Home Left

ପ୍ରଧାନମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ସ୍କୁଲ ଛାତ୍ରୀ

ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଲାମାନଙ୍କ ସହିତ ରକ୍ଷା ବନ୍ଧନ ପର୍ବ ପାଳନ କରିଛନ୍ତି। ବିଭିନ୍ନ ବିଦ୍ୟାଳୟର ଛାତ୍ରୀମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତରେ ରାଖୀ ବାନ୍ଧିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ପିଲାମାନଙ୍କୁ ଭେଟି ବହୁତ ଖୁସି ହୋଇଛନ୍ତି। ପ୍ରଧାନମନ୍ତ୍ରୀ…

ଶବରୀ ବୃଦ୍ଧାଙ୍କୁ ପ୍ରତିଶ୍ରୁତି ଦେଇ ଭଣ୍ଡାଇଲା ପ୍ରଶାସନ

ମହାକାଳପଡ଼ା,୩୦।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଭାଗୃହଠାରେ ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ୪୦ ଅଭିଯୋଗ ହୋଇଥିବା ବେଳେ ପେଟଛେଲା ପଞ୍ଚାୟତ ଶବରପଲ୍ଲୀର ଶବରୀ ବୃଦ୍ଧା ଦୁଃଖୀ ଭକ୍ତା ଗଁା ସମସ୍ୟାକୁ…

ପବିତ୍ର ସମ୍ପର୍କର ସାକ୍ଷୀ ରାଖୀ

ଭଉଣୀ-ଭାଇ ମଧ୍ୟରେ ଥିବା ପବିତ୍ର ସମ୍ପର୍କର ସାକ୍ଷୀ ହେଉଛି ରାଖୀ। ପ୍ରତିବର୍ଷ ଏହି ଦିନକୁ ଅତି ଆଗ୍ରହର ସହ ଭଉଣୀଟିଏ ଚାହିଁ ରହିଥାଏ। ଭାବାତ୍ମକ ବନ୍ଧନରେ ବାନ୍ଧି ହେବାକୁ ଭାଇ ମଧ୍ୟ ରାଖୀପୂର୍ଣ୍ଣିମାକୁ ଅପେକ୍ଷା କରିଥାଏ। ବୁଧବାର ପାଳନ ହେବାକୁ ଥିବା…

ଗହ୍ମାପୂର୍ଣ୍ଣିମା ଓ ଶ୍ରୀବଳରାମ

ରାଖୀ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ଆମ ସଂସ୍କୃତିର ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ। ସାରା ଦେଶରେ ଏହିଦିନ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଥାଏ। ରାଖୀ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ସାକ୍ଷୀ। ଶ୍ରାବଣ ମାସ ପୂର୍ଣ୍ଣିମାରେ ପାଳିତ ହୋଇଥାଏ ରକ୍ଷାବନ୍ଧନ ଉତ୍ସବ। ଶ୍ରାବଣ ପୂର୍ଣ୍ଣିମା…

ସ୍ବାଭାବିକ ହେଲା କୋଇଲା ପରିବହନ

ତାଳଚେର,୩୦।୮ (ମନୋଜ ନନ୍ଦ): କୋଇଲା ଟ୍ରକ୍‌ ପରିବହନକୁ ନେଇ ତାଳଚେର -ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମଙ୍ଗଳବାର ଏ ନେଇ ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଛି। ପ୍ରକାଶ ଯେ, ତାଳଚେର ଟ୍ରକ୍‌ ମାଲିକ ସଂଘ ଓ ପରିବହନ…

କୋଇଲା ଖଣି ଖନନକୁ ସମର୍ଥନ

ଅନୁଗୋଳ,୩୦୮(ଅମିତ କୁମାର ସାମଲ): ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି)ର ଉତ୍କଳ ବି୧ ଏବଂ ବି୨ କୋଇଲା ଖଣି ପାଇଁ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶଦାତା କମିଟି ବୈଠକ ମଙ୍ଗଳବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଲାଇଙ୍କ…

ଜନମତ ସଂଗ୍ରହର ତାରିଖ ଘୋଷଣା କଲା ଅଷ୍ଟ୍ରେଲିଆ

ସିଡ଼ନୀ,୩୦।୮: ଅଷ୍ଟ୍ରେଲୀୟମାନେ ୧୪ ଅକ୍ଟୋବରରେ ଆଦିବାସୀ ତଥା ଟୋରେସ ଷ୍ଟ୍ରାଇଟ ଦ୍ୱୀପପୁଞ୍ଜର ଲୋକଙ୍କୁ ମାନ୍ୟତା ଦେବା ପାଇଁ ସମ୍ବିଧାନ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି କି ନାହିଁ ତାହା ଉପରେ ମତଦାନ ଦେବେ। ଦେଶରେ ସ୍ବଦେଶୀ ଅଧିକାରର ସଂଗ୍ରାମ ପାଇଁ ଏହା ଏକ…

ମହିଳାଙ୍କୁ ସ୍ବାବଲମ୍ବୀ କରିଛି ମିଶନ ଶକ୍ତି କାଫେ

ପାରଳାଖେମୁଣ୍ଡି,(ଗିରିଧାରୀ ପରିଛା) ୩୦।୮: ମିଶନ ଶକ୍ତି ବିଭାଗର ସହାୟତା ଏବଂ ଜିଲା ପ୍ରଶାସନ ଗଜପତିର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଗଜପତିର ବିଭିନ୍ନ ଜାଗାରେ ମିଶନ ଶକ୍ତି କାଫେ ତିଆରି କରାଯାଇ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ସ୍ବାବଲମ୍ବୀ କରାଯାଇଛି। ପ୍ରତି ପଞ୍ଚାୟତ ସମିତିର…

ବ୍ରାହ୍ମଣୀଗାଁ ଶତାୟୁ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୩୦୮(ଅରୁଣ ସାହୁ/ମନୋରଞ୍ଜନ ରଣା):  ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁଠାରେ ରହିଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହର ଅଭାବ ଯୋଗୁ ଛାତ୍ରୀଛାତ୍ର ହଇରାଣ ହେଉଛନ୍ତି। ୧୯୧୮ରେ ସ୍ଥାପନ କରାଯାଇଥିବା ସର୍ବ ପୁରାତନ ବିଦ୍ୟାଳୟ ଅବ୍ୟବସ୍ଥା ଯୋଗୁ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ବାଧକ ସାଜୁଛି।…

ସାଉଦି ଆରବରେ ଜରୁରୀ ଅବତରଣ କଲା ଇସ୍ରାଏଲ, ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଦେଲେ ଧନ୍ୟବାଦ

ରିୟାଦ,୩୦।୮: ଭାରତୀୟ ମହାସାଗର ଦ୍ୱୀପ ରାଷ୍ଟ୍ର ସେଶେଲ୍ସରୁ ଏକ ବିମାନକୁ ସୋମବାର ତେଲ ଅବିବ ଅଭିମୁଖେ ଯାତ୍ରା କରିବା ପରେ ସାଉଦି ଆରବରେ ଜରୁରୀକାଳୀନ ଅବତରଣ କରିଛି। ଏହା ପରେ ମଙ୍ଗଳବାର ଦିନ ଏହାକୁ ତେଲ ଅବିବକୁ ପଠାଯାଇଥିଲା। ୱାଶିଂଟନ ଦୁଇ…

ଉଦ୍ୟୋଗୀ ସାଜିବେ କେନ୍ଦୁଝର ଜିଲାର ଯୁବପିଢ଼ି

କେନ୍ଦୁଝର,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ବସବାସ କରୁଥିବା ବିଭିନ୍ନ ଗୋଷ୍ଠୀ ଏବଂ ସମ୍ପ୍ରଦାୟଙ୍କ ଜୀବନଶୈଳୀରେ ଉନ୍ନତି ଆଣିବା ପାଇଁ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛି। ଏହି ପରିପ୍ରେକ୍ଷୀରେ ପ୍ରସ୍ତାବିତ ‘ଉଦ୍ୟମୀ’ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ଲାଗି…

ଶହୀଦ ସୁଶାନ୍ତଙ୍କ ସ୍ମୃତିରେ ଖୋଲିବ ପାଠାଗାର

ଘସିପୁରା,୩୦। ୮(ନିରଞ୍ଜନ ସାହୁ):ଆନନ୍ଦପୁର ଅଞ୍ଚଳର ସିଆର୍‌ପିଏଫ୍‌ ଯବାନ୍‌ ଶହୀଦ ସୁଶାନ୍ତ ଖୁଣ୍ଟିିଆଙ୍କ ଏକାଦଶାହ ଅବସରରେ ଏକ ବ୍ଲକସ୍ତରୀୟ ପାଠାଗାରର ଭିତ୍ତିପ୍ରସ୍ଥର ସ୍ଥାପନ କରାଯାଇଛି। ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଓ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ଏହି ପାଠାଗାରର ଭିତ୍ତିପ୍ରସ୍ଥର ସ୍ଥାପନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri