Home Left

ବିକାଶ: ସ୍ବପ୍ନ ଓ ବାସ୍ତବତା

ଖବରକାଗଜ ବା ଟିଭି ଚାନେଲ ଖୋଲିଲେ ବିକଶିତ ଭାରତ କଥା ଶୁଣିବାକୁ ବା ପଢ଼ିବାକୁ ମିଳେ, କିନ୍ତୁ ସେହି ବିକଶିତ ଭାରତର ସ୍ବରୂପ କ’ଣ ହେବ, କାହାର କେତେ ଲାଭ, କିଏ ସେପର୍ଯ୍ୟନ୍ତ ବଞ୍ଚିଥିବ କେହି କହିପାରୁ ନାହାନ୍ତି? ଜଳବାୟୁ ପରିବର୍ତ୍ତନ…

ତିନି ଘଣ୍ଟାର ଗସ୍ତ

ନୂଆଦିଲ୍ଲୀରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ବିଜ୍‌ନେସ ସମ୍ପର୍କିତ ଆଲୋଚନା ପାଇଁ ତିନି ଘଣ୍ଟା ଯଥେଷ୍ଟ ସମୟ। ତେବେ ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ ଯେତେବେଳେ ୟୁଏଇ ରାଷ୍ଟ୍ରପତି ମହମ୍ମଦ ବିନ୍‌ ଜାଏଦ ଆସିଥିଲେ, ସେତେବେଳେ ଏହି ଗସ୍ତ…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପାତ୍ରପଡ଼ାର ଜଣେ ଯୁବକଙ୍କୁ ଆକ୍ରମଣ କରାଯାଇଥିବା କୁହାଯାଉଛି।   Dharitri…

ଟ୍ରମ୍ପ୍‌ଙ୍କ ଆପ୍ରବାସନ ନୀତି ବିରୋଧରେ ଦେଶବ୍ୟାପୀ ଧର୍ମଘଟ

ଓ୍ବାଶିଂଟନ,୩୧ା୧: ମିନିଆପଲିସ୍‌ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଆପ୍ରବାସନ ଚଢ଼ାଉ ବିରୋଧରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ବିକ୍ଷୋଭକାରୀ ଆହ୍ବାନ ଦେଇଥିଲେ। ତଦନୁଯାୟୀ ଶୁକ୍ରବାରଠାରୁ ବିଭିନ୍ନ ଅଞ୍ଚଳରେ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଦୋକାନବଜାର ବନ୍ଦ ରହିଥିତ୍ବା ଦେଖାଯାଇଛି। ଇଣ୍ଟେନ୍‌ସିଭ୍‌ କେୟାର ନର୍ସ ଆଲେକ୍ସ…

୨୦୩୨ରେ ଚନ୍ଦ୍ରକୁ ଧକ୍କାଦେବ ଗ୍ରହାଣୁ ପିଣ୍ଡ

ନୂଆଦିଲ୍ଲୀ,୩୧ା୧: ୨୦୩୨ରେ ଏକ କ୍ଷୁଦ୍ର ଗ୍ରହାଣୁ ପିଣ୍ଡ ଚନ୍ଦ୍ରକୁ ଧକ୍କା ଦେବା ନେଇ ବୈଜ୍ଞାନିକମାନେ ସତର୍କ କରାଇଛନ୍ତି। ଉକ୍ତ ଗ୍ରହାଣୁ ପିଣ୍ଡର ଓସାର ପ୍ରାୟ ୬୦ ମିଟର। ତେବେ ଚନ୍ଦ୍ର ସହ ଧକ୍କାଦେବାର ଆଶଙ୍କା ୪ ପ୍ରତିଶତ ରହୁଥିବା ସେମାନେ କହିଛନ୍ତି।…

କେନ୍ଦ୍ରର ଆର୍ଥତ୍କ ନିଅଣ୍ଟ ବଜେଟ ଆକଳନର ୫୪.୫%

ନୂଆଦିଲ୍ଲୀ,୩୧ା୧: ଡିସେମ୍ବର ଶେଷରେ କେନ୍ଦ୍ର ସରକାରଙ୍କ ଆର୍ଥତ୍କ ନିଅଣ୍ଟ ୮.୫୫ ଲକ୍ଷ କୋଟି ଟଙ୍କା ବା ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ ଆକଳନର ୫୪.୫ ପ୍ରତିଶତ ବୋଲି ଶୁକ୍ରବାର ପ୍ରକାଶିତ ସରକାରୀ ତଥ୍ୟରୁ ଜଣାପଡ଼ିଛି। ପୂର୍ବବର୍ଷ ଏହି ସମୟରେ କେନ୍ଦ୍ରର ଆର୍ଥତ୍କ…

ପାନ ଦୋକାନରେ ଚଢାଉ : ତମାଖୁ ଉତ୍ପାଦ ବିକ୍ରି କରି ଗଣିଲେ ତଣ୍ଡ

ବରଗଡ଼, ୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ସ୍ବାସ୍ଥ୍ୟ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଏକ ମିଳିତ କାର୍ଯ୍ୟକାରୀ ସ୍କ୍ବାଡ୍‌ ଗଠିତ ହୋଇ ତମାଖୁ ନିୟନ୍ତ୍ରଣ ନିୟମ ଭାଙ୍ଗି ସର୍ବସାଧାରଣ ସ୍ଥାନରେ ତମାଖୁ ଉତ୍ପାଦ ବିକ୍ରି କରୁଥିବା ୧୭ ଜଣଙ୍କଠାରୁ ସମୁଦାୟ…

ଅଧିକ ଏପ୍‌ଷ୍ଟେଇନ୍‌ ଫାଇଲ୍‌ ପ୍ରକାଶ କଲା ଆମେରିକା ନ୍ୟାୟ ବିଭାଗ

ଓ୍ବାଶିଂଟନ୍‌,୩୧ା୧: ଯୌନ କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟେଇନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। କମ୍‌ ବୟସ୍କା ଯୁବତୀମାନଙ୍କୁ ଯୌନ ଶୋଷଣ ଏବଂ ଧନୀ ତଥା ପ୍ରଭାବଶାଳୀ ଲୋକମାନଙ୍କ…

ଟ୍ୟାଗ୍‌ ଅଛି, ଧାନ ଉଠୁନି: ମଣ୍ଡିରେ ପଡିଛି ୧୬ ଲକ୍ଷ ୩ ହଜାର ପ୍ୟାକେଟ ଧାନ

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଞ୍ଚଳରେ ମଣ୍ଡି ଖୋଲିବାର ୨ ମାସ ବିତିଥିଲେ ମଧ୍ୟ ସମସ୍ତ ଚାଷୀଙ୍କ ପାଖରେ ଟୋକନ ପହଞ୍ଚତ୍ ପାରିନାହିଁ। ଯେଉଁ ଚାଷୀଙ୍କ ପାଖରେ ଟୋକନ ଅଛି ସେମାନେ ମଣ୍ଡିରେ ଧାନ ପକାଇଛନ୍ତି। ଏହାସତ୍ତ୍ୱେ ମଣ୍ଡିରୁ ଠିକ୍‌…

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା ପ୍ରଶାସନ ଶୁକ୍ରବାର ଦେଶାନ୍ତର କରିଥିବା ସୂଚନା ମିଳିଛ। ସେମାନେ ହେଲେ ଅମିନା ବିବି,…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ ଅର୍ଥନୈତିକ ସ୍ଥିରତାକୁ ପ୍ରଦର୍ଶିତ କରୁଛି। କିନ୍ତୁ ଏହି ସଂଖ୍ୟା ପଛରେ ଏକ ଚିନ୍ତାଜନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri