Home Left

ଅସିତ ୩ୟ ଥର ଭୁବନେଶ୍ୱର କ୍ଲବ ସଭାପତି

ଭୁବନେଶ୍ୱର,୪ା୯(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ ସଭାପତି ଭାବେ ତୃତୀୟ ଥର ଲାଗି ନିର୍ବାଚିତ ହୋଇଛନ୍ତି। ଭୁବନେଶ୍ୱର କ୍ଲବ୍‌ ନିର୍ବାଚନରେ ସଭାପତି ପଦ ଲାଗି ଅସିତ…

ସାବଧାନ! ଛତିଶଗଡ଼ରୁ ଓଡ଼ିଶା ଆସୁଛି ଜାଲ୍‌ ନୋଟ୍‌

ଭୁବନେଶ୍ୱର,୪ା୯(ସତ୍ୟଜିତ୍‌ ରାଉତ): ଛତିଶଗଡ଼ରୁ ଓଡ଼ିଶା ଆସୁଛି ଜାଲ୍‌ ନୋଟ୍‌। ସାରା ରାଜ୍ୟକୁ ବ୍ୟାପିଛି ଏହି ର଼୍ୟାକେଟର ଚେର। ବାରମ୍ବାର ଚଢ଼ାଉ ଓ ବିପୁଳ ଜାଲ୍‌ ନୋଟ୍‌ ଜବତ ହେଉଥିଲେ ମଧ୍ୟ ଏହି ବେଆଇନ କାରବାର ବନ୍ଦ ହୋଇପାରୁନାହିଁ। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ…

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା: ଆଜି ପ୍ରଥମ ମେଧା ତାଲିକା

ଭୁବନେଶ୍ୱର,୪ା୯(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ପାଇଁ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ପ୍ରଥମ ମେରିଟ ଲିଷ୍ଟ ବା ମେଧା ତାଲିକା ପ୍ରକାଶ ପାଇବ। ୫ ତାରିଖ ସକାଳ ୯ଟାରୁ ୭ ତାରିଖ ଅପରାହ୍ନ…

ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା

ରାଜନଗର,୪ା୯ (ଭାସ୍କର ରାଉତରାୟ): ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି। ଭିତରକନିକାଠାରେ ଭିଡ଼ ଜମାଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ବନ ବିଭାଗ ପକ୍ଷରୁ…

ଏକସଙ୍ଗେ ନୁହେଁ

‘ଏକ ଦେଶ, ଏକ ନିର୍ବାଚନ’ ପ୍ରସଙ୍ଗ ଏବେ ଦେଶବ୍ୟାପୀ ଆଲୋଚନାର ବିଷୟବସ୍ତୁ ପାଲଟିଛି। ଏହାର ବାସ୍ତବତା ନେଇ ସନ୍ଦେହ ଉପୁଜିଥିବା ବେଳେ ପ୍ରକୃତ କଥାକୁ ନିରେଖି ଦେଖିଲେ କେନ୍ଦ୍ର ସରକାର ବିଫଳତାକୁ ଲୁଚାଇବାକୁ ଯାଇ ଏଭଳି ଏକ ଫନ୍ଦା ଆରମ୍ଭ କରିଥାଇପାରନ୍ତି।…

ମଣିପୁର ସ୍ଥିତି ସମ୍ଭାଳିବେ ଅବସରପ୍ରାପ୍ତ ସେନା ଅଧିକାରୀ

ଇମ୍ଫାଲ,୪।୯: ମଣିପୁରରେ ଦୀର୍ଘ ୪ ମାସହେଲା ହିଂସାକାଣ୍ଡ ଲାଗି ରହିଛି। ଏଥିରେ ୨୦୦ ଜଣଙ୍କ ମୃତ୍ୟୁ ଘଟିଲାଣି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଅବସରପ୍ରାପ୍ତ ସେନା ଅଧିକାରୀ କଲୋନେଲ୍‌ ନେକ୍ଟର ସଞ୍ଜୀବମ୍‌ଙ୍କୁ ପୋଲିସ ବିଭାଗରେ ୫ ବର୍ଷ ଲାଗି ନିଯୁକ୍ତ କରିଛନ୍ତି।…

ଆଦିତ୍ୟ-ଏଲ୍‌୧ର ପ୍ରଥମ କକ୍ଷ ଉତ୍ଥାନ

ବେଙ୍ଗାଲୁରୁ,୪ା୯: ଭାରତର ପ୍ରଥମ ସୋଲାର ମିଶନ ଆଦିତ୍ୟ-ଏଲ୍‌୧ ସୂର୍ଯ୍ୟ ଅଭିମୁଖେ ଉତ୍‌କ୍ଷେପଣ କରାଯିବାର ଦିନକ ପରେ ଏହାର ପ୍ରଥମ ପୃଥିବୀ କୈନ୍ଦ୍ରିକ କକ୍ଷପଥ ଉତ୍ଥାନ ରବିବାର ସଫଳତାର ସହ ସମ୍ପନ୍ନ ହୋଇଛି। ଏହି ମହାକାଶ ଯାନ ଭଲ ସ୍ଥିତିରେ ରହିଥିବା ଭାରତୀୟ…

ଯୋଗାଡ଼ରେ ଚାଲିଛି ସ୍ନାୟୁ-ନିଶ୍ଚେତନା

କଟକ,୪ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ସ୍ନାୟୁ ନିଶ୍ଚେତନା (ନ୍ୟୁରୋ-ଆନେସ୍ଥେସିଓଲୋଜି) ବିଭାଗ ଖୋଲିପାରିନି। ରାଜ୍ୟର ଏହି ବୃହତ୍‌ ସରକାରୀ ହସ୍ପିଟାଲ୍‌ରେ ସ୍ନାୟୁ-ନିଶ୍ଚେତନା ବିଭାଗ ଖୋଲିବା ଦିଗରେ ମେଡିକାଲ କର୍ତ୍ତୃପକ୍ଷ ଯୋଜନା ଅଗ୍ରଗତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ…

ଜି୨୦ ସମିଟ୍‌: ୨୦୭ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୩ା୯: ଦିଲ୍ଲୀର ପ୍ରଗତି ମଇଦାନରେ ଆସନ୍ତା ୯ ଏବଂ ୧୦ ତାରିଖରେ ଜି ୨୦ ରାଷ୍ଟ୍ରଗୋଷ୍ଠୀର ନେତାମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ। ସୁରକ୍ଷାକୁ ଦୃଷ୍ଟିରେ ଭାରତୀୟ ରେଲଓ୍ବେ ଦିଲ୍ଲୀକୁ ଚଳାଚଳ କରିବାକୁ ଥିବା ୨୦୭ ମେଲ୍‌ ଏବଂ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ସାମୟିକ…

୫ରେ ଇଣ୍ଡିଆ ଏମ୍‌ପିଙ୍କ ବୈଠକ: ରଣନୀତି ସମ୍ପର୍କରେ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ,୩ା୯: ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସେପ୍ଟେମ୍ବର ୫ ତାରିଖରେ ଇଣ୍ଡିଆ ମେଣ୍ଟ ସହଯୋଗୀ ଦଳଗୁଡ଼ିକର ଏମ୍‌ପିମାନଙ୍କ ବୈଠକ ଡାକିଛନ୍ତି। ଖାର୍ଗେଙ୍କ ରାଜାଜୀ ମାର୍ଗ ବାସଭବନରେ ଏହି ବୈଠକ ବସିବା ନେଇ ସ୍ଥିର ହୋଇଛି। ସେପ୍ଟେମ୍ବର…

ଏଏସ୍‌ବିଏମ୍‌ର ଶିକ୍ଷାରମ୍ଭ ଉତ୍ସବ ‘ଆକାଂକ୍ଷା’

ଭୁବନେଶ୍ୱର,୩।୯: ଏଏସ୍‌ବିଏମ୍‌ ୟୁନିଭର୍ସିଟିର ଶିକ୍ଷାରମ୍ଭ ଉତ୍ସବ ‘ଆକାଂକ୍ଷା’ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ୨୦୨୩-୨୪ ଶିକ୍ଷାବର୍ଷର ନୂତନ ବ୍ୟାଚ୍‌ ଶିକ୍ଷାଦାନ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୁକ୍ତରାଷ୍ଟ୍ର ଆମେରିକାର ୱାଡେନ୍‌ ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଡଗ୍ଲାସ୍‌…

୨୭ତମ ରୁଚି ପ୍ରତିଭା ସମ୍ମାନ ସମାରୋହ

କଟକ,୩।୯: ରୁଚି ଫୁଡ୍‌ଲାଇନର ସାମାଜିକ ପ୍ରତିଷ୍ଠାନ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ୍‌ ପିଲାର୍ସ ଅଫ୍‌ ଓି୍ବଜ୍‌ଡମ୍‌ର ମୁଖ୍ୟ ସମ୍ମିଳନୀ କକ୍ଷରେ ରୁଚି ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri