Home Left

ବିଜେଡି, ଭାଜପା ବିରୋଧରେ ଏକାକୀ ଲଢ଼ିବ କଂଗ୍ରେସ: ଶରତ

ନୂଆପଡ଼ା,୩୦।୮(ମକାରୁ ବେମାଲ): ନୂଆପଡ଼ା ଜିଲା ପଟ୍ଟନାୟକ ଫାର୍ମ ହାଉସଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ଏକ କର୍ମୀ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ଜିଲା କଂଗ୍ରେସ୍‌ କମିଟି ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକଙ୍କୁ ସ୍ବାଗତ…

ଏସିଆ କପରେ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ନୂଆଦିଲ୍ଲୀ,୩୦।୮: ବୁଧବାରଠୁ ଏସିଆ କପ ୨୦୨୩ ଆରମ୍ଭ ହେଉଛି। ଏହି ଟୁର୍ଣ୍ଣାମେଣ୍ଟରେ ଟିମ ଇଣ୍ଡିଆ ୨ ସେପ୍ଟେମ୍ବରରେ ପାକିସ୍ତାନ ବିପକ୍ଷରେ ଖେଳିବ। ଏସିଆ କପରେ ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ପୂର୍ବତନ ଭେଟେରାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ବିଶ୍ୱ ରେକର୍ଡ ଉପରେ…

ଗ୍ୟାସ୍‌ ଦର ହ୍ରାସ ପ୍ରଧାନମନ୍ତ୍ରୀଙ୍କ ରାଖୀ ଉପହାର: ଧର୍ମେନ୍ଦ୍ର

ଭୁବନେଶ୍ୱର, ୩୦।୮(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ରନ୍ଧନ ଗ୍ୟାସ୍‌ର ମୂଲ୍ୟ ହ୍ରାସ ଓ ଅତିରିକ୍ତ ଉଜ୍ଜ୍ୱଳା ହିତାଧିକାରୀ ଯୋଡ଼ିବା ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି…

ଇସିଆଇ ଟିମ୍‌ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର,୨୩୮ (ଅନିଲ ଦାସ): ଆଗୁଆ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍‌ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।…

ଆଜିଠୁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌ର ସମସ୍ତ ରେକ୍‌ରେ ତେଜସ୍‌ କୋଚ୍‌

ଭୁବନେଶ୍ୱର,୩୦।୮: ଅଗଷ୍ଟ ୩୦ରୁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ସମସ୍ତ ରେକ୍‌ ତେଜସ୍‌ କୋଚ୍‌ ସହ ଚଳାଚଳ କରିବ। ରାଜଧାନୀ ଏକ୍ସପ୍ରେସରେ ଉନ୍ନତ ଟ୍ରେନ୍‌ ଯାତ୍ରା ଅଭିଜ୍ଞତା ପାଇଁ ଆଧୁନିକ ସୁବିଧା ଯୋଗାଇ ଦିଆଯାଇଛି। ଗତ ୧୯ତାରିଖରୁ ରାଜଧାନୀ ଏକ୍ସପ୍ରେସରେ ତେଜସ୍‌ର କିଛି…

ଏସିଆ କପ ପୂର୍ବରୁ ଶ୍ରୀଲଙ୍କାକୁ ବଡ ଝଟକା, ମ୍ୟାଚ ଖେଳିବେନି ଏହି ୪ ଖେଳାଳି

କଲମ୍ବୋ,୩୦।୮: ଏସିଆ କପ ୨୦୨୩ ବୁଧବାର ଠାରୁ ଆରମ୍ଭ ହେଉଛି। ଏଥିରେ ଶ୍ରୀଲଙ୍କାର ପ୍ରଥମ ମ୍ୟାଚ ବାଂଲାଦେଶ ସହିତ ଅଛି। ଅଗଷ୍ଟ ୩୧ରେ ଏହି ମ୍ୟାଚ ଖେଳାଯିବ। ଏହି ଟୁର୍ନାମେଣ୍ଟ ପାଇଁ ଶ୍ରୀଲଙ୍କା ଦଳ ଘୋଷଣା କରିଛି। କିନ୍ତୁ ତାଙ୍କର ଚାରିଜଣ…

୫ ଦଫା ଦାବି ନେଇ ରାସ୍ତାରେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୩୦।୮(ଅନୁରାଧା ମହାରଣା):  ରାଜ୍ୟ ପ୍ରାଥମିକ ଶିକ୍ଷକ (ଏକ୍ସ-କ୍ୟାଡର) ମହାସଂଘ ୫ଦଫା ଦାବି ନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛି। ରାଜ୍ୟ ମହାସଂଘର ସଭାପତି ଶରତ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ସହସ୍ରାଧିକ ଶିକ୍ଷକ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ଲୋୟର ପିଏମ୍‌ଜିରେ ଧାରଣା ଦେବା…

ଫ୍ଲୋରିଡା ଆଡକୁ ଦ୍ରୁତ ଗତିରେ ବଢୁଛି ସାଇକ୍ଲୋନିକ ଝଡ ଇଡାଲିଆ, ଦକ୍ଷିଣ କାରୋଲିନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଓ୍ବାଶିଂଟନ୍‌,୩୦।୮: ଆମେରିକାର ଦକ୍ଷିଣ ପୂର୍ବ ଉପକୂଳରେ ଏକାସାଙ୍ଗରେ ଦୁଇଟି ବଡ଼ ଝଡ ଆସିବା ପାଇଁ ଚେତାବନୀ ଦିଆଯାଇଛି। ଘୂର୍ଣ୍ଣିବଳୟ ଇଡାଲିଆ ଫ୍ଲୋରିଡା ଉପକୂଳ ଆଡକୁ ଦ୍ରୁତ ଗତିରେ ଗତି କରୁଛି। ଏଥି ସହିତ ବରମୁଣ୍ଡା ନିକଟରେ ଘୂର୍ଣ୍ଣିବଳୟ ଫ୍ରଙ୍କାଲିନ ହେବାର ଆଶଙ୍କା…

୧୧ରେ ହାଇକୋର୍ଟରେ ବସିବ ବୈଠକ

କଟକ ୨୯ା୮(କାର୍ତ୍ତିକ ସାହୁ): ଆସନ୍ତା ସେପ୍ଟେମ୍ବର ୧୧ରେ ହାଇକୋର୍ଟରେ ହାତୀ ସୁରକ୍ଷା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ରାଜ୍ୟରେ ହାତୀଙ୍କ ସୁରକ୍ଷା ଲାଗି କି କି ପଦକ୍ଷେପ ଗ୍ରହଣ କରାଯାଇଛି ଏବଂ କ’ଣ ସବୁ ଯୋଜନା କାର୍ଯ୍ୟକାରୀ ହୋଇଛି…

ଛାତ୍ରୀଛାତ୍ରମାନେ ‘୩ ଏସ୍‌’କୁ ହାସଲ କରନ୍ତୁ: ଧର୍ମେନ୍ଦ୍ର

କୋରାପୁଟ,୩୦।୮(ଅମିତାଭ ବେହେରା ): କୋରାପୁଟ ଲାଣ୍ଡିଗୁଡା କ୍ୟାମ୍ପସ୍‌ରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ତଥା ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭର୍ଚୁଆଲରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

୫-ଟି ସଚିବଙ୍କ ଯାଜପୁର ଜିଲା ଗସ୍ତ: ‘ପରିବାରର ଉନ୍ନତି ହେଲେ ରାଜ୍ୟର ବିକାଶ ସମ୍ଭବ’

ଯାଜପୁର/ଯାଜପୁର ରୋଡ,୩୦।୮(ହର୍ଷବର୍ଦ୍ଧନ ବେହେରା/ପବିତ୍ର ରଞ୍ଜନ ମହାନ୍ତି): ଘରେ ବାନ୍ଧି ହୋଇ ରହିଥିବା ମହିଳାମାନେ ଘରୁ ପାଦ କାଢି ପାରିଲେ ଓଡ଼ିଶା ଏକ ସଶକ୍ତ ରାଜ୍ୟ ହୋଇ ପାରିବ। ମହିଳାମାନଙ୍କୁ ଆବଶ୍ୟକ ତାଲିମ ନେବାକୁ ପଡ଼ିବ। ମହାଜନ ପାଖକୁ ନ ଯାଇ ବ୍ୟାଙ୍କରୁ…

ୟୁକ୍ରେନ ପାଇଁ ଏକ ନୂଆ ସାମରିକ ସହାୟତା ପ୍ୟାକେଜ୍‌ ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୩୦।୮: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ୟୁକ୍ରେନ ପାଇଁ ଏକ ନୂତନ ସାମରିକ ସହାୟତା ପ୍ୟାକେଜ୍‌ ଘୋଷଣା କରିଛନ୍ତି। ବ୍ଲିଙ୍କେନ୍‌ଙ୍କ ଏକ ବିବୃତ୍ତି ଅନୁଯାୟୀ ଏହି ପ୍ୟାକେଜରେ ଅତିରିକ୍ତ ଲ୍ୟାଣ୍ଡମାଇନ କ୍ଲିଅର୍‌ ଉପକରଣ, ବାୟୁ ପ୍ରତିରକ୍ଷା ପାଇଁ କ୍ଷେପଣାସ୍ତ୍ର, ଆର୍ଟିଲରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri