Home Left

ଥର୍ମାଲ ଇଞ୍ଜିନିୟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୯।୭: ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ ତାପଜ ଇଞ୍ଜିନିୟର୍ସ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ୍‌ରେ ମଧ୍ୟ ଜାତୀୟ ତାପଜ ଇଞ୍ଜିନିୟର୍ସ ଦିବସ ପାଳନ କରାଯାଇଛି। ବିଶେଷକରି କମ୍ପାନୀର ସର୍ବବୃହତ୍‌ କ୍ୟାପ୍‌ଟିଭ ଥର୍ମାଲ ପାୱାର…

ପକ୍କାଘର ପାଇବାରୁ ବଞ୍ଚିତ ୨ ଅସହାୟ ଭଉଣୀ

ରଘୁନାଥପୁର,୨୯।୭(ରାଜେନ୍ଦ୍ର ନାରାୟଣ ସିଂହ): ସରକାରଙ୍କ କଟକଣା ସତ୍ତ୍ୱେ ଅନେକ ଅଯୋଗ୍ୟ ହିତାଧିକାରୀ ଘର ହାତେଇ ନେବାକୁ ସକ୍ଷମ ହେଉଥିବାବେଳେ ପ୍ରକୃତ ଯୋଗ୍ୟ ବ୍ୟକ୍ତି ଆବାସ ଯୋଜନାରେ ପକ୍କାଗୃହ ପାଇବାରୁ ବଞ୍ଚିତ ହେଉଛନ୍ତି। ସେମାନଙ୍କ ପାଖରେ ପ୍ରଶାସନ ପହଞ୍ଚତ୍ ପାରୁ ନ ଥିବାବେଳେ…

ଗ୍ରାମୀଣ ବ୍ୟାଙ୍କିଙ୍ଗ୍‌ ସେବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୯।୭: (ଅଭୟ ଦାଶ): ଦେଶର ଅଧିକାଂଶ ଲୋକ ଗ୍ରାମାଞ୍ଚଳରେ ବସବାସ କରୁଥିବାବେଳେ ବଳକା ଲୋକ ଅର୍ଦ୍ଧସହରାଞ୍ଚଳ ଓ ସହରାଞ୍ଚଳ ଆଦିରେ ବସବାସ କରୁଛନ୍ତି। ଏପରିକି ବର୍ତ୍ତମାନ ସମୟରେ ଗ୍ରାମାଞ୍ଚଳର ବିକାଶ ପାଇଁ ସରକାର ବିଶେଷ ଧ୍ୟାନ ଦେଉଛନ୍ତି। ଫଳରେ ଗ୍ରାମାଞ୍ଚଳ କ୍ଷେତ୍ରରେ ଯୁବ…

ସ୍ବତନ୍ତ୍ର ଡାକ ଟିକେଟ ଉନ୍ମୋଚିତ

ଭୁବନେଶ୍ୱର,୨୯।୭: ଭାରତୀୟ ଡାକ ବିଭାଗ ଓ ଆଇଟିସିର ମିଳିତ ସହଭାଗିତାରେ ଏକ ସ୍ବତନ୍ତ୍ର ଡାକ ଟିକେଟ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ କୈଳାସ ଚୌଧାରୀ, ଡାକ ବିଭାଗର ଚିଫ୍‌ ପୋଷ୍ଟ ମାଷ୍ଟର…

ନିରାମୟ ଯୋଜନାରେ ମିଳୁନି ଔଷଧ

କେନ୍ଦ୍ରାପଡ଼ା,୨୯ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ଉପରେ ରାଜନଗର, ଆଳି, ରାଜକନିକା ବ୍ଲକର ରୋଗୀମାନେ ନିର୍ଭର କରୁଛନ୍ତି। ବିଭିନ୍ନ ଯୋଜନାରେ ସରକାର ଏବେ ଅନେକ ସୁବିଧା ମାଗଣା କରିଦେଇଥିବାରୁ ଡାକ୍ତରଖାନାରେ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ସରକାର କହୁଛନ୍ତି,…

ଇଣ୍ଡିଗୋ ଦେବ ୩୦ଲକ୍ଷର ଜରିମାନା

ଭୁବନେଶ୍ୱର,୨୯।୭: ବିଗତ କିଛି ମାସ ହେବ ଘରୋଇ ବିମାନ ସେବା ପ୍ରଦାନକାରୀ ସଂସ୍ଥା ଇଣ୍ଡିଗୋ ଏୟାରଲାଇନ୍ସ ଉପରେ ଭିନ୍ନ ଭିନ୍ନ ଅଭିଯୋଗ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ନିକଟକୁ ଆସିଥିଲା। ଏପରିକି ଡିଜିସିଏ ବିଭିନ୍ନ ଘଟଣାର ତଦନ୍ତ କରିବା ସହ…

ମିଳୁନି ପାଣି, ମଣିଷକୁ କୁମ୍ଭୀର ନେଉଛି ଟାଣି

କେନ୍ଦ୍ରାପଡ଼ା, ୨୯ା୭ (ଜଗନ୍ନାଥ ଧଳ): ଜାତୀୟଉଦ୍ୟାନ ଭିତରକନିକାର କୁମ୍ଭୀର ସଂଖ୍ୟା ବୃଦ୍ଧି କେନ୍ଦ୍ରାପଡ଼ା ଜିଲା ପାଇଁ ଆତଙ୍କ ହୋଇଛି। ୨ ମାସରେ କେବଳ ବ୍ରାହ୍ମଣୀ ନଦୀ ଓ ନାଳ ସଂଲଗ୍ନ ଅଞ୍ଚଳରୁ ୪ ଜଣଙ୍କ ଜୀବନ ଅକାଳରେ ନଷ୍ଟ ହୋଇଛି। ଉପାନ୍ତ…

ଜୁଲାଇ ୩୦ ବୈଠକରେ ଅଧ୍ୟକ୍ଷତା କରିବେ ବ୍ରିଜଭୂଷଣ

ନୂଆଦିଲ୍ଲୀ, ୨୯ା୭ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ପୂର୍ବରୁ ଜୁଲାଇ ୩୦ରେ ବସିବାକୁ ଥିବା ଏକ ବୈଠକରେ ବିଦାୟୀ ସଭାପତି ବ୍ରିଜଭୂଷଣ ଶରଣ ସିଂ ଅଧ୍ୟକ୍ଷତା କରିବେ। ନୂଆ କର୍ମକର୍ତ୍ତାଙ୍କ ଲାଗି ହେବାକୁଥିବା ନିର୍ବାଚନ ପାଇଁ ସେ ତାଙ୍କ ପ୍ରାର୍ଥୀ…

ଥମିଯାଇଛି ସ୍ଥାନୀୟ ନିଯୁକ୍ତି, ଦୁର୍ନୀତି ପ୍ରସଙ୍ଗ

ଯାଜପୁର,୨୯ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ରାଜନୀତିରେ ବିରୋଧୀଙ୍କ ଭୂମିକା ଅତି ନଗଣ୍ୟ। ତୃଣମୂଳସ୍ତରରେ ବିରୋଧୀଙ୍କ ସଂଗଠନ ଅତି ଦୁର୍ବଳ ରହିଥିବାବେଳେ ସବୁଠି ପ୍ରାୟ ଫାଳ ଫାଳ। ଶାସକ ବିଜେଡିର ସଂଗଠନ ଆଗରେ ବିରୋଧୀ ସମ୍ପୂର୍ଣ୍ଣ ଭାବେ ହାତ ଟେକିଦେଇଥିବା ମନେହେଉଛି। ସାଧାରଣ…

ଗୋଚର ଜମିରେ ବେଆଇନ ନିର୍ମାଣ

ଯାଜପୁର,୨୯ା୭(ହର୍ଷବର୍ଦ୍ଧନ ବେହେରା): ସରକାରୀ ଜମି ଥିବା ସତ୍ତ୍ୱେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗ ପକ୍ଷରୁ ଗୋଚର ଜମିରେ ଗଛ କାଟି ବେଆଇନ ଭାବେ ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏଭଳି ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି ଯାଜପୁର…

୩୫ ବର୍ଷ ପରେ ମାଆଙ୍କୁ ପାଇଲେ ପୁଅ

ପଟିଆଲା,୨୯ା୭: ଦୀର୍ଘ ୩୫ ବର୍ଷ ପରେ ଜଣେ ମହିଳାଙ୍କୁ ତାଙ୍କ ପୁଅ ଖୋଜି ପାଇଛନ୍ତି। ଜଗଜିତ୍‌ ସିଂ ବନ୍ୟା ଉଦ୍ଧାର କାର୍ଯ୍ୟରେ ସ୍ବେଚ୍ଛାସେବୀ ଭାବେ ନିୟୋଜିତ ଥିବାବେଳେ ନିଜ ମାଆଙ୍କୁ ପାଇ ଖୁସିରେ ଆତ୍ମହରା ହୋଇପଡ଼ିଥିଲେ। ଜୁଲାଇ ୨୦ରେ ପଞ୍ଜାବର ପଟିଆଲା ଗ୍ରାମରେ…

ଇଂଲଣ୍ଡ, ଚାଇନା ବିଜୟୀ: ଆର୍ଜେଣ୍ଟିନା-ଦକ୍ଷିଣ ଆଫ୍ରିକା ମ୍ୟାଚ ଡ୍ର

ସିଡ୍‌ନୀ/ଡୁନେଡିନ୍‌/ ଆଡିଲେଡ୍‌, ୨୯ା୭: ଚଳିତ ଫିଫା ମହିଳା ଫୁଟବଲ ବିଶ୍ୱକପ୍‌ରେ ଶୁକ୍ରବାର ଇଂଲଣ୍ଡ ଓ ଚାଇନା ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଥିବା ବେଳେ ଆର୍ଜେଣ୍ଟିନା ଓ ଦକ୍ଷିଣ ଆଫ୍ରିକା ମଧ୍ୟାରେ ଅନୁଷ୍ଠିତ ମ୍ୟାଚ ଡ୍ର’ ଭାବେ ଶେଷ ହୋଇଛି। ସିଡ୍‌ନୀଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri