ଆଜି ପ୍ରକାଶ ପାଇବ ପିଜି ଚତୁର୍ଥ ରାଉଣ୍ଡ ମେଧା ତାଲିକା
ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୨ଟାରେ ଚତୁର୍ଥ ରାଉଣ୍ଡ୍ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧ ତାରିଖ ସକାଳ ୯ଟାରୁ ୪…
ଯୁକ୍ତ୩ରେ ଖାଲିପଡ଼ିଛି ୧,୧୧,୧୦୮ ସିଟ୍
ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଯୁକ୍ତ୩ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ୪ଟି ରାଉଣ୍ଡ୍ ନାମଲେଖା ହୋଇଥିଲେ ମଧ୍ୟ ସିଟ୍ ପୂରଣ ହୋଇପାରି ନାହିଁ। ଏବେ ବି ଲକ୍ଷେରୁ ଊର୍ଦ୍ଧ୍ୱ ସିଟ୍ ଖାଲି ପଡ଼ିଛି। ଯୁକ୍ତ୨ ଭଳି ଯୁକ୍ତ୩…
ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ବୋହିଆଣି ଜୀବନ ବଞ୍ଚାଇଲେ
ନନ୍ଦପୁର, ୩୧ା୮ (ଶଙ୍କର ପୂଜାରୀ)ଥମୁନି ଜନନୀ ଜନ୍ତ୍ରଣା। ରାସ୍ତାଘାଟ ନ ଥିବାରୁ ଗ୍ରାମବାସୀଙ୍କୁ ମିଳିପାରୁନି ମୌଳିକ ସୁବିଧା ସହ ଆବଶ୍ୟକ ସମୟରେ ଚିକିତ୍ସା ସେବା। ଜରୁରୀ ସମୟରେ ଭାରରେ ଓ ଷ୍ଟ୍ରେଚରରେ ବୁହା ହେଉଛନ୍ତି ରୋଗୀ। ଏଭଳି ଏକ ଘଟଣା ନନ୍ଦପୁର…
ଅସୁସ୍ଥ, ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଘରେ ପହଞ୍ଚତ୍ବ ମଧ୍ୟାହ୍ନଭୋଜନ, ପାଠ୍ୟପୁସ୍ତକ
ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)ବିଦ୍ୟାଳୟ ଆସିପାରୁ ନ ଥିବା ୬ରୁ ୧୪ ବର୍ଷର ଅସୁସ୍ଥ ଓ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଘରେ ମିଳିବ ମଧ୍ୟାହ୍ନଭୋଜନ। ଏହି ମଧ୍ୟାହ୍ନଭୋଜନ ପାଇଁ ଆବଶ୍ୟକ ଶୁଖିଲା ରାଶନ୍ ଛାତ୍ରୀଛାତ୍ରଙ୍କ ଘରକୁ ଯୋଗାଇ ଦିଆଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା…
ଅଭିମାନିନୀ, ମହିରୁହକୁ ୭ ପୁରସ୍କାର
ଯାଜପୁର,୩୧ା୮(ହର୍ଷବର୍ଦ୍ଧନ ବେହେରା)ବିହାରର ନୱାଦା ସହରରେ ଆୟୋଜିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ୪ର୍ଥ ସଂସ୍କରଣରେ ଯାଜପୁର ଜିଲା ବ୍ୟାସନଗରର ହିତେଶ କୁମାର ମହାପାତ୍ର କୃତିତ୍ୱ ଅର୍ଜନ କରିଛନ୍ତି। ତାଙ୍କ ନିର୍ମିତ ଦୁଇଟି ଚଳଚ୍ଚିତ୍ର ଅଭିମାନିନୀ ଓ ମହିରୁହକୁ ୭ ଟି ପୁରସ୍କାର ମିଳିଛି।…
ଆଜିଠୁ ସ୍ବାଭାବିକ ହେବ ରେଳ ଚଳାଚଳ
ଭୁବନେଶ୍ୱର,୩୧।୮(ଅଭିଜିତ୍ ଦାସ)ପୂର୍ବତଟ ରେଳପଥର ବିଭିନ୍ନ ଷ୍ଟେଶନରେ ନିରାପତ୍ତା ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ଅନେକ ଟ୍ରେନ୍ ବାତିଲ ହୋଇଥିଲା। ଏଥିସହ ଭୁବନେଶ୍ୱର-ମଞ୍ଚେଶ୍ୱର ଷ୍ଟେଶନ ମଧ୍ୟରେ ତୃତୀୟ ଲାଇନ୍ ଓ ସିଗ୍ନାଲ ସିଷ୍ଟମ କାର୍ଯ୍ୟ ଲାଗି ଭୁବନେଶ୍ୱରକୁ ଟ୍ରେନ୍ ଚଳାଚଳ ଗୁରୁତର ବାଧାପ୍ରାପ୍ତ ହୋଇଥିଲା।…
ଶୁଖିଲା ଅଗଷ୍ଟ: ୧୨୨ ବର୍ଷର ରେକର୍ଡ ଭଙ୍ଗ
ଭୁବନେଶ୍ୱର,୩୧ା୮(ଅନିଲ ଦାସ)ବର୍ଷାରେ ଆଷାଢ଼ ଶ୍ରାବଣ, ମେଘ ବରଷେ ଘନଘନ। ଋତୁଚକ୍ରକୁ ଦେଖି କେଉଁ କାଳରୁ ଏହି ଲୋକକଥା ପ୍ରଚଳିତ ହୋଇଆସିଛି। ଏବେ ଆଉ ଶ୍ରାବଣରେ ଘନଘନ ବର୍ଷା ନାହିଁ। ଚଳିତ ବର୍ଷ ଜଳବାୟୁ ପରିବର୍ତ୍ତନର ସାଂଘାତିକ ପ୍ରଭାବ ଦେଖିବାକୁ ମିଳିଛି। ଅଗଷ୍ଟ…
ନାମୀ ବ୍ରାଣ୍ଡ୍ରେ ନକଲି ପୋଷାକ
ବଲାଙ୍ଗୀର ଅଫିସ,୩୧ା୮(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଟାଉନ୍ ଥାନା ପୋଲିସ ବୁଧବାର ସହରର ଲଖାନୀ ନ୍ୟୁ ଗାର୍ମେଣ୍ଟସ୍ରେ ଚଢ଼ାଉକରି ପ୍ରାୟ ୪୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ନକଲି ବ୍ରାଣ୍ଡେଡ୍ ରେଡିମେଡ୍ ଲୁଗାପଟା ଜବତ କରିଛି। ଏଥିସହ ଦୋକାନ ମାଲିକ ରାଜେଶ କୁମାର ଲଖାନୀ (୫୩)ଙ୍କୁ…
ଜିଏମ୍ ଆଇରନ ପ୍ଲାଣ୍ଟରେ ବିସ୍ଫୋରଣ, ୬ ଆହତ
ପରଜଙ୍ଗ, ୩୦ା୮ (ନିଗମାନନ୍ଦ ଦଳବେହେରା)/ ଢେଙ୍କାନାଳ (ରତନ ନାୟାର): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ଗେଙ୍ଗୁଟିଆ ପଞ୍ଚାୟତର କୁଲେଇସ୍ଥିତ ଜିଏମ୍ ଆଇରନ ଆଣ୍ଡ ଷ୍ଟିଲ୍ ପ୍ରାଇଭେଟ୍ ଲିମିଟେଡ୍ର ୩ ନମ୍ବର ଫର୍ନେସରେ ବୁଧବାର ଅପରାହ୍ନରେ ବିସ୍ଫୋରଣ ଘଟିଛି।…
ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା
ରାଇରଙ୍ଗପୁର,୩୦ା୮(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ଭୋଳ ବେଢ଼ା ଗ୍ରାମରେ ରାଖୀ ପୂର୍ଣ୍ଣିମା ( ବୁଧବାର ) ଏକ ଦୁଃଖଦ ଘଟଣା ଘଟିଛି। ଉକ୍ତ ଗ୍ରାମର ପରମେଶ୍ବର ଗିରିଙ୍କ ପୁଅ ଦୀପକ(୩୫) ଆଜି ସକାଳେ ତାଙ୍କ ଗ୍ରାମ ନିକଟସ୍ଥ…
ବର୍ଷା ନାହିଁ, ଚାଷଜମିରେ ଗୋରୁ ଛାଡ଼ିଲେ ଚାଷୀ
କୋକସରା,୩୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନିଅଣ୍ଟିଆ ବର୍ଷା ଯୋଗୁ ଅନେକ ପଞ୍ଚାୟତରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ନିଅଣ୍ଟିଆ ବର୍ଷା ଯୋଗୁ ମାଟି ଫାଟି ଆଁ କରିଥିବା ବେଳେ ନିଜର ସୁନାର ଫସଲ ଆଖି ଆଗରେ ଉଜୁଡିବା…
କିଏ ହେବେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ,ମମତା ଦେଲେ ଜବାବ
ନୂଆଦିଲ୍ଲୀ,୩୦।୮: ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବୈଠକରେ ଭାଗ ନେବାକୁ ବିରୋଧୀ ଦଳର ନେତାଙ୍କ ଆଗମନ ପ୍ରକ୍ରିୟା ଆରମ୍ଭ କରିଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ମଧ୍ୟ ବୁଧବାର ମୁମ୍ବାଇରେ ପହଞ୍ଚିଛନ୍ତି। ଏହି ସମୟରେ ସେ ବିରୋଧୀ…
Archives


