ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳର ରାଜକିଶୋର…
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ ନିର୍ବାଚିତ ହୋଇଥିଲେ। ସାରଦା ଆଜକୁ କିଛି ମାସ ହେବ ଅସୁସ୍ଥ ହୋଇ ଆନ୍ଧ୍ରପ୍ରଦେଶର ପାଲସାରେ…
ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍
ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ ଓପନିଂ ମ୍ୟାଚ ଖେଳାଯାଉଛି କି ନା ତାହା ଉପରେ ଅନେକ ଲକ୍ଷ୍ୟ ରଖିଛନ୍ତି। ନିୟମାନୁସାରେ…
୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ
ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ ୭୪ ଲକ୍ଷ ଟଙ୍କାରେ ପହଞ୍ଚିବାରୁ ସେ ନିଜ କିଡନୀ ବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି।…
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ନଳିନୀକାନ୍ତ ଜେନା। ସେ ନକଲି ଫୋନ ପେ ଦ୍ୱାରା ଠକିବା…
୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ
ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ ହୋଇଥିବା ୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଏ ନେଇ ନଂ.…
ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର
ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି ଅବସରରେ ମା’ ରାମଚଣ୍ଡୀ ମନ୍ଦିର ଟ୍ରଷ୍ଟ ଏବଂ ପରିଚାଳନା କମିଟି, ପୂଜା କମିଟି ପକ୍ଷରୁ…
ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ
ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ ତାହା ଖାରଜ ହୋଇଛି। ଜେଲରେ ଦିନ କାଟୁଥିବା ବ୍ରହ୍ମପୁର ପୂର୍ୱତନ ବିଧାୟକ ବିକ୍ରମ କୁମାର…
୧୯ ବର୍ଷର ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ…
ଆବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି ଅନକ୍ୟାପ୍ଡ ଖେଳାଳି ଉପରେ ଅନେକ ଫ୍ରାଞ୍ଚାଇଜ୍ ଜୋରଦାର ବୋଲି ଲଗାଇଥିଲେ। ଶେଷରେ ଚେନ୍ନାଇ ସୁପର…
କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ
କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଡ଼ିଓ ସୁଚରିତା…
ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା
ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମା। ହରିଦାସ ଗାଁ ଲୋକଙ୍କ ଉପରେ ବର୍ବର ଆକ୍ରମଣ ହୋଇଛି କହିଲେ ସଞ୍ଜୟ ଦାସବର୍ମା…
କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …
ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍ ଲିଗ୍(ଆଇପିଏଲ୍) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ତାଙ୍କୁ ୧୪.୨ କୋଟି ଟଙ୍କାରେ କିଣି ନୂଆ ରେକର୍ଡ ସୃଷ୍ଟି କରିଛି।…
Archives


