Home Left

ସରକାରୀ ହସ୍ପିଟାଲରେ ଡାଏଲିସିସ୍‌ କଲେ ମୋଦିଙ୍କ ଭାଇ

ଗାଜିଆବାଦ୍‌,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନଭାଇ ପ୍ରହ୍ଲାଦ ମୋଦି (୭୧) ଗାଜିଆବାଦର ସଞ୍ଜୟ ନଗରସ୍ଥିତ ଜିଲା ସଂଯୁକ୍ତ ହସ୍ପିଟାଲରେ ଡାଏଲିସିସ କରିଛନ୍ତି। ପ୍ରହ୍ଲାଦ ମୋଦି ପ୍ରତାପ ବିହାରର ଜଣେ ବନ୍ଧୁଙ୍କ ଘରକୁ ଆସି ହସ୍ପିଟାଲ ଯାଇଥିଲେ। ଜାନୁୟାରୀ ୨୦୨୩ରୁ ତାଙ୍କୁ ସପ୍ତାହରେ…

ଆଜମ୍‌ ଖାନ୍‌ଙ୍କୁ ପୁଣି ଝଟ୍‌କା

ଲକ୍ଷ୍ନୌ,୨୮।୭: ୨୦୧୯ର ଘୃଣା ଭାଷଣ ମାମଲାରେ ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କୁ ଆହ୍ଲାବାଦ ହାଇକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏହି ମାମଲାରେ ତାଙ୍କୁ ସ୍ବର ନମୂନା(ଭଏସ୍‌ ସାମ୍ପୁଲ) ଦେବାକୁ ହେବ ବୋଲି କୋର୍ଟ କହିଛନ୍ତି। ତେବେ ସେ ଉତ୍ତରପ୍ରଦେଶ…

ବିମାନରେ ମହିଳା ଯାତ୍ରୀଙ୍କୁ ଅସଦାଚରଣ, ଅଭିଯୁକ୍ତ ପ୍ରଫେସର ଗିରଫ

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀରୁ ମୁମ୍ବାଇ ଅଭିମୁଖେ ଯାଉଥିବା ବିମାନରେ ଯୌନ ଉତ୍ପୀଡ଼ନ ଅଭିଯୋଗରେ ଜଣେ ପ୍ରଫେସରଙ୍କୁ ଗିରଫ କରାଯାଇଛି। ଉଡ଼ାଣ ସମୟରେ ପ୍ରଫେସର ଜଣେ ୨୪ ବର୍ଷ ବୟସ୍କ ଡାକ୍ତର ମହିଳା ଯାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହା ପରେ ଅଭିଯୁକ୍ତକୁ…

ପ୍ରଭାସଙ୍କ ଫେସବୁକ୍‌ ହ୍ୟାକ୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଦେଶ ତଥା ବିଦେଶରେ ଅନେକ ପ୍ରଶଂସକ ଅଛନ୍ତି। କିନ୍ତୁ ସେ ସୋସିଆଲ ମିଡିଆରେ ବେଶୀ ସକ୍ରିୟ ନୁହଁନ୍ତି। ପ୍ରଭାସ ଫେସବୁକ ଏବଂ ଇନଷ୍ଟାଗ୍ରାମ ଆକାଉଣ୍ଟକୁ କେବଳ ତାଙ୍କର ଆଗାମୀ ଚଳଚ୍ଚିତ୍ର ବିଷୟରେ ଅପଡେଟ ଶେୟାର କରିବାକୁ ବ୍ୟବହାର…

ଭାଙ୍ଗିଲା କ୍ରୀଦାଶପୁର କେନାଲ ବନ୍ଧ

ନୟାଗଡ଼,୨୮।୬(ଲୋକନାଥ ମିଶ୍ର): ଜଳସମ୍ପଦ ବିଭାଗର ଖାମଖିଆଲି ନୀତି କାରଣରୁ ନୟାଗଡ଼ ବ୍ଲକ ଡାହୁକାନଦୀର କ୍ରୀଦାଶପୁର କେନାଲର ବନ୍ଧ ଭାଙ୍ଗି ଯାଇଛି । କେନାଲ ବନ୍ଧ ଭାଙ୍ଗିବା କାରଣରୁ ଡାହୁକା ନାଳ ଓ କେନାଲ ଶୁଖିଲା ପଡ଼ିଛି । ବର୍ଷାଋତୁରେ ନାଳ ଓ…

ଅବ୍ୟବସ୍ଥାରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

କାଶୀନଗର,୨୮ା୭ (ଟି.କ୍ରିଷ୍ଣାରାଓ): ଗଜପତି ଜିଲା କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୧ ମଞ୍ଜୁରୀ ପ୍ରାପ୍ତ ଡାକ୍ତର ପଦବୀ ରହିଛି । କିନ୍ତୁ ୭ ଜଣ ଡାକ୍ତର ବର୍ତ୍ତମାନ ଅଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଚୁକ୍ତିଭିତ୍ତିକ ପଦବୀରେ ଥିବା ବେଳେ ୩ ଜଣ…

ସ୍ବାମୀ କରଜ ନ ଶୁଝିବାରୁ ସ୍ତ୍ରୀଙ୍କୁ ବଳାତ୍କାର

ପୁଣେ,୨୮ା୭ : ମହାରାଷ୍ଟ୍ରର ପୁଣେ ସହରରେ ଜଣେ ଋଣ ଲଗାଣକାରୀ ଜଣେ ମହିଳାଙ୍କୁ ବଳାତ୍କାର କରିଛନ୍ତି। ମହିଳାଙ୍କ ସ୍ବାମୀ ଅଭିଯୁକ୍ତଙ୍କଠାରୁ ଟଙ୍କା କରଜ ନେଇ ଶୁଝିପାରି ନ ଥିଲେ। ଏଥିରେ ଉତ୍‌କ୍ଷିପ୍ତ ମହାଜନ ସ୍ବାମୀଙ୍କୁ ଛୁରି ଦେଖାଇ ଧମକ ଦେବା ସହ…

ସିନେମାଟୋଗ୍ରାଫ ସଂଶୋଧନ ବିଲ୍‌ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୮ା୭(ପି.ଟି.):ସିନେମାଟୋଗ୍ରାମ୍‌ (ସଂଶୋଧନ) ବିଲ୍‌ ଗୁରୁବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ସିନେମା କାହାଣୀର ନକଲ ରୋକିବା ଏବଂ ଲାଇସେନ୍ସ ପ୍ରକ୍ରିୟାର ସରଳୀକରଣ ଏହି ବିଲ୍‌ର ଉଦ୍ଦେଶ୍ୟ। ଭାରତ କଥାକାରମାନଙ୍କ ଦେଶ ହୋଇଥିବାରୁ ଏହା ବିଶ୍ୱର ବିଷୟବସ୍ତୁଗୁଡ଼ିକର କେନ୍ଦ୍ର ହେବା ଆବଶ୍ୟକ ବୋଲି…

ହିମାଳୟରେ ରହିଛି ପ୍ରାଚୀନ ସମୁଦ୍ର

ନୂଆଦିଲ୍ଲୀ,୨୮ା୭:ହିମାଳୟ ପର୍ବତମାଳାରେ ପ୍ରାଚୀନ ହିମାଳୟର ଅବଶେଷ ରହିଥିବା ବେଙ୍ଗାଲୁରୁର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଆଇଆଓଏସ୍‌ସି) ଏବଂ ଜାପାନର ନିଗାଟା ୟୁନିଭର୍ସିଟିର ବୈଜ୍ଞାନିକମାନେ ଆବିଷ୍କାର କରିଛନ୍ତି। ହିମାଳୟ ଆଭ୍ୟନ୍ତରରେ ଥିବା ଖଣିଜ ମଧ୍ୟରୁ ବୈଜ୍ଞାନିକମାନେ ଜଳବିନ୍ଦୁର ସନ୍ଧାନ ପାଇଛନ୍ତି, ଯାହା ପ୍ରାୟ…

ମୋଦି ଶୋଇଛନ୍ତି, ସିବିଆଇ ପାରିବ ତ

ନୂଆଦିଲ୍ଲୀ/ଲଣ୍ଡନ/ଇମ୍ଫାଲ,୨୮।୭(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର):ଗୁଳିଗୋଳା ଫୁଟିବାର ଶବ୍ଦ ସହ ସକାଳ ହୁଏ। ବଞ୍ଚତ୍ବା ପାଇଁ ଦିନସାରା ସଂଘର୍ଷ ଏବଂ ମୃତ୍ୟୁ ଆତଙ୍କରେ ରାତି ପାହେ। ଭାରତୀୟ ଜନତା ପାର୍ଟି (ଭାଜପା) ଶାସିତ ଏହି ଉତ୍ତର-ଭାରତୀୟ ରାଜ୍ୟର ନାମ ମଣିପୁର, ଯେଉଁଠି ମେ’ ୩ରୁ…

ସିତାଂଶୁ ମୋହନ ଦ୍ୱିବେଦୀ ଚତୁର୍ଥଥର ପାଇଁ ନିର୍ବାଚିତ

ଭୁବନେଶ୍ୱର, ୨୮।୭:ରାଜ୍ୟ ବାର୍‌ କାଉନ୍‌ସିଲ ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବାର୍‌ ଆସୋସିଏଶନର ଆଇନଜୀବୀ ସିତାଂଶୁ ମୋହନ ଦ୍ୱିବେଦୀ କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ଏନେଇ ଗୁରୁବାର ଘୋଷଣା କରାଯାଇଛି। ୨୦୦୨ ଏବଂ ୨୦୦୮ ମସିହାରେ ହୋଇଥିବା…

ସ୍ତ୍ରୀଙ୍କୁ ଭିଡିଓ କଲ୍‌ କରି ଡ୍ରାଇଭରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୮।୭(ସତ୍ୟଜିତ୍‌ ରାଉତ):ପାରିବାରିକ କଳହ ପାଇଁ ରାଜଧାନୀରେ ଆଉ ଜଣଙ୍କ ଜୀବନ ଯାଇଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଭିଡିଓ କଲ୍‌ କରି ଗାମୁଛାରେ ଫ୍ୟାନ୍‌ ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଘୁଣ୍ଠୁଣୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri