାନିତ
କଟକ,୨୫।୧୨: ବିଶିଷ୍ଟ ଭାଷାବିତ୍ ତଥା ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯାମୀ ମିଶ୍ରଙ୍କୁ ଦିବ୍ୟାଲୋକ ସନ୍ଧାନେ ସମ୍ମାନ-୨୦୨୪ ପ୍ରଦାନ କରାଯିବ। ଏନେଇ ଲୋକପ୍ରିୟ ଆଧ୍ୟାତ୍ମିକ ପତ୍ରିକା ଦିବ୍ୟାଲୋକ ସନ୍ଧାନେର ମୁଖ୍ୟ ସମ୍ପାଦକ ଡ. ଶରତ କୁମାର ରଥ ଏକ ପ୍ରେସ୍ ବିବୃତିରେ ଜଣାଇଛନ୍ତି। ଜାନୁୟାରୀ…
ରୋହିତଙ୍କୁ ଖେଳିବାର ତରିକା ବଦଳାଇବାକୁ ପଡ଼ିବ: ଟେଷ୍ଟ ସିରିଜ୍ ପାଇଁ ଟିମ ଇଣ୍ଡିଆ ଅଧିନାୟକଙ୍କୁ ପରାମର୍ଶ ଦେଲେ ଗାଭାସ୍କର
ନୂଆଦିଲ୍ଲୀ,୨୫।୧୨: ଦକ୍ଷିଣ ଆଫ୍ରିକା ଗସ୍ତରେ ଥିବା ଟିମ ଇଣ୍ଡିଆ ୨୬ ଡିସେମ୍ବରଠାରୁ ଟେଷ୍ଟ ସିରିଜ୍ର ଆରମ୍ଭ କରିବାକୁ ଯାଉଛି। ସିରିଜ୍ର ପ୍ରଥମ ମ୍ୟାଚ ମଙ୍ଗଳବାର ଖେଳାଯିବ। ତେଣୁ ଏହାକୁ ବକ୍ସିଂ-ଡେ ଟେଷ୍ଟ ମ୍ୟାଚ ମଧ୍ୟ କୁହାଯାଏ । ଏହି ଟେଷ୍ଟ ସିରିଜରେ…
ପ୍ରି ଓ୍ବେଡିଂ ଫଟୋ ଶୁଟ ସମୟରେ କପଲଙ୍କର ଉଡିଲା ହୋସ!
ଆଜିର ସମୟରେ, ଦମ୍ପତିମାନେ ସେମାନଙ୍କର ବିବାହକୁ ସ୍ମରଣୀୟ କରିବା ପାଇଁ ଅନେକ କାର୍ଯ୍ୟ କରୁଛନ୍ତି। ଏଥିରେ ପ୍ରି ଓ୍ବେଡିଂ ଫଟୋ ଶୁଟରୁ ପୋଷ୍ଟ ଓ୍ବେଡିଂ ଫଟୋ ଶୁଟ ସାମିଲ ଅଛି। ଲୋକମାନେ ସେମାନଙ୍କର ବିବାହ ଫଟୋସୁଟକୁ ସବୁଠାରୁ ସ୍ବତନ୍ତ୍ର କରିବାକୁ ଚେଷ୍ଟା…

