Home Left

ଗାଜା ଷ୍ଟ୍ରିପରେ ଇସ୍ରାଏଲର ଆକ୍ରମଣ: ୪୫ ଜଣଙ୍କର ମୃତ୍ୟୁ, ୧୭ ଦିନ ପୂର୍ବରୁ ଜନ୍ମ ହୋଇଥିବା ଶିଶୁର ବି ଗଲା ଜୀବନ

ଜେରୁଜେଲମ,୨୦।୧୦: ବର୍ତ୍ତମାନ ବିଶ୍ୱ ଦୁଇଟି ବଡ଼ ଯୁଦ୍ଧର ସମ୍ମୁଖୀନ ହୋଇଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଏବଂ ଅନ୍ୟ ପଟେ ଇସ୍ରାଏଲ-ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ। ଅକ୍ଟୋବର ୭ରେ ଗାଜା ସ୍ଥିତ ଆତଙ୍କବାଦୀ ଗୋଷ୍ଠୀ ହମାସ ଦ୍ୱାରା ଇସ୍ରାଏଲ ଉପରେ ୫…

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ଶୀତ, ସ୍ଥାନେ ସ୍ଥାନେ ତୁଷାରପାତ

ଦାରିଙ୍ଗବାଡ଼ି,୨୦।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେବା ସହ ବୁଧବାର ଦାରିଙ୍ଗବାଡିରେ ସର୍ବନିମ୍ମ ତାପମାତ୍ରା ୮ ଡିଗ୍ରୀ ରହିଛି । ମାତ୍ର ଆଭ୍ୟନ୍ତରୀଣ ଅଞ୍ଚଳରେ ଏହାଠାରୁ ଯଥେଷ୍ଟ କମ୍‌ ତାପମାତ୍ରା…

ଘନ କୁହୁଡିରେ ପ୍ରେମି ଯୁଗଳଙ୍କ ଲଭଷ୍ଟୋରୀ, ଭାଇରାଲ ହେଉଛି ଭିଡିଓ

ସାଧାରଣତଃ ପଢିବା ବୟସରେ ଅଧିକାଂଶ ଛାତ୍ରୀଛାତ୍ର ସାଇକେଲ ଯୋଗେ ସ୍କୁଲ ଏବଂ ଟ୍ୟୁସନକୁ ଯାଆନ୍ତି। ଶୀତଦିନେ ବିଦ୍ୟାଳୟକୁ ଯିବା ଏକ କଷ୍ଟକର କାର୍ଯ୍ୟ ବୋଲି କୁହାଯାଏ। କିନ୍ତୁ ଯେତେବେଳେ କେହି ଆପଣଙ୍କ ସହିତ ଭ୍ରମଣ କରନ୍ତି ଏହି ରାସ୍ତା ସହଜ ହୋଇଯାଏ।…

ଜେରାଲ୍ଡଙ୍କ ଉପରେ ସର୍ବାଧିକ ଟଙ୍କା ଖର୍ଚ୍ଚ କରିଛି ମୁମ୍ବାଇ ଇଣ୍ଡିଆନ୍ସ, ନିଲାମୀରେ କିଣାଗଲା ୮ ଖେଳାଳି, ଜାଣନ୍ତୁ ଦଳରେ କିଏ କିଏ ସାମିଲ

ଦୁବାଇ,୨୦।୧୨: ମୁମ୍ବାଇ ଇଣ୍ଡିଆନ୍ସ ଦଳ ଆଇପିଏଲ୍‌ ୨୦୨୪ ପାଇଁ ହୋଇଥିବା ନିଲାମରେ ଦକ୍ଷିଣ ଆଫ୍ରିକାର ଜେରାଲ୍ଡ କୋଏଟଜିଙ୍କୁ ସବୁଠାରୁ ମହଙ୍ଗା ଖେଳାଳି ଭାବରେ କିଣିଛି। ଏମଆଇ ୫ କୋଟି ଟଙ୍କା ଦେଇ ସେମାନଙ୍କ ଦଳରେ ସାମିଲ କରିଛି। କୋଏଟଜିଙ୍କ ମୂଳ ମୂଲ୍ୟ…

ମୋଦିଙ୍କୁ ଭେଟି ୨ହଜାର କୋଟି ଟଙ୍କାର ସହାୟତା ମାଗିଲେ ଷ୍ଟାଲିନ

ନୂଆଦିଲ୍ଲୀ,୨୦।୧୨: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ । ଘୂର୍ଣ୍ଣିବଳୟ ମିଚୋଙ୍ଗ ଏବଂ ଦକ୍ଷିଣ ଜିଲାରେ ପ୍ରବଳ ବର୍ଷା ଯୋଗୁଁ ହୋଇଥିବା କ୍ଷୟକ୍ଷତିକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବାକୁ ସେ ଦାବି କରିଥିଲେ। ଏଥିପାଇଁ ବିପର୍ଯ୍ୟୟ…

ସରିଲାଣି ଅବଧି, ୩୯ ପ୍ରକଳ୍ପ ଅଧାପନ୍ତରିଆ

ଯାଜପୁର,୨୦।୧୨(ହର୍ଷବର୍ଦ୍ଧନ ବେହେରା): ପୂର୍ତ୍ତ ବିଭାଗ ଉପରେ ସରକାରଙ୍କ ଅତୁଟ ଭରସା ରହିଛି। କାର୍ଯ୍ୟଦକ୍ଷତା, ସମୟାନୁବର୍ତ୍ତିତା ଏବଂ ସୁଦୃଢ଼ ନିର୍ମାଣରେ ବିଶ୍ୱାସ ରଖି ପୂର୍ତ୍ତ ବିଭାଗ ଉପରେ ଏକାଧିକ ପ୍ରକଳ୍ପ କାର୍ଯ୍ୟ ଦାୟିତ୍ୱ ନ୍ୟସ୍ତ କରାଯାଉଛି। କିନ୍ତୁ ବିଭାଗର ଯାଜପୁର ଜିଲା ପାଣିକୋଇଲି…

୨ ଗାଁ ମଧ୍ୟରେ ବିବାଦ, ଥାନାରେ ଅଭିଯୋଗ

ଯାଜପୁର ସଦର,୨୦।୧୨(ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ଶ୍ୟାମଦାସପୁର ପଞ୍ଚାୟତ କଳସପୁରଠାରେ ଥିବା ଖରସ୍ରୋତା ନଦୀର ବାଲିଘାଟ ସୀମା ନିର୍ଦ୍ଧାରଣକୁ ନେଇ ଜନ ଅସନ୍ତୋଷ ପ୍ରକାଶ ପାଇଛି। ଏପରି କି ମାପ ଚୁପ ପରେ ବାଲିଘାଟ ରାସ୍ତାକୁ ନେଇ ମାଧପୁର…

ବିଜୁଳି କଟିଲେ ସିଟିସ୍କାନ୍‌ ଠପ୍‌

ଅନୁଗୋଳ, ୨୦।୧୨ (ଅମିତ କୁମାର ସାମଲ): ବିଜୁଳି କଟିଲେ ଠପ୍‌ ହୋଇଯାଉଛି ଗୁରୁତ୍ୱପୂର୍ଣ୍ଣ ସିଟିସ୍କାନ ବ୍ୟବସ୍ଥା। ଜେନେରେଟର ଥିଲେ ବି ବ୍ୟାଟେରି ଚୋରି ହୋଇଯାଇଥିବାରୁ ତାହା କାର୍ଯ୍ୟରେ ଲାଗିପାରୁ ନାହିଁ। ଫଳରେ ସରକାରୀ ମେଡିକାଲରୁ ନିଃଶୁଳ୍କ ସେବା ପାଇ ନ ପାରି…

୮ ବେଆଇନ ଇଟାଭାଟି ଉଚ୍ଛେଦ

ଢେଙ୍କାନାଳ,୨୦।୧୨(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କମଳାଙ୍ଗଠାରୁ କୁରୁଣ୍ଟି ମଧ୍ୟରେ ବ୍ରାହ୍ମଣୀ ନଦୀ କୂଳରେ ଚାଲୁଥିବା ବେଆଇନ ଇଟା ଭାଟିକୁ ସ୍ଥାନୀୟ ପ୍ରଶାସନ ଓ ପୋଲିସ ପକ୍ଷରୁ ମଙ୍ଗଳବାର ଭୋର ୪ଟା ସମୟରେ ଉଚ୍ଛେଦ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ମୋଟ୍‌…

ମତ୍ସ୍ୟଜୀବୀଙ୍କ ବଦଳରେ ବଙ୍ଗୀୟ ଲୋକଙ୍କୁ ମିଳୁଛି ସବ୍‌ସିଡି

ପାରାଦୀପ,୨୦।୧୨(ଶରତ ରାଉତ): କେନ୍ଦ୍ର ଓ ରାଜ୍ୟ ସରକାର ଓଡ଼ିଶାର ପାରମ୍ପରିକ ମତ୍ସ୍ୟଜୀବୀଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା କରିଛନ୍ତି। କିନ୍ତୁ ଉକ୍ତ ଯୋଜନାରେ ପାରମ୍ପରିକ ମତ୍ସ୍ୟଜୀବୀଙ୍କ ବଦଳରେ ଅଣପାରମ୍ପରିକ ମତ୍ସ୍ୟଜୀବୀଙ୍କୁ ଦିଆଯାଉଛି ବୋଲି ଅଭିଯୋଗ ହୋଇଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ମତ୍ସ୍ୟବିଭାଗ…

ନିଲାମୀରେ ଅଷ୍ଟ୍ରେଲୀୟ ଖେଳାଳିଙ୍କ ରହିଥିଲା ଦବଦବା, କେବଳ ୩ ଖେଳାଳିଙ୍କୁ ମିଳିଛି ୫୪ କୋଟିରୁ ଅଧିକ ଟଙ୍କା

ଦୁବାଇ,୨୦।୧୨: ମଙ୍ଗଳବାର ହୋଇଥିବା ଆଇପିଏଲ ନିଲାମରେ ଅଷ୍ଟ୍ରେଲୀୟ ଖେଳାଳିମାନଙ୍କର ଦବଦବା ରହିଥିଲା। କଙ୍ଗାରୁ ଖେଳାଳିଙ୍କ ପାଇଁ ନିଲାମରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି। ମିଚେଲ ଷ୍ଟାର୍କଙ୍କୁ କୋଲକାତା ନାଇଟ ରାଇଡର୍ସ ୨୪.୭୫ କୋଟିରେ କିଣିଛି। ସେହିପରି ସନରାଇଜର୍ସ ହାଇଦ୍ରାବାଦ ୨୦.୫୦କୋଟିରେ…

ଗୋଆରେ ଯୁବତୀଙ୍କୁ ପ୍ରତାରଣା: ହସ୍ପିଟାଲରୁ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର, ୨୦।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗୋଆରୁ ଜଣେ ଯୁବତୀଙ୍କୁ ବ୍ରହ୍ମପୁର ଆଣି ମନ୍ଦିରରେ ବିବାହ ପରେ ପ୍ରତାରଣା କରିବା ଅଭିଯୋଗରେ ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ୯ମାସ ପରେ ମଙ୍ଗଳବାର ଏକ ଘରୋଇ ହସ୍ପିଟାଲରୁ ଗିରଫ କରିଛି। ସେ ହେଲେ ଖଲ୍ଲିକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?